Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ଟ୍ରେନ୍‌ରେ ୫ ବର୍ଷରୁ କମ୍ ବୟସ ପିଲାଙ୍କ ପାଇଁ ଲାଗିବ ଟିକେଟ, ଏ ଖବର ପରେ ସ୍ପଷ୍ଟୀକରଣ ରଖିଲା ରେଳ ବିଭାଗ...

ଟ୍ରେନ୍‌ରେ ୫ ବର୍ଷରୁ କମ୍ ବୟସ ପିଲାଙ୍କ ପାଇଁ ଲାଗିବ ଟିକେଟ, ଏ ଖବର ପରେ ସ୍ପଷ୍ଟୀକରଣ ରଖିଲା ରେଳ ବିଭାଗ...

2022-08-17 19:42:01
15800
Share:
Facebook
Twitter
E-Mail
WhatsApp
Telegram
ଟ୍ରେନ୍‌ରେ ୫ ବର୍ଷରୁ କମ୍ ବୟସ ପିଲାଙ୍କ ପାଇଁ ଲାଗିବ ଟିକେଟ, ଏ ଖବର ପରେ ସ୍ପଷ୍ଟୀକରଣ ରଖିଲା ରେଳ ବିଭାଗ...

ଭାରତୀୟ ରେଳପଥରେ ଏକ ନୂଆ ନିୟମ ଲାଗୁ ହୋଇଛି ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସେ ଅନୁସାରେ ଏବେ ପାଞ୍ଚ ବର୍ଷରୁ କମ୍ ପିଲାଙ୍କ ପାଇଁ ମଧ୍ୟ ଟ୍ରେନରେ ଲାଗିବ ଟିକେଟ୍ । ଏକ ବର୍ଷର ଶିଶୁ ପାଇଁ ମଧ୍ୟ ଟ୍ରେନରେ ଟିକେଟ୍ ନିଆଯାଇଛି । ତେବେ ଏହି ଖବର ବିଭ୍ରାନ୍ତିକର ଅଟେ । ଭାରତୀୟ ରେଳ ବୁଧବାର ସ୍ପଷ୍ଟ କରିଛି ଯେ, ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲାମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳବାଇ କୌଣସି ପରିବର୍ତ୍ତନ ଆଣି ନାହିଁ ।

କିଛି ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଯେ, ଏକରୁ ଚାରି ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ଏବେ ରେଳ ଭଡା ଦେବାକୁ ପଡିବ। ଏହି ମାମଲାକୁ ନେଇ ବିବାଦ ଏବଂ ଚର୍ଚ୍ଚା ଜୋର ଧରିବାରୁ ରେଲଓ୍ଵେ ଏହି ସମ୍ବନ୍ଧରେ ସ୍ପଷ୍ଟୀକରଣ ଜାରି କରିଛି। ରେଳ ମନ୍ତ୍ରଣାଳୟର ୨୦୨୦ ମାର୍ଚ୍ଚ ୬ରେ ଜାରି ଏକ ସର୍କୁଲାରରେ କୁହାଯାଇଛି ଯେ, ପାଞ୍ଚ ବର୍ଷରୁ କମ ବୟସର ପିଲା ମାଗଣାରେ ଟ୍ରେନ ଯାତ୍ରା କରି ପାରିବେ। କିନ୍ତୁ ପିଲାଙ୍କ ପାଇଁ ଏକ ଅଲଗା ବର୍ଥ କିମ୍ବା ସିଟ୍ ଉପଲବ୍ଧ କରାଯିବ ନାହିଁ।

ଯାତ୍ରୀ ମାନଙ୍କର ଚାହିଦା ଅନୁଯାୟୀ, ଟିକେଟ୍ କିଣିବା ପାଇଁ ଏବଂ ୫ ବର୍ଷରୁ କମ୍ ପିଲାମାନଙ୍କ ନିମନ୍ତେ ବର୍ଥ ବୁକ୍ କରିବା ପାଇଁ ସେମାନଙ୍କୁ ଏକ ବିକଳ୍ପ ଦିଆ ଯାଇଛି । ଯଦି ସେମାନେ ଏକ ପୃଥକ୍ ବର୍ଥ ଚାହୁଁ ନାହାନ୍ତି, ତେବେ ଏହା ମାଗଣା ରହିଛି, ଯେଉଁ ଭଳି ପୂର୍ବରୁ ରହି ଆସିଛି । ରେଳ ମନ୍ତ୍ରଣାଳୟର ତା ୦୬.୦୩.୨୦୨୦ରିଖର ଏକ ବିଜ୍ଞପ୍ତିରେ ଦର୍ଶା ଯାଇଥିଲା ଯେ, ପାଂଚ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ମାଗଣାରେ ଟ୍ରେନ୍ ଯାତ୍ରା କରିବାକୁ ଦିଆଯିବ । କିନ୍ତୁ, ଅଲଗା ବର୍ଥ କିମ୍ବା ଆସନ (ଚେୟାର କାର୍‌) ଦିଆଯିବ ନାହିଁ ।

Powered by Froala Editor

Tags train

Related articles Odisha News Lens 4.1

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13992
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15372
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15315
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13917
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14608
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14217
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15320
    Mar 19, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13542
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15154
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14608
    Mar 20, 2026
  • ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14618
    Mar 20, 2026
  • ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15315
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14608
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15320
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15416
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14154
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14052
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14259
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15004
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13992
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15154
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15315
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In