Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ...

ରାଜ୍ୟ
Home ›› ରାଜ୍ୟ ››ଆଜି ପବିତ୍ର ଜନ୍ମାଷ୍ଟମୀ

ଆଜି ପବିତ୍ର ଜନ୍ମାଷ୍ଟମୀ

2022-08-18 04:31:29
15694
Share:
Facebook
Twitter
E-Mail
WhatsApp
Telegram
ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ।  ଦ୍ୱାପରଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ।  ଏହାଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତା–ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ଏ ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଅଛି ସ୍ୱତନ୍ତ୍ର ନୀତିକାନ୍ତି।

ଗତକାଲି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା।  ଏଥିସହ ସଂନ୍ଧ୍ୟାଧୂପ ପରେ  ଜୟବିଜୟ ଦ୍ୱାର ବନ୍ଦ ରଖାଯାଇଥିଲା।  ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା।  ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ।

ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରଥିଲେ।  ଶ୍ରୀମନ୍ଦିରର ଏହି ସ୍ୱତନ୍ତ୍ର ନୀତିକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ।  ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରିବାର ପରମ୍ପରା ରହିଛି।

Powered by Froala Editor

Tags Janmastami

Related articles Odisha News Lens 4.1

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13448
    Jul 20, 2026
  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14776
    Jul 19, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14800
    Jul 20, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14863
    Jul 20, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14570
    Jul 20, 2026
  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14639
    Jul 19, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15668
    Jul 20, 2026
  • କାମ କରିବା ବନ୍ଦ କରିଦେଲା ଫେସବୁକ
    ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15582
    Jul 19, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର
    ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14892
    Jul 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14892
    Jul 20, 2026
  • ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15582
    Jul 19, 2026
  • ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14776
    Jul 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14109
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14389
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14733
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15021
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15758
    Jul 07, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14017
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13867
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14173
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15843
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14570
    Jul 20, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15668
    Jul 20, 2026
  • କାମ କରିବା ବନ୍ଦ କରିଦେଲା ଫେସବୁକ

    15582
    Jul 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In