Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

ବିଶେଷ
Home ›› ବିଶେଷ ››ଗର୍ଭବତୀ ମହିଳାଙ୍କୁ ଏହି ଫଳ ଖାଇବା ମନା, କାହିଁକି ଜାଣନ୍ତୁ.....

ଗର୍ଭବତୀ ମହିଳାଙ୍କୁ ଏହି ଫଳ ଖାଇବା ମନା, କାହିଁକି ଜାଣନ୍ତୁ.....

2022-08-18 04:39:01
15034
Share:
Facebook
Twitter
E-Mail
WhatsApp
Telegram
ଗର୍ଭବତୀ ମହିଳାଙ୍କୁ ଏହି  ଫଳ ଖାଇବା ମନା, କାହିଁକି ଜାଣନ୍ତୁ.....

ଗର୍ଭଧାରଣ ସମୟ ପ୍ରତି ମହିଳା ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ମାତ୍ର ଏହି ସମୟରେ ଗର୍ଭବତୀ ମହିଳାମାନେ କ’ଣ ଖାଇବେ, କ’ଣ ଖାଇବେ ନାହିଁ ତାହା ସବୁବେଳେ ଏକ ବଡ଼ ପ୍ରଶ୍ନବାଚୀ ହୋଇ ଉଭା ହୋଇଥାଏ ।  ଗର୍ଭଧାରଣକୁ ନେଇ ଥିବା କିଛି ପୁରୁଣା ଧାରଣା ଉପରେ ନିଜ ମତ ରଖିଛନ୍ତି ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା  ଆଇଭିଏଫ୍ ବିଶେଷଜ୍ଞ  ଡକ୍ଟର ଅରଖାନା ଧାୱନ ବଜାଜ ।

* ଗର୍ଭାବସ୍ଥାରେ ଅମୃତଭଣ୍ଡା ଖାଇବା ଉଚିତ କି ନୁହେଁ ତାହା ସବୁଠୁ ଏକ ବଡ଼ ଗୁଜବ । ଏହି ସମୟରେ ଅମୃତଭଣ୍ଡା ଖାଇବା ଦ୍ୱାରା ଗର୍ଭସ୍ଥ ଶିଶୁ ଉପରେ ଏହାର କ’ଣ ପ୍ରଭାବ ପଡ଼େ ସେ ନେଇ ଭିନ୍ନ ମତ    ଶୁଣିବାକୁ ମିଳେ।   ଏନେଇ  ଡକ୍ଟର ଅରଖାନା କହିଛନ୍ତି, ବାସ୍ତବରେ କଞ୍ଚା କିମ୍ବା ଦର ପାଚିଲା ଅମୃତଭଣ୍ଡାରେ ଥିବା ଲାଟେକ୍ସ ଏବଂ ପେପେନ୍ ଗର୍ଭରେ ବଢ଼ୁଥିବା ଭୃଣ ପାଇଁ କ୍ଷତିକାରକ । ହେଲେ ପାଚିଲା    ଅମୃତଭଣ୍ଡା  ଗର୍ଭାବସ୍ଥାରେ ଖାଇବା ଲାଭଦାୟକ ହୋଇଥାଏ। ମାତ୍ର ଲୋକେ କଞ୍ଚା, ଦରପାଚିଲା ଓ ପାଚିଲା ଅମୃତଭଣ୍ଡାକୁ ନେଇ ଯେପରି ଦ୍ୱନ୍ଦ୍ୱରେ ନ ପଡ଼ନ୍ତୁ ସେଥିନିମନ୍ତେ ଡାକ୍ତରମାନେ ଗର୍ଭାବସ୍ଥାରେ        ଅମୃତଭଣ୍ଡା ଖାଇବାକୁ ମନା କରିଦେଇଥାନ୍ତି। ପାଚିଲା ଅମୃତଭଣ୍ଡା ଖାଇବା ଦ୍ୱାରା ଗର୍ଭ ନଷ୍ଟ ହେବାର ଆଶଙ୍କା ନ ଥାଏ।

* ମାତ୍ର ଗର୍ଭାବସ୍ଥାରେ ସପୁରୀ ଖାଇବାକୁ ସମ୍ପୂର୍ଣ୍ଣ ଭାବେ ଏଡ଼ାଇବା ଉଚିତ । କାରଣ ଏହା ଗର୍ଭରେ ଥିବା ଶିଶୁ ପାଇଁ କ୍ଷତିକାରକ ସାବ୍ୟସ୍ତ୍ୟ ହୋଇଥାଏ ବୋଲି କହିଛନ୍ତି ଡା.ଅରଖାନା ।

* ଗର୍ଭାବସ୍ଥାରେ ପାଳଙ୍ଗ ଶାଗ ଖାଇବା ଉଚିତ ନୁହେଁ ବୋଲି ବହୁ ପୁରୁଣା କାଳରୁ ଶୁଣିବାକୁ ମିଳୁଛି। ହେଲେ ପାଳଙ୍ଗରେ ଭରପୁର ମାତ୍ରାରେ ଆଇରନ ଥାଏ। ଯାହାକି ଉଭୟ ମା’ ଓ ଗର୍ଭସ୍ଥ ଶିଶୁ ପାଇଁ ଖୁବ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। କିନ୍ତୁ ରୋଷେଇ ପୂର୍ବରୁ ଏହାକୁ ଭଲ ଭାବେ ଧୋଇ ଦିଅନ୍ତୁ। କେବଳ ସେତିକି ନୁହେଁ ବାଇଗଣ ବି ଏହି ସମୟରେ ଖାଇହେବ । କାରଣ ଏଥିରେ ଥିବା ପୋଷକ ତତ୍ତ୍ୱ ଉଭୟ ମା’ ଓ ଶିଶୁ ପାଇଁ ଭଲ ।

* ନଡ଼ିଆରେ ସାଧାରଣତଃ ପୋଟାସିୟମ ଥିବାରୁ ଗର୍ଭାବସ୍ଥାରେ ଏହାକୁ ଖାଇଲେ ଭୃଣର ବିକାଶରେ ଏହା ସହାୟକ ହୋଇଥାଏ। ତେଣୁ ଗର୍ଭାବସ୍ଥାରେ ଏହାକୁ ଭରପୁର ମାତ୍ରାରେ ସେବନ କରିବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି।

* ପ୍ରେଗନେନ୍ସି ସମୟରେ ସାଧାରଣତଃ ମହିଳାମାନଙ୍କୁ ଡାର୍କ ଚକୋଲେଟ ବେଶି ଖାଇବାକୁ ବାରଣ କରାଯାଇଥାଏ। କାରଣ ଏହାର ପ୍ରଭାବ ପିଲାର ରଙ୍ଗ ଉପରେ ପଡ଼ିଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଏଥିରେ କୌଣସି ସତ୍ୟତା ନାହିଁ ବୋଲି କହିଛନ୍ତି ଡା.  ଅରଖାନା ଧାୱନ ବଜାଜ । ତେଣୁ ଏହି ସମୟରେ ଗର୍ଭବତୀ ମହିଳାମାନେ ନିଜ ମନ ପସନ୍ଦ ଚକୋଲେଟର ମଜା ଉଠାଇ ପାରିବେ।

* ଗର୍ଭଧାରଣ ସମୟରେ ଭରପୁର ମାତ୍ରାରେ ଡ୍ରାଏ ଫ୍ରୁଟସ୍‌ ଖାଇବା ଉଚିତ। ଏହି ସମୟରେ ପ୍ରଥମ ଟ୍ରାଇମେଷ୍ଟାର ସମୟରେ ଡ୍ରାଏ ଫ୍ରୁଟସ୍‌ ଖାଇବା ଉଚିତ ନୁହେଁ ବୋଲି ଲୋକଙ୍କ ମଧ୍ୟରେ ଧାରଣା ଥିବା ବେଳେ ଏହା ଭୁଲ୍‌ ବୋଲି କହିଛନ୍ତି ବିଶେଷଜ୍ଞ। ଗର୍ଭଧାରଣ ପରଠୁ ମହିଳାମାନେ ପ୍ରତିଦିନ ୨ଟି ଭିଜା ଯାଇଥିବା ବାଦାମ, ଗୋଟିଏ ଅଞ୍ଜିର, ୨ଟି କାଜୁ ଓ ୫,୬ଟି କିସମିସ୍‌ ଖାଇବା ଉଚିତ। ଏହା ଉଭୟ ମା’ ଓ ଗର୍ଭସ୍ଥ ଶିଶୁ ପାଇ ଲାଭଦାୟକ ସାବ୍ୟସ୍ତ ହୋଇଥାଏ।

Powered by Froala Editor

Tags Pregnant lady

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14380
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15123
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14432
    Oct 17, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15484
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15134
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13994
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14802
    Oct 19, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    15151
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13957
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15123
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14802
    Oct 19, 2026
  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14380
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17195
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17890
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17835
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18258
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14380
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15369
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14706
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14806
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15806
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14624
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13989
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15817
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15123
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13994
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14432
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In