Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ...

  • ବହୁ ଉପାଦେୟ ମେଥିପାଣି

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ...

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ...

  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ...

  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ...

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ...

  • ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ ...

  • ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ...

  • AI ପାଇଁ ଏହି ୪୦ଟି ଚାକିରି ବିପଦରେ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଭ୍ରାନ୍ତିକର ଖବର ପ୍ରସାର କରୁଥିଲେ, ୮ଟି ୟୁଟ୍ୟୁବ ଚାନେଲ ବ୍ଲକ

ବିଭ୍ରାନ୍ତିକର ଖବର ପ୍ରସାର କରୁଥିଲେ, ୮ଟି ୟୁଟ୍ୟୁବ ଚାନେଲ ବ୍ଲକ

2022-08-18 20:10:15
14086
Share:
Facebook
Twitter
E-Mail
WhatsApp
Telegram
ବିଭ୍ରାନ୍ତିକର ଖବର ପ୍ରସାର କରୁଥିଲେ, ୮ଟି ୟୁଟ୍ୟୁବ ଚାନେଲ ବ୍ଲକ

ଆଇଟି ନିୟମାବଳୀ ୨୦୨୧ ଅନୁସାରେ ୮ଟି ୟୁଟ୍ୟୁବ ନ୍ୟୁଜ ଚାନେଲ, ଗୋଟିଏ ଫେସବୁକ ଆକାଉଣ୍ଟ ଓ ଦୁଇଟି ଫେସବୁକ ପୋଷ୍ଟକୁ ବ୍ଲକ କରିଛନ୍ତି ସରକାର । ଏହି ଚାନେଲଗୁଡିକ ମଧ୍ୟରେ ରହିଛି ୭ଟି ଭାରତୀୟ ଓ ଗୋଟିଏ ପାକିସ୍ତାନୀ । ନିଷିଦ୍ଧ ହୋଇଥିବା ଚାନେଲଗୁଡିକ ମଧ୍ୟରେ ଲୋକତନ୍ତ୍ର ଟିଭି, ୟୁ ଆଣ୍ଡ ଟିଭି, ଏଏମ ରାଜଭି, ଗୌରବଶାଳୀ ପଓ୍ବନ, ସି ଟପ୍୫ ଟିଏଚ, ସରକାର ଅପଡେଟ, ସବକୁଛ ଦେଖୋ, ନ୍ୟୁଜ କି ଦୁନିଆ ରହିଛି ।

ଏହି ୮ଟି ୟୁଟ୍ୟୁବ ଚାନେଲର ମୋଟ ଦର୍ଶକ ସଂଖ୍ୟା ଥିଲେ ୧୧୪ କୋଟି । ଏହା ଚାନେଲଗୁଡିକର ସବସ୍କ୍ରାଇବର ଥିଲେ ୮୫ ଲକ୍ଷ । ଏହି ଚାନେଲ ଗୁଡ଼ିକରେ ଭାରତ ବିରୋଧୀ ମିଥ୍ୟା ଖବର ପରିବେଶଣ କରାଯାଉଥିଲା। ଏକ ପ୍ରେସ ବିବୃତ୍ତିରେ ଏହି ସୂଚନା ଦେଇଛି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ।

ଗତ ଏପ୍ରିଲ ମାସରେ ସରକାର ୧୬ଟି ୟୁଟ୍ୟୁବ୍‌ ଚାନେଲ ବନ୍ଦ କରିଥିଲେ। ସେଥରୁ ୬ଟି ପାକିସ୍ତାନରୁ ଅପରେଟିଂ ହେଉଥିଲା। ସେଥିରେ ଭାରତ ବିରୋଧୀ ତଥ୍ୟ ଗୁଡ଼ିକ ପ୍ରସାରଣ ହେଉଥିଲା। ବାକି ୧୦ଟି ନ୍ୟୁଜ ଚେନେଲ ଭାରତର ଥିଲା। ଦେଶର ରାଷ୍ଟ୍ରୀୟ ସୁରକ୍ଷା, ବୈଦେଶିକ ବ୍ୟାପାରା, ଏବଂ ସାମ୍ପ୍ରଦାୟିକ ଏକତାକୁ ବିଗାଡ଼ିବା ପାଇଁ ଉଦ୍ୟମ ହୋଇଥିଲା।

ବନ୍ଦ କରାଯାଇଥିବା ଚ୍ୟାନେଲ୍ ଭାରତୀୟ ସୈନ୍ୟ, ଜମ୍ମୁ କାଶ୍ମୀର ଭଳି ବିଭିନ୍ନ ପ୍ରସଙ୍ଗକୁ ଅତିରଞ୍ଜିତ କରି ମିଛ ଖବର ପ୍ରସାରଣ କରୁଥିଲା । ଏପରିକି ପାକିସ୍ତାନ ପ୍ରାୟୋଜିତ ଏକାଧିକ ଚ୍ୟାନେଲ୍ ସୋସିଆଲ୍ ମିଡିଆରେ ଭାରତ ବିରୋଧୀ ପୋଷ୍ଟ କରୁଥିଲେ । ୟୁକ୍ରେନ୍ ଯୁଦ୍ଧକୁ ନେଇ ଭାରତର ବୈଦେଶିକ ସମ୍ପର୍କ ଖରାପ କରିବା ଉଦ୍ଦେଶ୍ୟରେ ମିଥ୍ୟା ଖବର ପ୍ରସାରଣ କରୁଥିଲେ । ଏଥିରେ ସେମାନେ ବିଭିନ୍ନ ଲୋକପ୍ରିୟ ଟିଭି ନ୍ୟୁଜ୍ ଚାନେଲର ଲୋଗୋ ସହ ପ୍ଲେଟ୍ ବ୍ୟବହାର କରୁଥିଲେ ।

Powered by Froala Editor

Tags you-tube

Related articles Odisha News Lens 4.1

  • ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା
    ଦେଶ-ଦେଶାନ୍ତର

    ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା "ଆଉ ସହି ହେଉନି ...

    15280
    Jul 31, 2025
  •  ବହୁ ଉପାଦେୟ ମେଥିପାଣି
    ବିଶେଷ

    ବହୁ ଉପାଦେୟ ମେଥିପାଣି

    14858
    Aug 02, 2025
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....
    ବିଶେଷ

    ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14825
    Aug 02, 2025
  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ
    ମନୋରଞ୍ଜନ

    ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14638
    Aug 01, 2025
  • ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ଛାତ୍ରୀର ବାହାଘର
    ଦେଶ-ଦେଶାନ୍ତର

    ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ଛାତ୍ରୀର ବାହାଘର

    14212
    Jul 31, 2025
  • AI ପାଇଁ ଏହି ୪୦ଟି ଚାକିରି ବିପଦରେ
    ଦେଶ-ଦେଶାନ୍ତର

    AI ପାଇଁ ଏହି ୪୦ଟି ଚାକିରି ବିପଦରେ

    15390
    Jul 31, 2025
  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14269
    Aug 01, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...
    ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...

    14039
    Aug 01, 2025
  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି
    ଦେଶ-ଦେଶାନ୍ତର

    ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି

    14845
    Aug 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବହୁ ଉପାଦେୟ ମେଥିପାଣି

    14858
    Aug 02, 2025
  • ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15253
    Aug 01, 2025
  • ଦେଶ-ଦେଶାନ୍ତର

    କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14269
    Aug 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16650
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17088
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15569
    Apr 03, 2021

ବିଶେଷ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14825
    Aug 02, 2025
  • ବହୁ ଉପାଦେୟ ମେଥିପାଣି

    14858
    Aug 02, 2025
  • ଏମିତି କଲେ ଘରୁ ଦୂରେଇ ଯିବେ ଝିଟିପିଟି

    14523
    Jul 31, 2025
  • ଉପକାରୀ ଗୁଣରେ ଭରପୁର ଭିଟାମିନ୍‌-ଇ’

    14454
    Jul 31, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    15176
    Jul 30, 2025

ବାଣିଜ୍ୟ

ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

ନୂଆଦିଲ୍ଲୀ: ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନି ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ଭାବରେ ଶ୍ରୀ କେ ଜେ ପଟେଲଙ୍କ ନାମ ଘୋଷଣା କରିଛନ୍ତି । ଶ୍ରୀ ପଟେଲ ଡାଇରେକ୍ଟର, ଟେକ୍‌ନିକାଲ, ଇଫ୍&z ...

  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14257
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14719
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14810
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14157
    Jul 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • AI ପାଇଁ ଏହି ୪୦ଟି ଚାକିରି ବିପଦରେ

    15390
    Jul 31, 2025
  • ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା "ଆଉ ସହି ହେଉନି ...

    15280
    Jul 31, 2025
  • ବହୁ ଉପାଦେୟ ମେଥିପାଣି

    14858
    Aug 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In