Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

ବିଶେଷ
Home ›› ବିଶେଷ ››ତେନ୍ତୁଳୀ ପତ୍ର ଚା’ର ଫାଇଦା ଜାଣନ୍ତୁ.....

ତେନ୍ତୁଳୀ ପତ୍ର ଚା’ର ଫାଇଦା ଜାଣନ୍ତୁ.....

2022-08-19 02:39:14
14963
Share:
Facebook
Twitter
E-Mail
WhatsApp
Telegram
ତେନ୍ତୁଳୀ ପତ୍ର ଚା’ର ଫାଇଦା ଜାଣନ୍ତୁ.....

ଚା’ ଲଭର ମାନଙ୍କ ଦରକାର ଥାଏ କେବଳ କପେ ଚା’ର ବାସ୍ନା । ବ୍ୟସ୍ତବହୁଳ ଜୀବନ ଭିତରେ ଲୋକେ ଟିକେ ରିଲାକ୍ସ ହେବାପାଇଁ ଚା’ ଓ କଫି ପିଅନ୍ତି। ଅଧିକାଂଶ ଲୋକେ ଚା’ ପିଇବାକୁ ଅତ୍ୟଧିକ ପସନ୍ଦ କରନ୍ତି । ଚା’ ମଧ୍ୟ ବିଭିନ୍ନ ପ୍ରକାରର ଥାଏ । ଡ଼ାଏଟ ନିମନ୍ତେ ଗ୍ରୀନ ଟି, ହ୍ୱାଇଟ୍ ଟି, ବ୍ଲାକ ଟି, ଏବଂ ଥଣ୍ଡା ପାଇଁ ନାଲି ଚା’ ଅଦା ପକା କ୍ଷୀର ଚା’ ଇତ୍ୟାଦି ଆହୁରି ବିଭିନ୍ନ ରକମର ଚା’ ପ୍ରସ୍ତୁତ କରି ପିଅନ୍ତି ଲୋକେ । ସେହିପରି ଆଜି ଆମେ ଏପରି ଏକ ଔଷଧୀୟ ଚା’ ଗୁଣରେ ଭରପୁର ଥିବା ପତ୍ର ବିଷୟରେ ଜାଣିବା, ଯାହା ଦ୍ବାରା ସଂକ୍ରମଣ, ଘା, କୁଣ୍ଡିଆ ଏବଂ ଫୁଲିବା ଭଳି ରୋଗକୁ ଭଲ କରିପାରିବା। ସେହି ପତ୍ରଟି ହେଉଛି କଇଁଆ ବା ତେନ୍ତୁଳି ଗଛର ପତ୍ର। ଏହି ପତ୍ର ଦ୍ବାରା ତ୍ବଚା ସଂକ୍ରମଣଜନିତ ରୋଗକୁ ରୋକ ଯାଇପାରିବ ଏବଂ ଏହାର ଲକ୍ଷଣରୁ ମଧ୍ୟ ମୁକ୍ତି ମିଳି ପାରିବ।

ଭାରତୀୟମାନେ ଡାକ୍ତରଙ୍କ ଉପରେ ବିଶ୍ବାସ କରିବା ସହ ଘରୋଇ ଉପଚାର ଉପରେ ବିଶ୍ବାସ କରନ୍ତି। ଆଈ ମା’ କାଳରୁ ରହି ଆସିଥିବା କିଛି ଘରୋଇ ଉପଚାର ଆଜି ମଧ୍ୟ ମଣିଷ ଜୀବନର ଛୋଟ ବଡ ରୋଗ ଭଲ କରିବା‌ରେ ଫଳପ୍ରଦ ସାବ୍ୟସ୍ତ ହୋଇଛି। ଡାକ୍ତରଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଆଈ ମା’ ଅମଳର କିଛି ଘରୋଇ ଉପଚାର ବ୍ୟବହାର କରି ରୋଗକୁ ନିୟନ୍ତ୍ରଣାଧୀନ କରାଯାଇ ପାରୁଛି।

ତେନ୍ତୁଳି ଶରୀର ପାଇଁ ତ ଖୁବ ଉପକାରୀ ହୋଇଥାଏ। କିନ୍ତୁ ଆପଣ ଜାଣିଛନ୍ତି କି ଏହାର ପତ୍ର ମଧ୍ୟ ଖୁବ ଲାଭଦାୟକ । ଏମିତିରେ ଆପଣ ଏହାର ପତ୍ରକୁ ଚା କରି ପିଇପାରିବେ। ଇମ୍ୟୁନିଟି ବୁୂଷ୍ଟ ସହିତ ଓଜନ ହ୍ରାସ ପର୍ଯ୍ୟନ୍ତ ସବୁ ସମସ୍ୟାର ସମାଧାନ କରେ ଏହି ପତ୍ର। ଏବେ ଜାଣନ୍ତୁ ଏହାର ଚା ରୁ କେଉଁ ସବୁ ଫାଇଦା ମିଳେ।

– ତେନ୍ତୁଳି ପତ୍ରରେ ଚା ପିଇବା ଦ୍ୱାରା ଶରୀରରେ କୋଲେଷ୍ଟ୍ରଲ ମାତ୍ରା କମିଥାଏ। ଏମିତିରେ ହାର୍ଟ ଆଟାକ ରିସ୍କ କମିଯାଏ। ଶରୀରରେ ଦୁଇ ପ୍ରକାରର କୋଲେଷ୍ଟ୍ରଲ ଥାଏ। ପ୍ରଥମ ଟି ଭଲ ଓ ଦ୍ୱିତୀୟଟି ଖରାପ। ଯଦି ଶରୀରେ ଏହାର ମାତ୍ରା ବଢ଼ିଯାଏ ତେବେ ହାର୍ଟ ସମ୍ବନ୍ଧିତ ରୋଗ ହୁଏ।
– ଓଜନ କମାଇବା ପାଇଁ ଆପଣ ଏହି ପତ୍ରର ଚା କୁ ପିଇପାରିବେ।

-ବ୍ଲଡ ସୁଗାରକୁ କଣ୍ଟେ ୍ରାଲ କରିବା ପାଇଁ ଆପଣ ଏହି ପତ୍ରର ବ୍ୟବହାର କରିପାରିବେ। ଏଥିରେ ଆଣ୍ଟି ଡାୟବେଟିକ ଗ ୁଣ ଲୁଚି ରହିଛି । ଯାହା ମଧୁମେହକୁ ରୋକିବାରେ ସାହାଯ୍ୟ କରେ।

– ହଜମ ଶକ୍ତିକୁ ବୃଦ୍ଧି କରିବା ପାଇଁ ଆପଣ ଏହାର ପତ୍ରର ଚା କୁ ପିଇପାରିବେ। ନିୟମିତ ରୂପେ ଏହାକୁୂ ପିଇବା ଦ୍ୱାରା ଆପଣଙ୍କୁ ନିଶ୍ଚିତ ଫାଇଦା ମିଳିବ।

-ତେନ୍ତୁଳି ଗଛର ପତ୍ରରେ ଭିଟାମିନ୍ ସି ଭରପୁର ମାତ୍ରାରେ ରହିଥାଏ। ଯାହା ଦ୍ବାରା କୌଣସି ସୂକ୍ଷ୍ମଜୀବ ସଂକ୍ରମଣରୁ ଶରୀରକୁ ରକ୍ଷା କରାଯାଇପାରିବ। ଯାହା ଦ୍ବାରା ଶରୀର ସୁସ୍ଥ ରହିଥାଏ। ତେନ୍ତୁଳି ପତ୍ରରୁ ରସ ବାହାର କରି ଘା’ରେ ଲଗାଇବା ଦ୍ବାରା ତାହା ଶୀଘ୍ର ସୁଖି ଯାଇଥାଏ। ଏହା ସହ ନୂଆ କୋଷିକା ମଧ୍ୟ ପ୍ରସ୍ତୁତ କରିଥାଏ।

-ତେନ୍ତୁଳି ପତ୍ର ସେବନ କରିବା ଦ୍ବାରା ଶରୀରରେ ରକ୍ତ ଶର୍କରା ସ୍ତର ନିୟନ୍ତ୍ରିତ ରହିଥାଏ। ଯାହା ଦ୍ବାରା ମଧୁମେହ ଭଳି ରୋଗ ନିୟନ୍ତ୍ରିତ ରହିଥାଏ।

-ସାଧାରଣତଃ ଦାନ୍ତମାଢି ଓ ନଖ ଦୁର୍ବଳ ହେବା ସହ ଥକ୍କାପଣ ଭଳି ଲକ୍ଷଣ ଦେଖିବାକୁ ମିଳେ। ତେନ୍ତୁଳି ପତ୍ରକୁ ଚୋବାଇବା ଦ୍ବାରା ଏହି ସମସ୍ୟା ଦୂର ହୋଇଥାଏ। କାରଣ ତେନ୍ତୁଳି ପତ୍ରରେ ଏକ ପ୍ରକାର ଏସିଡ୍‌ ଥାଏ, ଯାହା ଆଣ୍ଟି-ସ୍କର୍ବୀ ଭିଟାମିନ୍ ଭଳି କାର୍ଯ୍ୟ କରେ।

-ଶରୀରରେ ଆଣ୍ଠୁଗଣ୍ଠି ଓ ପାଦ ଫୁଲିବା ଭଳି ସମସ୍ୟା ଦେଖା ଦେଲେ, ତେନ୍ତୁଳି ପତ୍ରର ରସକୁ ବ୍ୟବହାର କରି ଏହାକୁ ଦୂର କରି ପାରିବେ।

Powered by Froala Editor

Tags Tentuli leaf tea

Related articles Odisha News Lens 4.1

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15169
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15026
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13495
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13528
    Feb 24, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15097
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14401
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15219
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14736
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14736
    Feb 23, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13528
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16103
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14502
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15270
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15986
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15097
    Feb 24, 2026
  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13495
    Feb 24, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In