Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ ...

  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ପଲାଶ-ସ୍ମୃତି ପୁଣି ଏକାଠି !

Home ›› ››ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍

ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍

2022-08-19 07:16:43
14316
Share:
Facebook
Twitter
E-Mail
WhatsApp
Telegram
ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍

ନୂଆଦିଲ୍ଲୀ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍ । ବିବାଦୀୟ ଅବକାରୀ ନୀତିକୁ ନେଇ ଆଜି ସିସୋଦିଆଙ୍କ ଘରେ ଛାପା ମାରିଛି ସିବିଆଇ । ତାଙ୍କ ଘର ସମେତ ଦିଲ୍ଲୀ-ଏନସିଆରରେ ୨୧ଟି ସ୍ଥାନରେ ଚଢାଉ କରାଯାଉଛି । ଖୋଦ୍ ଉପମୁଖ୍ୟମନ୍ତ୍ରୀ ସିସୋଦିଆ ଏ ସମ୍ପର୍କରେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ସେ ଟ୍ବିଟ୍ କରିଛନ୍ତି ଯେ,'' ସିବିଆଇ ଆସିଛି । ତାଙ୍କୁ ମୁଁ ସ୍ବାଗତ କରୁଛି । ଆମେ ସମ୍ପୂର୍ଣ୍ଣ ସଚ୍ଚୋଟ ଏବଂ ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତ ତିଆରି କରୁଛୁ । କିନ୍ତୁ ଆମ ଦେଶରେ ଯିଏ ଭଲ କାମ କରେ, ତାଙ୍କୁ ଏହିଭଳି ଭାବେ ହଇରାଣ କରାଯାଏ । ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ । ଏଥିପାଇଁ ଆମ ଦେଶ ଆଜି ଯାଏଁ ୧ ନମ୍ବର ହୋଇପାରି ନାହିଁ ।''

ଆପ୍ ନେତା ଆହୁରି ମଧ୍ୟ କହିଛନ୍ତି ଯେ, ଶୀଘ୍ର ସତ ସମସ୍ତଙ୍କ ସାମ୍ନାକୁ ଆଣିବାକୁ ସେ ସିବିଆଇ ଯାଞ୍ଚରେ ପୁରା ସହଯୋଗ କରିବେ । ତାଙ୍କ ବିରୁଦ୍ଧରେ ଅନେକ ମାମଲା ହୋଇଛି । ହେଲେ କିଛି ଲାଭ ହୋଇନି । ଏହି ଯାଞ୍ଚରୁ ମଧ୍ୟ କିଛି ମିଳିବନି । ଦେଶରେ ପିଲାଙ୍କୁ ଉତ୍ତମ ଶିକ୍ଷା ଯୋଗାଇବା କ୍ଷେତ୍ରରେ ତାଙ୍କ କାର୍ୟ୍ୟକୁ କେହି ରୋକିପାରିବେ ନାହିଁ ବୋଲି ସେ କହିଛନ୍ତି । କହିରଖୁଛୁ କି, ଦିଲ୍ଲୀ ସରକାରଙ୍କ ନୂଆ ଅବକାରୀ ନୀତିରେ ହୋଇଥିବା ଦୁର୍ନୀତି ନେଇ ଉପରାଜ୍ୟପାଳ ଭିକେ ସକ୍ସେନା ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।

Powered by Froala Editor

Tags Cbi

Related articles Odisha News Lens 4.1

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15398
    Apr 10, 2026
  • ପଲାଶ-ସ୍ମୃତି ପୁଣି ଏକାଠି !
    ମନୋରଞ୍ଜନ

    ପଲାଶ-ସ୍ମୃତି ପୁଣି ଏକାଠି !

    15053
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15351
    Apr 09, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15080
    Apr 09, 2026
  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି
    ଦେଶ-ଦେଶାନ୍ତର

    ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14390
    Apr 09, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15003
    Apr 10, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15149
    Apr 09, 2026
  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ

    14171
    Apr 09, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14581
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ

    14171
    Apr 09, 2026
  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15149
    Apr 09, 2026
  • ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15351
    Apr 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17409
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17466
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17818
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16295
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15149
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14005
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14525
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15712
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14184
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15320
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15050
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15554
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13851
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ଠାରୁ ସ୍ନାତକ ପର୍ଯ୍ୟନ୍ତ ପ୍ରଦାନ କରିବେ ମାଗଣା ଶିକ୍ଷା

    15080
    Apr 09, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15003
    Apr 10, 2026
  • ପଲାଶ-ସ୍ମୃତି ପୁଣି ଏକାଠି !

    15053
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In