Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

Home ›› ››ନବୀନଙ୍କ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ସେ କଥା ଭଗବାନ ହିଁ ସ୍ଥିର କରିବେ:ଦାମୋଦର ରାଉତ

ନବୀନଙ୍କ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ସେ କଥା ଭଗବାନ ହିଁ ସ୍ଥିର କରିବେ:ଦାମୋଦର ରାଉତ

2022-08-20 06:33:01
15172
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ସେ କଥା ଭଗବାନ ହିଁ ସ୍ଥିର କରିବେ:ଦାମୋଦର ରାଉତ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଯଥେଷ୍ଟ ସମୟ ରହିଛି । ଏତିକି ବେଳେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ମନ୍ତବ୍ୟକୁ ନେଇ ଏବେ ଯୋରଦାର ଚର୍ଚ୍ଚା । ଦାମୋଦର ରାଉତ କହିଛନ୍ତି ନବୀନ ଏକାକି ଶାସନ ଭାର ଭଲ ଭାବେ ତୁଲାଉଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବି ଭଲ ଅଛି । ତାଙ୍କ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ସେ କଥା ଭଗବାନ ହିଁ ସ୍ଥିର କରିବେ ।ବିଜୁ ପଟ୍ଟନାୟକଙ୍କୁ ମନେ ପକାଇ ଦାମ କହିଛନ୍ତି, ନବୀନ ପଟ୍ଟନାୟକଙ୍କୁ କିଏ ଜାଣିଥିଲା ? ବିଜୁ ବାବୁଙ୍କ ଅନ୍ତେ ଆମ ମାନଙ୍କ ଅନୁରୋଧକ୍ରମେ ନବୀନ ଓଡିଶା ଆସିଲେ । ପରବର୍ତ୍ତୀ ସମୟରେ ଜଣେ ବିଚକ୍ଷଣ ରାଜନେତା ଭାବେ ନିଜକୁ ପ୍ରମାଣିତ କରିଛନ୍ତି । ତେଣୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ବା ନବୀନଙ୍କ ଉତ୍ତରାଧିକାରୀ କିଏ ହେବେ ତାହାର ଭବିଷ୍ୟତବାଣି କରିବା ସମୟ ନୁହେଁ । ନବୀନଙ୍କ ଶାସନ ସରି ନାହିଁ । ତେବେ ଓଡିଶା ହେଉଛି ଜଗନ୍ନାଥଙ୍କ ରାଜ୍ୟ । ଏଠି କିଏ ହେବେ ଶାସନକର୍ତ୍ତା ଜଗନ୍ନାଥ ସ୍ଥିର କରିବେ ବୋଲି ଦାମୋଦର ରାଉତ କହିଛନ୍ତି ।

ହେଲେ ଦାମୋ ଦଳ ବିରୋଧରେ କୌଣସି ମନ୍ତବ୍ୟ ଦେଇ ନଥିଲେ ବି ସରକାରକୁ ସମାଲୋଚନା କରିଛନ୍ତି । ଶାସନତନ୍ତ୍ରରେ ମନ୍ତ୍ରୀମାନଙ୍କ କ୍ଷମତା କମି କମି ଯାଉଥିବା ପୁଣି ଥରେ ଅଭିଯୋଗ କରିଛନ୍ତି । ବିଶେଷ କରି ବର୍ତ୍ତମାନର ବନ୍ୟା ସ୍ଥିତିରେ ସରକାର କିପରି ହାତବାନ୍ଧି ବସିଛନ୍ତି ସେ କଥା ଉଠାଇଛନ୍ତି । କହିଛନ୍ତି ଆନ୍ଧ୍ର ପୋଲାଭରମ ପ୍ରକଳ୍ପ କରିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ମାଲକାନଗିରିରେ । ମୋଟୁ ଅଞ୍ଚଳରେ ୧୦ ହଜାର ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି । ଏହାସହ ହୀରାକୁଦ ତଳମୁଣ୍ଡ ମହାନଦୀରେ ବ୍ୟାରେଜ ନିର୍ମାଣ ନହୋଇପାରିବା ପାଇଁ ମଧ୍ୟ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରିଛନ୍ତି । ରାଜ୍ୟ ରାଜ୍ୟ ମଧ୍ୟରେ ଜଳ ବିବାଦ ଘନେଇବାରେ ଲାଗିଛି । ଯାହାର ଦୁର୍ଦ୍ଦଶା ଭୋଗୁଛନ୍ତି ରାଜ୍ୟବାସୀ ବୋଲି ଦାମ କହିଛନ୍ତି । ପରୋକ୍ଷରେ ଗତ ୨୨ ବର୍ଷରେ ସରକାର ଦୀର୍ଘ ମିଆଦି ଯୋଜନା କରିନଥିବା ଦାମ କହିଛନ୍ତି ।ଅନ୍ୟପଟେ ରାଜନୀତି ସମୀକ୍ଷକ ରବି ଦାସ କହିଛନ୍ତି, "ଓଡିଶାରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାର ନିଷ୍ପତ୍ତି ସମ୍ଭବତଃ କର୍ପୋରେଟ ସେକ୍ଟର ନେବେ । ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା କିଏ ତାହା ଦଳ ଘୋଷଣା କରିପାରୁ ନାହିଁ । ବିଜେଡିରୁ ବି ନବୀନଙ୍କ ପରେ କିଏ ତାହା ଅସ୍ପଷ୍ଟ । କଂଗ୍ରେସର ମଧ୍ୟ ମୁଖ୍ୟମନ୍ତ୍ରୀ ଚେହେରା, ଜାନକୀଙ୍କ ପରେ ଆଉ କେହି ନାହାନ୍ତି । ତେଣୁ ଓଡିଶାରେ ପୁଞ୍ଜିନିବେଶ କରୁଥିବା କର୍ପୋରେଟ ସେକ୍ଟର ହିଁ ନିଷ୍ପତ୍ତି ନେବେ ନବୀନଙ୍କ ପରେ କିଏ ହେବେ ରାଜ୍ୟର ମୁଖ୍ୟମନ୍ତ୍ରୀ ।"

ତେବେ ବର୍ତ୍ତମାନର ସ୍ଥିତି ଯାହା ବିଜେଡିକୁ ମୁକାବିଲା କରିବା ପାଇଁ କଂଗ୍ରେସ ବିଜେପି ପାଖରେ ସେତିକି ଶକ୍ତି ସାମର୍ଥ୍ୟ ନାହିଁ । ଯଦି ଏହି ସ୍ଥିତି ଲାଗି ରୁହେ, ବିଜେଡି ବିନା ଦ୍ବିଧାରେ ଶାସନ ବଜାୟ ରଖିବାର ସମ୍ଭାବନା ରହିଛି । ଏପରି ସ୍ଥିତିରେ ଆସନ୍ତା ନିର୍ବାଚନର ଫଳାଫଳ କଣ ହେବ ତାହା ସମୟ କହିବ ।

Powered by Froala Editor

Tags dama rout

Related articles Odisha News Lens 4.1

  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15108
    Apr 29, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15311
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15409
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15477
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14560
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15123
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13687
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13494
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14297
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15279
    Apr 30, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15311
    Apr 30, 2026
  • ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14297
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17496
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16326
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13687
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15997
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15946
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14563
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14368
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14560
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15123
    Apr 29, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14297
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In