Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

ରାଜ୍ୟ
Home ›› ରାଜ୍ୟ ››ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା: ପ୍ରଦୀପ ଜେନା

ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା: ପ୍ରଦୀପ ଜେନା

2022-08-21 07:25:03
13992
Share:
Facebook
Twitter
E-Mail
WhatsApp
Telegram
ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା: ପ୍ରଦୀପ ଜେନା

ଭୁବନେଶ୍ୱର: ପ୍ରବଳ ବର୍ଷା ଯୋଗୁ ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି। ଟ୍ୱିଟ୍ କରି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଏହି ସୂଚନା ଦେଇଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।
ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା: ସବୁ ନଦୀର ଜଳସ୍ତର ବଢ଼ୁଛି
ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ରାଜଘାଟରେ ସୁବର୍ଣ୍ଣରେଖା ନଦୀର ବିପଦ ସଙ୍କେତ ୧୦.୩୬ ମିଟର ଥିବା ବେଳେ ଆଜି ସକାଳ ୮ଟା ସୁଦ୍ଧା ୮.୪୩ ମିଟରରେ ଜଳ ପ୍ରବାହିତ ହେଉଛି। ଧୀରେ ଧୀର ଜଳସ୍ତର ବଢୁଛି। ଶନିବାର ସନ୍ଧ୍ୟା ୮ଟାରେ ଗାଲୁଡ଼ିହି ବ୍ୟାରେଜରେ ୧୬ଟି ଗେଟ୍ ଖୋଲା ଯାଇଥିବା ବେଳେ ସେକେଣ୍ଡକୁ ୪ ଲକ୍ଷ ୨୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ଜଳେଶ୍ୱରର ରାଜଘାଟ ଠାରେ ଏହା ଆଜି ଅପରାହ୍ଣ ୩ଟାରୁ ୪ଟା ମଧ୍ୟରେ ପହଞ୍ଚିବ ଏବଂ ବିପଦ ସଂକେତ ଟପିଯିବ। ୨୦୦୮ରେ ସୁବର୍ଣ୍ଣରେଖା ନଦୀରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ସେତେବେଳେ ସେକେଣ୍ଡକୁ ୩ ଲକ୍ଷ ୭୫ ହଜାର କ୍ୟୁସେକ ଜଳ ପ୍ରବାହିତ ହୋଇଥିଲା ଓ ଜଳେଶ୍ୱରରେ ମଧ୍ୟ ପାଣି ପଶିଥିଲା। ତେଣୁ ଏଥର ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି। ବନ୍ୟା ଆସିଲେ ଜିଲ୍ଲାର ଉଭୟ ବାଲିଆପାଳ ଓ ଭୋଗରାଇ ବ୍ଲକ୍‌ର ୨୫ରୁ ୩୦ଟି ପଞ୍ଚାୟତ ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ଜଳେଶ୍ୱର ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି।

Powered by Froala Editor

Tags Flood

Related articles Odisha News Lens 4.1

  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15378
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14932
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14130
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15372
    May 23, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13803
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14857
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13938
    May 23, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14343
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14812
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14857
    May 24, 2026
  • ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15372
    May 23, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13938
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16876
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15378
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14967
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14379
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14505
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15566
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15419
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13984
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15372
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14130
    May 23, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14343
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In