Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ...

  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ...

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ...

  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ...

  • କଲରା ସହ ଏସବୁ ଖାଇବା ମନା

  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ ...

  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମଦ ଦୁର୍ନୀତି ମାମଲା, ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି

ମଦ ଦୁର୍ନୀତି ମାମଲା, ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି

2022-08-21 09:45:43
14480
Share:
Facebook
Twitter
E-Mail
WhatsApp
Telegram
ମଦ ଦୁର୍ନୀତି ମାମଲା, ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ସିବିଆଇ  ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି କରିଛି। ଏହି ସର୍କୁଲାରରେ ସେହି ସମସ୍ତ ବ୍ୟକ୍ତିଙ୍କ ନାଁ ରହିଛି ଯେଉଁମାନଙ୍କ ବିରୁଦ୍ଧରେ ସିବିଆଇ ୠଓଜ ରୁଜୁ କରିଛି। ଏହି ନୋଟିସ ଜାରି ହେବା ପରେ ମନୀଷ ସିସୋଦିଆ ଏବଂ ଅନ୍ୟମାନେ ଆଉ ଦେଶ ଛାଡି ବିଦେଶକୁ ଯାଇ ପାରିବେ ନାହିଁ । ଯଦି ସେ ଏହାକୁ ଅବମାନନା କରନ୍ତି ତେବେ ତାଙ୍କୁ ଗିରଫ କରାଯିବ।

ତେବେ ସିବିଆଇ ଦ୍ୱାରା ଜାରି କରାଯାଇଥିବା ନୋଟିସ୍‌ରେ ମୁମ୍ବାଇର ଏଣ୍ଟରଟେନମେଣ୍ଟ ଇଭେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀର ସିଇଓ ବିଜୟ ନାୟରଙ୍କ ନାଁ ସାମିଲ ନାହିଁ। ପ୍ରକୃତରେ ବିଜୟ ନାୟାର ତାଙ୍କ ବ୍ୟକ୍ତିଗତ କାମ ପାଇଁ ଦେଶ ବାହାରେ ଅଛନ୍ତି। ଶନିବାର ଦିନ ନାୟାର ଏକ ବିବୃତ୍ତି ଜାରି କରି କହିଥିଲେ ଯେ ମୁଁ ଦେଶ ଛାଡି ପଳାଇ ନାହିଁ କିନ୍ତୁ ମୋର ବ୍ୟକ୍ତିଗତ କାମ ଯୋଗୁ ବାହାରକୁ ଆସିଛି।

ଏହା ପୂର୍ବରୁ ସିବିଆଇ ଏହି ମାମଲାରେ ଶନିବାର ପଚରାଉଚରା ଆରମ୍ଭ କରିଥିଲା ଓ ତିନି ଅଭିଯୁକ୍ତଙ୍କ ବୟାନ ରେକର୍ଡ କରିଥିଲା। ସିବିଆଇ ଦ୍ୱାରା ରୁଜୁ ହୋଇଥିବା ଏଫ୍‌ଆଇଆର୍‌ରେ ସିସୋଦିଆଙ୍କ ସମେତ ୧୫ ଜଣଙ୍କ ନାଁ ସାମିଲ ଅଛନ୍ତି। ଏଥିରୁ ୩ ଜଣ ଅଭିଯୁକ୍ତଙ୍କୁ ଗତକାଲି ସିବିଆଇ ଅଫିସକୁ ଡକାଇ ପୁଚରାଉଚରା କରିଥିଲା।

ଦିଲ୍ଲୀ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଶନିବାର ସାମ୍ବାଦିକ ସମ୍ମିଳନୀ କରି ତାଙ୍କୁ ଗିରଫ କରାଯିବା ନେଇ ଆଶଙ୍କା ପ୍ରକାଶ କରିଥିଲେ। ସେ କହିଥିଲେ, ‘କେନ୍ଦ୍ର ସରକାର ଦିଲ୍ଲୀର ଶିକ୍ଷା କ୍ଷେତ୍ରରେ କରାଯାଇଥିବା ବଡ କାମ ଉପରେ ବ୍ରେକ୍ ଲଗାଇବାକୁ ଚାହୁଁଛନ୍ତି। ସେଥିପାଇଁ ମୋତେ ୨ରୁ ୪ ଦିନ ମଧ୍ୟରେ ଗିରଫ କରାଯାଇପାରେ।’

ଉଲ୍ଲେଖଯୋଗ୍ୟ, ଶୁକ୍ରବାର ସିବିଆଇ ସିସୋଦିଆଙ୍କ ବାସଭବନରେ ରେଡ୍‌ କରିଥିଲା। ଏଥିସହ କିଛି ସରକାରୀ ଅଫିସର ଓ ବ୍ୟବସାୟୀଙ୍କ ଠିକଣା ସମେତ ୩୧ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଓ ଇଲେକ୍‌ଟ୍ରୋନିକ ଗ୍ୟାଜେଟ୍‌ ଜବତ ହୋଇଥିଲା। ଏଗୁଡିକର ତଦନ୍ତ ଚାଲିଛି।

Powered by Froala Editor

Tags Manis sosodia

Related articles Odisha News Lens 4.1

  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15355
    May 12, 2025
  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି
    ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14556
    May 12, 2025
  • କଲରା ସହ ଏସବୁ ଖାଇବା ମନା
    ବିଶେଷ

    କଲରା ସହ ଏସବୁ ଖାଇବା ମନା

    14520
    May 12, 2025
  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର
    ଦେଶ-ଦେଶାନ୍ତର

    'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର

    13966
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14163
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15614
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13732
    May 12, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ
    ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13467
    May 13, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...
    ଦେଶ-ଦେଶାନ୍ତର

    ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...

    14008
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13732
    May 12, 2025
  • ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14556
    May 12, 2025
  • ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15614
    May 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16882
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15434
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13467
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14520
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15614
    May 12, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15533
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15445
    May 10, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16259
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13975
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14768
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15295
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ଆହୁଜା

    14008
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14163
    May 12, 2025
  • କଲରା ସହ ଏସବୁ ଖାଇବା ମନା

    14520
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In