Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

ରାଜ୍ୟ
Home ›› ରାଜ୍ୟ ››ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଛି ଏସଆରସି କ୍ଷମତା

ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଛି ଏସଆରସି କ୍ଷମତା

2022-08-21 09:53:19
13617
Share:
Facebook
Twitter
E-Mail
WhatsApp
Telegram
ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଛି ଏସଆରସି କ୍ଷମତା

ଭୁବନେଶ୍ବର: ସୁବର୍ଣ୍ଣରେଖା ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ଏହି ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ମିଳିଛି । ବାଲେଶ୍ବର ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର କ୍ଷମତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଗୋଟିଏ ହେଲିକପ୍ଟର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଏସଆରସି ପ୍ରଦୀପ ଜେନା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି ।
ପ୍ରକାଶ ଯେଏବେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା। ୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି।
ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି।  ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ରହିବ।

ପ୍ରବଳ ବନ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ୪୦ଟି ଟିମ୍ ମୁତୟନ ହେବେ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14074
    Oct 21, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15383
    Oct 22, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13313
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    13858
    Oct 22, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15075
    Oct 22, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍
    ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13974
    Oct 22, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14991
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14063
    Oct 22, 2026
  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14042
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14991
    Oct 22, 2026
  • ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14728
    Oct 22, 2026
  • ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13974
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17203
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17900
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17844
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18270
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14996
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15448
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14792
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14887
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15890
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14074
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14604
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14633
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13999
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15383
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    13858
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14063
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In