Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

Home ›› ››ସ୍ୱାମୀର ଚିତା ଲିଭିନଥିବା ବେଳେ ପ୍ରେମିକ ସହ ସ୍ତ୍ରୀ ଫେରାର

ସ୍ୱାମୀର ଚିତା ଲିଭିନଥିବା ବେଳେ ପ୍ରେମିକ ସହ ସ୍ତ୍ରୀ ଫେରାର

2022-08-24 04:28:50
15073
Share:
Facebook
Twitter
E-Mail
WhatsApp
Telegram
ସ୍ୱାମୀର ଚିତା ଲିଭିନଥିବା ବେଳେ ପ୍ରେମିକ ସହ ସ୍ତ୍ରୀ ଫେରାର

ରାଜକନିକା: ଅବୈଧ ସମ୍ପର୍କରୁ ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ସ୍ତ୍ରୀ ହତ୍ୟା କରିଥିବାର ଅଭିଯୋଗ ହୋଇଛି । ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ତାଙ୍କର ନିଜ ପୁଅ ଓ ଝିଅ। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ଭାମଣ୍ଡା ଗ୍ରାମରେ । ଗାଁର ପୂଜକ ରଙ୍ଗାଧର ଦାସଙ୍କ ପତ୍ନୀ ରତ୍ନମଣିଙ୍କ ସହ ସେହି ଗାଁର ଅସିତ ଶତପଥୀଙ୍କର ଦୀର୍ଘ ୪ବର୍ଷ ହେବ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ରଙ୍ଗାଧରଙ୍କ ଅନୁପସ୍ଥିତିରେ ଅସିତ ରତ୍ନମଣିଙ୍କ ଘରକୁ ଯା’ଆସ କରିଆସୁଥିଲା । ମା’ର ଏହି ଅନୈତିକ ସମ୍ପର୍କକୁ ପୁଅ ଓ ଝିଅ ଜାଣି ପ୍ରତିବାଦ କରିବାରୁ ଅସିତ ଓ ରତ୍ନମଣି ମିଶି ସେମାନଙ୍କୁ ମାଡ଼ ମାରିବା ସହ ବାପାଙ୍କୁ ମାରିଦେବା ପାଇଁ ଧମକ ଦେଇଆସୁଥିଲେ ବୋଲି ପୁଅ ଦେବାଶିଷ ଦାସ (୨୦)ଓ ଝିଅ ବିଶ୍ବଜିତା ଦାସ (୧୫) ଅଭିଯୋଗ କରିଛନ୍ତି ।

ଏହା ପରେ ସ୍ୱାମୀଙ୍କୁ ରାସ୍ତାରୁ ହଟାଇବା ପାଇଁ ୧୭ ତାରିଖରେ ରଙ୍ଗାଧର ମନ୍ଦିରକୁ ପୂଜା କରିବାକୁ ଯାଇଥିବା ବେଳେ ପତ୍ନୀ ରତ୍ନମଣି ତାଙ୍କ ସହ ଝଗଡ଼ା କରୁଥିବା ଲୋକେ ଦେଖିବାକୁ ପାଇଥିଲେ ବୋଲି କହିଛନ୍ତି। ଘଟଣାର କିଛି ସମୟ ପରେ ରଙ୍ଗାଧରଙ୍କ ପତ୍ତା ମିଳିନଥିଲା। ଏ ନେଇ ରଙ୍ଗାଧରଙ୍କ ଭାଇ ଗଙ୍ଗାଧର ୧୭ରେ ରାଜକନିକା ଥାନାରେ ଅଭିଯୋଗ କରିଥିଲେ। ଏହାର ୫ଦିନ ପରେ ଗାଁ ନିକଟସ୍ଥ ସିମିଳିମାହାରା ଜୋର ନିକଟରୁ ରଙ୍ଗାଧରଙ୍କ କ୍ଷତାକ୍ତ ମୃତ ଦେହକୁ ପୁଲିସ ଉଦ୍ଧାର କରିଥିଲା। ସବୁଠୁ ବଡ଼କଥା ହେଉଛି ଗୋଟିଏ ପଟେ ମଶାଣିରେ ସ୍ୱାମୀର ଚିତା ଲିଭିନଥିବା ବେଳେ ସ୍ତ୍ରୀ ରତ୍ନମଣି ୪ପିଲାଙ୍କୁ ଛାଡି ସର୍ବସମ୍ମୁଖରେ ପ୍ରେମିକ ସହିତ ପଳାଇଥିଲେ। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଶବ ବ୍ୟବ‌େ‌ଚ୍ଛଦ ରିପୋର୍ଟ ଆସିବା ପରେ ଆଗକୁ ତଦନ୍ତ ଆଗେଇବ ବୋଲି ରାଜକନିକା ଥାନାଧିକାରୀ ବିଲ୍ବମଙ୍ଗଳ ସେଠୀ କହିଛନ୍ତି ।

Powered by Froala Editor

Tags murder

Related articles Odisha News Lens 4.1

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13672
    Jun 21, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14050
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14409
    Jun 22, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15514
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14410
    Jun 21, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14314
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14599
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14529
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14658
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14410
    Jun 21, 2026
  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15514
    Jun 21, 2026
  • ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15663
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14529
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14410
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15545
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14415
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15744
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15483
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14658
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14050
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14529
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In