Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୨୯୬ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୨୯୬ କରୋନା ପଜିଟିଭ୍ ଚିହ୍ନଟ

2022-08-24 04:46:31
15179
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୨୯୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୭୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୭୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୪୩୪୯ ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14862
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13447
    Jul 20, 2026
  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14775
    Jul 19, 2026
  • କାମ କରିବା ବନ୍ଦ କରିଦେଲା ଫେସବୁକ
    ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15581
    Jul 19, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର
    ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14891
    Jul 20, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14799
    Jul 20, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15667
    Jul 20, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14569
    Jul 20, 2026
  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14638
    Jul 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14862
    Jul 20, 2026
  • ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14891
    Jul 20, 2026
  • ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14799
    Jul 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14109
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14389
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14733
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15021
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15758
    Jul 07, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14016
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13866
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14173
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15843
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13447
    Jul 20, 2026
  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14638
    Jul 19, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14569
    Jul 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In