Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ...

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ...

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ...

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ...

  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ...

ରାଜ୍ୟ
Home ›› ରାଜ୍ୟ ››ଏକ ହଜ଼ାର କୋଟି ଟଙ୍କା ଖର୍ଚ୍ଚ ହେବ, VSSUT କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ

ଏକ ହଜ଼ାର କୋଟି ଟଙ୍କା ଖର୍ଚ୍ଚ ହେବ, VSSUT କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ

2022-08-26 03:24:38
14807
Share:
Facebook
Twitter
E-Mail
WhatsApp
Telegram
ଏକ ହଜ଼ାର କୋଟି ଟଙ୍କା ଖର୍ଚ୍ଚ ହେବ, VSSUT କୁ IIT ଓ NIT ପରି  ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ  ବିକଶିତ  କରାଯିବ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ ।  


VSSUT  ରାଜ୍ୟର ଏକ ଅଗ୍ରଣୀ Engineering College  ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି ।  ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା VSSUT ଯାଇ ବିଶ୍ୱବିଦ୍ୟାଳୟର Academic Block  ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା Auditorium, ପୁଲହ ଓ ବଶିଷ୍ଠ Hall  ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।


ଦେଶରେ Technical Education କ୍ଷେତ୍ରରେ VSSUT ର ଗୁରୁତ୍ୱକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ  Engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ master plan ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ ।  ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ Master Plan ପ୍ରସ୍ତୁତକରାଯିବ ।   This master plan will be made in such a way to make vssut compete with IITs and other national institutes.



 ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା Project ସବୁ ଉପସ୍ଥାପନା କରିଥିଲେ ।  ୫ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ Industry Linkage  ଉପରେ ଗୁରୁତ୍ୱ ଦେଇଥିଲେ ।


ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ ।


ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ ।


ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା Lady Lewis Girls High School  ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ Alumni  ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ ।

ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ OBCC କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇ ମା’ଙ୍କର ପୂଜା ଅର୍ଚ୍ଚନା କରିଥିଲେ ।

Powered by Froala Editor

Tags 5-T, V K Pandian

Related articles Odisha News Lens 4.1

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14955
    Oct 09, 2025
  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା  ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’
    ଦେଶ-ଦେଶାନ୍ତର

    କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’

    14264
    Oct 08, 2025
  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌
    ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13907
    Oct 08, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍
    ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14411
    Oct 08, 2025
  •  ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....
    ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13415
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15425
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14192
    Oct 09, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14991
    Oct 08, 2025
  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ  ପ୍ରତିଷ୍ଠାତାଙ୍କ ବିଷୟରେ...
    ଦେଶ-ଦେଶାନ୍ତର

    Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14973
    Oct 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13415
    Oct 09, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14955
    Oct 09, 2025
  • ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14991
    Oct 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15425
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13415
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14046
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14229
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15267
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14973
    Oct 08, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14411
    Oct 08, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13415
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In