Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

2022-08-26 09:57:29
16546
Share:
Facebook
Twitter
E-Mail
WhatsApp
Telegram
୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

ନୂଆଦିଲ୍ଲୀ: କଂଗ୍ରେସକୁ ଝଟ୍‌କା । ହାତ ଛାଡିଲେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦ । ଆଜି ଗୁଲାମ ନବୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦ ସମେତ ସମସ୍ତ ପଦପଦବୀରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ କିଛି ଦିନ ତଳେ ଗୁଲାମ ନବୀ ଜମ୍ମୁ-କଶ୍ମୀର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ । ସେବେଠୁ ସେ କଂଗ୍ରେସ ଛାଡିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଯାହାକି ଏବେ ସତ ପ୍ରମାଣିତ ହୋଇଛି ।

 ତେବେ ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଇସ୍ତଫାପତ୍ରରେ ଗୁଲାମନବୀ ବର୍ଷିଛନ୍ତି । ନିଜ ଇସ୍ତଫାପତ୍ରରେ ସେ କଂଗ୍ରେସକୁ ସମାଲୋଚନା କରିଛନ୍ତି ।  ସେ ଉକ୍ତ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ ସୋନିଆ ସଭାପତି ଥିଲେ ବି ରାହୁଲ ସର୍ବେସର୍ବା । କିଭଳି ତାଙ୍କୁ ଓ ବରିଷ୍ଠ ନେତାଙ୍କୁ ଅଣଦେଖା କରାଯାଉଛି ସେ ସମ୍ପର୍କରେ ବି ଉଲ୍ଲେଖ କରିଛନ୍ତି ।  ସିଡବ୍ଲୁ୍ୟସି ଏକ କୋଟେରୀ ଦ୍ୱାରା ପରିଚାଳିତ ବୋଲି ସେ ଲେଖିଛନ୍ତି । 

ସେହିପରି ସେ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ କଂଗ୍ରେସରେ କିଛି ଠିକ ଚାଲିନି ।  ସୋନିଆ ସଭାପତି ଥିଲେ ବି ରାହୁଲ ସର୍ବେସର୍ବା । ଏମିତିକି ରାହୁଲଙ୍କ ପିଏ ଓ ସୁରକ୍ଷା କର୍ମୀ ବି ନିଷ୍ପତ୍ତି ନେଉଛନ୍ତି ।  ରିମୋଟ କଣ୍ଟ୍ରୋଲ ମଡେଲ ୟୁପିଏ ସରକାରର ସଂହତି ନଷ୍ଟ କରିଦେଲା ।  ଏବେ ସେହି ରିମୋଟ କଣ୍ଟ୍ରୋଲ ମଡେଲ କଂଗ୍ରେସରେ ପ୍ରୟୋଗ ଚାଲିଛି ।  ସୋନିଆ ଗାନ୍ଧୀ କେବଳ ନାମକୁମାତ୍ର ଦଳ ମୁଖ୍ୟ । ରାହୁଲ ସର୍ବେସର୍ବା ।  ପାର୍ଟିର ବଡ଼ ବଡ଼ ନିଷ୍ପତ୍ତି ରାହୁଲ ଗାନ୍ଧୀ ହିଁ ନେଉଛନ୍ତି ।  ରାହୁଲଙ୍କ ପିଏ ଓ ସୁରକ୍ଷା କର୍ମୀ ବି ଦଳ ସମ୍ପର୍କିତ ନିଷ୍ପତ୍ତି ନେଉଛନ୍ତି ବୋଲି ଗୁଲାମନବୀ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ।

ସବୁଠୁ ବଡ଼ କଥା ହେଲା ଯେ ଇସ୍ତଫାପତ୍ରରେ ସେ ରାହୁଲ ଗାନ୍ଧୀଙ୍କୁ ଏମିତି ଟାର୍ଗେଟ କରି କଟୁ ଭାଷାରେ ସମାଲୋଚନା କରିଛନ୍ତି । ସେ ସେଥିରେ ଉଲ୍ଲେଖ କରିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ପ୍ରବେଶ ପରେ କଂଗ୍ରେସରେ ଗଡ଼ବଡ଼ି ଆରମ୍ଭ ହେଲା । ୨୦୧୩ରେ ରାହୁଲ ଉପସଭାପତି ହେବା ପରେ ସବୁ ନଷ୍ଟ କରିଦେଲେ ।  କଂଗ୍ରେସରେ ରହିଆସିଥିବା ମତବିନିମୟ ବ୍ୟବସ୍ଥାକୁ ସେ ଶେଷ କରିଦେଲେ ।  ସମସ୍ତ ବରିଷ୍ଠ ଓ ଅଭିଜ୍ଞ ନେତାଙ୍କୁ କୋଣଠେସା କରିଦିଆଗଲା ।  ବରିଷ୍ଠଙ୍କୁ କୋଣଠେସା କରି ନିର୍ଦ୍ଧିଷ୍ଟ କୋଟେରୀ ଦ୍ୱାରା ସବୁ ଚାଲିଲା ।  ରାହୁଲଙ୍କ ପିଲାଳିଆମୀ ଅନେକ ସମୟରେ ଅଡ଼ୁଆରେ ପକାଉଥିଲା ।  ଏହାର ସବୁଠାରୁ ବଡ଼ ଉଦାହରଣ ରାହୁଲ ଅଧ୍ୟାଦେଶ ଚିରିବା ।  ରାଷ୍ଟ୍ରପତିଙ୍କ ଦ୍ୱାରା ପାସ ହୋଇଥିବା ଅଧ୍ୟାଦେଶକୁ ରାହୁଲ ଚିରିଦେଇଥିଲେ ।  ରାହୁଲଙ୍କ ପିଲାଳିଆମୀ ପାଇଁ ପ୍ରଧାନମନ୍ତ୍ରୀ ପଦ ଓ ସରକାର ବିକୃତ ହୋଇଥିଲା । 

ପ୍ରକାଶ ଯେ ୧୯୭୦ ମସିହାରେ କଂଗ୍ରେସରେ ଯୋଗ ଦେଇଥିଲେ ଗୁଲାମ ନବୀ ଆଜାଦ । କଂଗ୍ରେସ କ୍ଷମତାରେ ଥିବା ସମୟରେ ଗୁଲାମ ନବୀ କେନ୍ଦ୍ରମନ୍ତ୍ରୀ ସମେତ ବହୁ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହିଥିଲେ । ଦଳର G-୨୩ ଗୋଷ୍ଠୀର ସେ ଅନ୍ୟତମ ସଦସ୍ୟ ଥିଲେ । G-୨୩ ଅସନ୍ତୁଷ୍ଟ ନେତା ଭାବେ ସେ ଆଗରେ ରହିଥିଲେ । କିଛି ଦିନ ହେଲା ସେ ଦଳୀୟ କାର୍ୟ୍ୟଶୈଳୀ ଓ ନିଷ୍ପତ୍ତି ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ । ଦୀର୍ଘ ଦିନର ଅସନ୍ତୋଷ ପରେ ଶେଷରେ କଂଗ୍ରେସ ସହ ସମ୍ପର୍କ ତୁଟାଇଛନ୍ତି ଏହି ବରିଷ୍ଠ ନେତା ।

Powered by Froala Editor

Tags Gulag navi azad

Related articles Odisha News Lens 4.1

  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13800
    Oct 31, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14384
    Nov 01, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13617
    Nov 01, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13545
    Oct 31, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15508
    Oct 31, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15239
    Oct 31, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13680
    Nov 01, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14849
    Oct 31, 2026
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା
    ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13880
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13880
    Nov 01, 2026
  • ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13680
    Nov 01, 2026
  • ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14384
    Nov 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17242
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17940
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17883
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18306
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14384
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15568
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14887
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16079
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15006
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13800
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13545
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15174
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16106
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14849
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13545
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14199
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In