Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ...

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ...

  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ ...

  • ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ...

  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

Home ›› ››୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

2022-08-26 09:57:29
16190
Share:
Facebook
Twitter
E-Mail
WhatsApp
Telegram
୫ ପୃଷ୍ଠାର ଇସ୍ତଫା ପତ୍ର ଲେଖି ସୋନିଆଙ୍କ ଉପରେ ବର୍ଷିଲେ ଗୁଲାମ ନବୀ

ନୂଆଦିଲ୍ଲୀ: କଂଗ୍ରେସକୁ ଝଟ୍‌କା । ହାତ ଛାଡିଲେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦ । ଆଜି ଗୁଲାମ ନବୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦ ସମେତ ସମସ୍ତ ପଦପଦବୀରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ କିଛି ଦିନ ତଳେ ଗୁଲାମ ନବୀ ଜମ୍ମୁ-କଶ୍ମୀର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ । ସେବେଠୁ ସେ କଂଗ୍ରେସ ଛାଡିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଯାହାକି ଏବେ ସତ ପ୍ରମାଣିତ ହୋଇଛି ।

 ତେବେ ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଇସ୍ତଫାପତ୍ରରେ ଗୁଲାମନବୀ ବର୍ଷିଛନ୍ତି । ନିଜ ଇସ୍ତଫାପତ୍ରରେ ସେ କଂଗ୍ରେସକୁ ସମାଲୋଚନା କରିଛନ୍ତି ।  ସେ ଉକ୍ତ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ ସୋନିଆ ସଭାପତି ଥିଲେ ବି ରାହୁଲ ସର୍ବେସର୍ବା । କିଭଳି ତାଙ୍କୁ ଓ ବରିଷ୍ଠ ନେତାଙ୍କୁ ଅଣଦେଖା କରାଯାଉଛି ସେ ସମ୍ପର୍କରେ ବି ଉଲ୍ଲେଖ କରିଛନ୍ତି ।  ସିଡବ୍ଲୁ୍ୟସି ଏକ କୋଟେରୀ ଦ୍ୱାରା ପରିଚାଳିତ ବୋଲି ସେ ଲେଖିଛନ୍ତି । 

ସେହିପରି ସେ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ କଂଗ୍ରେସରେ କିଛି ଠିକ ଚାଲିନି ।  ସୋନିଆ ସଭାପତି ଥିଲେ ବି ରାହୁଲ ସର୍ବେସର୍ବା । ଏମିତିକି ରାହୁଲଙ୍କ ପିଏ ଓ ସୁରକ୍ଷା କର୍ମୀ ବି ନିଷ୍ପତ୍ତି ନେଉଛନ୍ତି ।  ରିମୋଟ କଣ୍ଟ୍ରୋଲ ମଡେଲ ୟୁପିଏ ସରକାରର ସଂହତି ନଷ୍ଟ କରିଦେଲା ।  ଏବେ ସେହି ରିମୋଟ କଣ୍ଟ୍ରୋଲ ମଡେଲ କଂଗ୍ରେସରେ ପ୍ରୟୋଗ ଚାଲିଛି ।  ସୋନିଆ ଗାନ୍ଧୀ କେବଳ ନାମକୁମାତ୍ର ଦଳ ମୁଖ୍ୟ । ରାହୁଲ ସର୍ବେସର୍ବା ।  ପାର୍ଟିର ବଡ଼ ବଡ଼ ନିଷ୍ପତ୍ତି ରାହୁଲ ଗାନ୍ଧୀ ହିଁ ନେଉଛନ୍ତି ।  ରାହୁଲଙ୍କ ପିଏ ଓ ସୁରକ୍ଷା କର୍ମୀ ବି ଦଳ ସମ୍ପର୍କିତ ନିଷ୍ପତ୍ତି ନେଉଛନ୍ତି ବୋଲି ଗୁଲାମନବୀ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ।

ସବୁଠୁ ବଡ଼ କଥା ହେଲା ଯେ ଇସ୍ତଫାପତ୍ରରେ ସେ ରାହୁଲ ଗାନ୍ଧୀଙ୍କୁ ଏମିତି ଟାର୍ଗେଟ କରି କଟୁ ଭାଷାରେ ସମାଲୋଚନା କରିଛନ୍ତି । ସେ ସେଥିରେ ଉଲ୍ଲେଖ କରିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ପ୍ରବେଶ ପରେ କଂଗ୍ରେସରେ ଗଡ଼ବଡ଼ି ଆରମ୍ଭ ହେଲା । ୨୦୧୩ରେ ରାହୁଲ ଉପସଭାପତି ହେବା ପରେ ସବୁ ନଷ୍ଟ କରିଦେଲେ ।  କଂଗ୍ରେସରେ ରହିଆସିଥିବା ମତବିନିମୟ ବ୍ୟବସ୍ଥାକୁ ସେ ଶେଷ କରିଦେଲେ ।  ସମସ୍ତ ବରିଷ୍ଠ ଓ ଅଭିଜ୍ଞ ନେତାଙ୍କୁ କୋଣଠେସା କରିଦିଆଗଲା ।  ବରିଷ୍ଠଙ୍କୁ କୋଣଠେସା କରି ନିର୍ଦ୍ଧିଷ୍ଟ କୋଟେରୀ ଦ୍ୱାରା ସବୁ ଚାଲିଲା ।  ରାହୁଲଙ୍କ ପିଲାଳିଆମୀ ଅନେକ ସମୟରେ ଅଡ଼ୁଆରେ ପକାଉଥିଲା ।  ଏହାର ସବୁଠାରୁ ବଡ଼ ଉଦାହରଣ ରାହୁଲ ଅଧ୍ୟାଦେଶ ଚିରିବା ।  ରାଷ୍ଟ୍ରପତିଙ୍କ ଦ୍ୱାରା ପାସ ହୋଇଥିବା ଅଧ୍ୟାଦେଶକୁ ରାହୁଲ ଚିରିଦେଇଥିଲେ ।  ରାହୁଲଙ୍କ ପିଲାଳିଆମୀ ପାଇଁ ପ୍ରଧାନମନ୍ତ୍ରୀ ପଦ ଓ ସରକାର ବିକୃତ ହୋଇଥିଲା । 

ପ୍ରକାଶ ଯେ ୧୯୭୦ ମସିହାରେ କଂଗ୍ରେସରେ ଯୋଗ ଦେଇଥିଲେ ଗୁଲାମ ନବୀ ଆଜାଦ । କଂଗ୍ରେସ କ୍ଷମତାରେ ଥିବା ସମୟରେ ଗୁଲାମ ନବୀ କେନ୍ଦ୍ରମନ୍ତ୍ରୀ ସମେତ ବହୁ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହିଥିଲେ । ଦଳର G-୨୩ ଗୋଷ୍ଠୀର ସେ ଅନ୍ୟତମ ସଦସ୍ୟ ଥିଲେ । G-୨୩ ଅସନ୍ତୁଷ୍ଟ ନେତା ଭାବେ ସେ ଆଗରେ ରହିଥିଲେ । କିଛି ଦିନ ହେଲା ସେ ଦଳୀୟ କାର୍ୟ୍ୟଶୈଳୀ ଓ ନିଷ୍ପତ୍ତି ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ । ଦୀର୍ଘ ଦିନର ଅସନ୍ତୋଷ ପରେ ଶେଷରେ କଂଗ୍ରେସ ସହ ସମ୍ପର୍କ ତୁଟାଇଛନ୍ତି ଏହି ବରିଷ୍ଠ ନେତା ।

Powered by Froala Editor

Tags Gulag navi azad

Related articles Odisha News Lens 4.1

  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14372
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14773
    Mar 20, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    14894
    Mar 22, 2026
  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ
    ଦେଶ-ଦେଶାନ୍ତର

    ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ

    14040
    Mar 21, 2026
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    13940
    Mar 22, 2026
  • ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା

    14332
    Mar 21, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା
    ବାଣିଜ୍ୟ

    ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14559
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି
    ବାଣିଜ୍ୟ

    ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15071
    Mar 22, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15471
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା

    14332
    Mar 21, 2026
  • ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    14894
    Mar 22, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    13887
    Mar 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14764
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15477
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15442
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14172
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14074
    Mar 15, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15071
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13682
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15695
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    14894
    Mar 22, 2026
  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ

    14040
    Mar 21, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    13887
    Mar 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In