Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

Home ›› ››୯ଟି ପ୍ରସ୍ତାବ ସହ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧୀ ଦଳ

୯ଟି ପ୍ରସ୍ତାବ ସହ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧୀ ଦଳ

2021-05-12 19:00:21
15012
Share:
Facebook
Twitter
E-Mail
WhatsApp
Telegram
୯ଟି ପ୍ରସ୍ତାବ ସହ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧୀ ଦଳ

କରୋନା ସଂକ୍ରମଣ ରୋକିବା ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଦେଶର ୧୨ ପ୍ରମୁଖ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ବିରୋଧୀ ଦଳଗୁଡ଼ିକ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ସମସ୍ତଙ୍କୁ ମାଗଣାରେ ଟିକା ଦେବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ୯ଟି ପ୍ରସ୍ତାବ ଦେଇଛନ୍ତି। ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବା ଏବଂ କୃଷି ଆଇନ ପ୍ରତ୍ୟାହାର କରିନେବା ପାଇଁ ମଧ୍ୟ ସେମାନେ ପରାମର୍ଶ ଦେଇଛନ୍ତି। 

୯ଟି ପ୍ରସ୍ତାବ :

-ଘରୋଇ ସମେତ ଅନ୍ତର୍ଜାତୀୟ ବଜାରରୁ କେନ୍ଦ୍ର ସରକାର ଟିକା କିଣନ୍ତୁ

-ତୁରନ୍ତ ମାଗଣା ଓ ସାର୍ବଜନିନ ଗଣ ଟିକାକରଣ ଅଭିଯାନ ଆରମ୍ଭ ହେଉ

-ଘରୋଇ ଟିକା ଉତ୍ପାଦନ ବୃଦ୍ଧି ପାଇଁ ବାଧ୍ୟତାମୂଳକ ଲାଇସେନ୍ସ

-ଟିକାକରଣ ପାଇଁ ବଜେଟରେ ବ୍ୟୟବରାଦ ହୋଇଥିବା ୩୫,୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉ

- ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ ବନ୍ଦ କରି ସେହି ଅର୍ଥକୁ ଅକ୍ସିଜେନ ଓ ଟିକା ପାଇଁ ବ୍ୟବହାର କରାଯାଉ

-ହିସାବ ବହିର୍ଭୁକ୍ତ ଘରୋଇ ଟ୍ରଷ୍ଟ ଫଣ୍ଡ ଏବଂ ପିଏମ୍‌ କେୟାର୍ସ ପାଣ୍ଠିରେ ଟିକା, ଅକ୍ସିଜେନ୍‌ ଏବଂ ମେଡିକାଲ ଉପକରଣ କିଣାଯାଉ

- ବେରୋଜଗାରୀମାନଙ୍କୁ ମାସିକ ୬୦୦୦ ଟଙ୍କା ଦିଆଯାଉ

-ଗରିବଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଯାଉ

-ଚାଷୀମାନଙ୍କୁ କରୋନା କବଳରୁ ବଞ୍ଚାଇବା ପାଇଁ ନୂଆ କୃଷି ଆଇନ ପ୍ରତ୍ୟାହାର କରାଯାଉ

ପ୍ରଧାନମନ୍ତ୍ରୀଙ୍କ ଲେଖାଯାଇଥିବା ଚିଠିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଜେଡିଏସ ମୁଖ୍ୟ ଏଚଡି ଦେବଗୌଡା, ଏନସିପି ମୁଖ୍ୟ ଶରଦ ପାଓ୍ଵାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ଟିଏମସି ସୁପ୍ରିମୋ ମମତା ବାନାର୍ଜୀ, ଡିଏମକେ ନେତା ଏମକେ ଷ୍ଟାଲିନ, ଜେଏମଏମ ନେତା ହେମନ୍ତ ସୋରେନ, ଜେକେପିଏ ନେତା ଫାରୁକ ଅବଦୁଲ୍ଲା, ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ, ଆରଜେଡି ନେତା ତେଜସ୍ଵୀ ଯାଦବ, ସିପିଆଇ ନେତା ଡି. ରାଜା ଓ ସିପିଆଇଏମ ନେତା ସୀତାରାମ ୟେଚୁରୀ ଦସ୍ତକ୍ଷତ କରିଛନ୍ତି ।

Powered by Froala Editor

Tags modi

Related articles Odisha News Lens 4.1

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15009
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13720
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13873
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15316
    Apr 15, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14750
    Apr 16, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13923
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14666
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15433
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13620
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13620
    Apr 16, 2026
  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13720
    Apr 16, 2026
  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13873
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15433
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15532
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16091
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14708
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15685
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15337
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15570
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13867
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13873
    Apr 15, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14666
    Apr 16, 2026
  • ଅସ୍ଥି ମଜଭୁତ କରେ ଖଜୁରି

    15433
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In