Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ...

  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ...

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ...

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ...

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ...

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ...

  • ଖାନ୍ ସାର୍‌ଙ୍କୁ ଆଗୁଆ ଜାମିନ ପ୍ରଦାନ କଲେ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ...

  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ମୋଦି, ଯୋଗଦେବେ ବିଭିନ୍ନ କାର୍ୟ୍ୟକ୍ରମରେ

ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ମୋଦି, ଯୋଗଦେବେ ବିଭିନ୍ନ କାର୍ୟ୍ୟକ୍ରମରେ

2022-08-27 08:52:23
15460
Share:
Facebook
Twitter
E-Mail
WhatsApp
Telegram
 ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ମୋଦି, ଯୋଗଦେବେ ବିଭିନ୍ନ କାର୍ୟ୍ୟକ୍ରମରେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତ କରିବେ । ସେଠାରେ ସେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବେ । ଆଜି ସନ୍ଧ୍ୟା ସାଢେ ୫ଟା ସମୟରେ ପ୍ରଧାନମନ୍ତ୍ରୀ ଗୁଜୁରାଟର ଅହମ୍ମଦାବାଦ ସ୍ଥିତ ସାବରମତି ନଦୀ ନିକଟରେ ଆୟୋଜିତ 'ଖଦି ମହୋତ୍ସବ'କୁ ସମ୍ବୋଧିତ କରିବେ । ଏଥିସହ ସାବରମତି ନଦୀକୂଳରେ ସେ ବିଶ୍ବସ୍ତରୀୟ ଅଟଳ ବ୍ରିଜ୍‌ର ଲୋକାର୍ପଣ କରିବେ । ଏହି ବ୍ରିଜ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ ହୋଇଛି । ଆସନ୍ତାକାଲି ସକାଳ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭୁଜ ଜିଲ୍ଲା ଗସ୍ତରେ ଯିବେ । ସେଠାରେ ୨୭୦ ଏକର ଅଞ୍ଚଳରେ ନିର୍ମିତ ସ୍ମୃତି ବନ ମେମୋରିଆଲର ଉଦ୍‌ଘାଟନ କରିବେ । ଏହି ମେମୋରିଆଲରେ ୨୦୦୧ ଭୂକମ୍ପ ସମୟରେ ପ୍ରାଣ ହରାଇଥିବା ଲୋକଙ୍କ ନାମ ରହିଛି । ଏହାସହିତ ମୋଦି ଏଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ।

ପ୍ରଧାନମନ୍ତ୍ରୀଙ୍କ ଭୁଜରେ ପ୍ରାୟ ୪,୪୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ରବିବାର ମଧ୍ୟାହ୍ନ ୧୨ଟା ସମୟରେ ମୋଦି କେଏସକେଭି ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଯୋଗ ଦେବେ । ଏହାସହିତ ସର୍ଦ୍ଦାର ସରୋବର ପ୍ରକଳ୍ପର କାଞ୍ଚନ ଶାକା କେନାଲ ଉଦଘାଟନ କରିବେ । ଏହି କେନାଲର ଲମ୍ବ ପ୍ରାୟ ୩୫୭ କିଲୋମିଟର ରହିଛି । ପିଏମ୍‌ ମୋଦି ଉଦଘାଟନ କରିବାକୁ ଥିବା ପ୍ରକଳ୍ପ ମଧ୍ୟରେ ସରହଦ ଡାଏରୀର ସ୍ବୟଂଚାଳିତ ଦୁଗ୍ଧ ପ୍ରକ୍ରିୟକରଣ ଏବଂ ପ୍ୟାକେଜିଂ ପ୍ଲାଣ୍ଟ ସମେତ ଭୁଜର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଗାନ୍ଧୀଧାମରେ ଡକ୍ଟର ବାବା ସାହେବ ଆମ୍ବେଦକର କନଭେନସନ ସେଣ୍ଟର, ଅଞ୍ଜରରେ ବୀର ବାଲ ସ୍ମାରକ, ଭୁଜ୍ ଦ୍ବିତୀୟ ସବ୍‌ଷ୍ଟେସନ ଇତ୍ୟାଦି ରହିଛି । ପ୍ରଧାନମନ୍ତ୍ରୀ ୧୫୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । 

Powered by Froala Editor

Tags Modi

Related articles Odisha News Lens 4.1

  •  ଖାନ୍ ସାର୍‌ଙ୍କୁ ଆଗୁଆ ଜାମିନ ପ୍ରଦାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଖାନ୍ ସାର୍‌ଙ୍କୁ ଆଗୁଆ ଜାମିନ ପ୍ରଦାନ କଲେ କୋର୍ଟ

    14915
    Jul 14, 2026
  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15246
    Jul 15, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ
    ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14757
    Jul 15, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ...
    ବାଣିଜ୍ୟ

    ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ...

    13569
    Jul 14, 2026
  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...

    15227
    Jul 14, 2026
  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14495
    Jul 15, 2026
  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14187
    Jul 15, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14014
    Jul 14, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା
    ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13680
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14187
    Jul 15, 2026
  • ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15246
    Jul 15, 2026
  • ବାଣିଜ୍ୟ

    ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13569
    Jul 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16976
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17586
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18041
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14581
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14864
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15614
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15721
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15533
    Jul 05, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

ନୂଆଦିଲ୍ଲୀ: ଗ୍ରାହକମାନେ ଅଧିକରୁ ଅଧିକ ସୂର୍ଯ୍ୟ କିରଣ ଊଦ୍ଧ୍ୱର୍କୁ ଯାଇ ପାରମ୍ପରିକ ସୁରକ୍ଷା ଯୋଗାଇଦେଉଥିବା ତ୍ୱଚା ଯନôକାରୀ ଉତ୍ପାଦ ଆବଶ୍ୟକ କରୁଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବା ଏକ ଅ ...

  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13569
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14656
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15845
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15713
    Jun 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14014
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13569
    Jul 14, 2026
  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14495
    Jul 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In