Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ...

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ...

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ...

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ...

  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ...

ରାଜ୍ୟ
Home ›› ରାଜ୍ୟ ›› ୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

2022-08-28 08:42:48
15317
Share:
Facebook
Twitter
E-Mail
WhatsApp
Telegram
 ୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୩ରୁ ଆରମ୍ଭ ହେବ ସ୍ବତନ୍ତ୍ର ଓଜେଇଇ ପରୀକ୍ଷା  । ସେପ୍ଟେମ୍ବର ୩,୪ ଓ ୭ ତାରିଖରେ ସ୍ବତନ୍ତ୍ର ଓଜେଇଇ ଅନୁଷ୍ଠିତ ହେବ ।  MBA, MTech,  ବି ଫାର୍ମା ବିଭାଗର ପରୀକ୍ଷା ହେବ । ସକାଳୁ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ମୋଟ ଚାରୋଟି ସିଫ୍ଟିରେ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ପ୍ରଥମ ସିଫ୍ଟ ପୂର୍ବାହ୍ନ ୯ଟାରୁ ୧୦ଟା, ଦ୍ବିତୀୟ ସିଫ୍ଟ ୧୧ଟାରୁ ୧୨ଟା, ତୃତୀୟ ସିଫ୍ଟ ଅପରାହ୍ନ ୨ଟାରୁ ୩ଟା ଓ ଚତୁର୍ଥ ସିଫ୍ଟ ସାଢେ ୪ଟାରୁ ଆରମ୍ଭ ହେବ । ସମୁଦାୟ ୨୮ ହଜାର ୬୨୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ।
ପରୀକ୍ଷା ଓଡିଶାର ୨୮ଟି ସହରରେ ୩୮ଟି କେନ୍ଦ୍ରରେ ଅନୁଷ୍ଠିତ ହେବ । କୋଲକାତା, ରାଞ୍ଚି ଏବଂ ପାଟନାରେ ମଧ୍ୟ କେନ୍ଦ୍ର ରହିବ । ଏହି ପରୀକ୍ଷା କମ୍ପ୍ୟୁଟର ବେସଡ୍ ଟେଷ୍ଟ ପଦ୍ଧତିରେ କରାଯିବ । ପରୀକ୍ଷା ସମୟରେ କୋରୋନା କଟକଣା ପାଳନକୁ ଗୁରୁତ୍ବ ଦିଆଯିବ । ଏଥିପାଇଁ ଆଜି ଆଡମିଟ୍ କାର୍ଡଗୁଡ଼ିକର ଡାଉନଲୋଡ୍ କରିପାରିବେ ପରୀକ୍ଷାର୍ଥୀ । ପ୍ରାର୍ଥୀମାନେ ସେମାନଙ୍କର ଆବେଦନ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓଜେଇଇ ୱେବସାଇଟରୁ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଏନେଇ ସୂଚନା ଓଜେଇଇ କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ଓଜେଇଇ ୱେବ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା ।କାଉନସେଲିଂ ପ୍ରକ୍ରିୟା ୨୬ ଅଗଷ୍ଟରୁ ପଞ୍ଜୀକରଣ ଏବଂ ପସନ୍ଦ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୦ ସେପ୍ଟେମ୍ବର ପର୍ୟ୍ୟନ୍ତ ଚାଲିବ ।

Powered by Froala Editor

Tags OJEE

Related articles Odisha News Lens 4.1

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14786
    Oct 09, 2025
  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା  ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’
    ଦେଶ-ଦେଶାନ୍ତର

    କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’

    14265
    Oct 08, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14992
    Oct 08, 2025
  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌
    ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13908
    Oct 08, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍
    ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14412
    Oct 08, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15426
    Oct 09, 2025
  •  ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....
    ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13416
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14193
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14956
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13908
    Oct 08, 2025
  • ଦେଶ-ଦେଶାନ୍ତର

    କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’

    14265
    Oct 08, 2025
  • ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14193
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15426
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13416
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14047
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14229
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15267
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13416
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14956
    Oct 09, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14786
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In