Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ›› ୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

2022-08-28 08:42:48
15335
Share:
Facebook
Twitter
E-Mail
WhatsApp
Telegram
 ୩ରୁ ଓଜେଇଇ ପରୀକ୍ଷା ଆରମ୍ଭ

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୩ରୁ ଆରମ୍ଭ ହେବ ସ୍ବତନ୍ତ୍ର ଓଜେଇଇ ପରୀକ୍ଷା  । ସେପ୍ଟେମ୍ବର ୩,୪ ଓ ୭ ତାରିଖରେ ସ୍ବତନ୍ତ୍ର ଓଜେଇଇ ଅନୁଷ୍ଠିତ ହେବ ।  MBA, MTech,  ବି ଫାର୍ମା ବିଭାଗର ପରୀକ୍ଷା ହେବ । ସକାଳୁ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ମୋଟ ଚାରୋଟି ସିଫ୍ଟିରେ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ପ୍ରଥମ ସିଫ୍ଟ ପୂର୍ବାହ୍ନ ୯ଟାରୁ ୧୦ଟା, ଦ୍ବିତୀୟ ସିଫ୍ଟ ୧୧ଟାରୁ ୧୨ଟା, ତୃତୀୟ ସିଫ୍ଟ ଅପରାହ୍ନ ୨ଟାରୁ ୩ଟା ଓ ଚତୁର୍ଥ ସିଫ୍ଟ ସାଢେ ୪ଟାରୁ ଆରମ୍ଭ ହେବ । ସମୁଦାୟ ୨୮ ହଜାର ୬୨୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ।
ପରୀକ୍ଷା ଓଡିଶାର ୨୮ଟି ସହରରେ ୩୮ଟି କେନ୍ଦ୍ରରେ ଅନୁଷ୍ଠିତ ହେବ । କୋଲକାତା, ରାଞ୍ଚି ଏବଂ ପାଟନାରେ ମଧ୍ୟ କେନ୍ଦ୍ର ରହିବ । ଏହି ପରୀକ୍ଷା କମ୍ପ୍ୟୁଟର ବେସଡ୍ ଟେଷ୍ଟ ପଦ୍ଧତିରେ କରାଯିବ । ପରୀକ୍ଷା ସମୟରେ କୋରୋନା କଟକଣା ପାଳନକୁ ଗୁରୁତ୍ବ ଦିଆଯିବ । ଏଥିପାଇଁ ଆଜି ଆଡମିଟ୍ କାର୍ଡଗୁଡ଼ିକର ଡାଉନଲୋଡ୍ କରିପାରିବେ ପରୀକ୍ଷାର୍ଥୀ । ପ୍ରାର୍ଥୀମାନେ ସେମାନଙ୍କର ଆବେଦନ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓଜେଇଇ ୱେବସାଇଟରୁ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଏନେଇ ସୂଚନା ଓଜେଇଇ କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ଓଜେଇଇ ୱେବ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା ।କାଉନସେଲିଂ ପ୍ରକ୍ରିୟା ୨୬ ଅଗଷ୍ଟରୁ ପଞ୍ଜୀକରଣ ଏବଂ ପସନ୍ଦ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୦ ସେପ୍ଟେମ୍ବର ପର୍ୟ୍ୟନ୍ତ ଚାଲିବ ।

Powered by Froala Editor

Tags OJEE

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15282
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13715
    Mar 05, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14750
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14916
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14878
    Mar 03, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14931
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15609
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15291
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14433
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15282
    Mar 04, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14931
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14916
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14433
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14903
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14113
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15041
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14663
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15291
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13715
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14916
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In