Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

Home ›› ››ଅକ୍ଟୋବର ୧୭ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ, ୧୯ରେ ଭୋଟ ଗଣନା

ଅକ୍ଟୋବର ୧୭ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ, ୧୯ରେ ଭୋଟ ଗଣନା

2022-08-28 20:08:40
15281
Share:
Facebook
Twitter
E-Mail
WhatsApp
Telegram
ଅକ୍ଟୋବର ୧୭ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ, ୧୯ରେ ଭୋଟ ଗଣନା
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି। ଅକ୍ଟୋବର ୧୭ରେ ଦଳର ନୂତନ ସଭାପତି ପଦ ପାଇଁ ମତଦାନ ଅନୁଷ୍ଠିତ ହେବ। ଅକ୍ଟୋବର ୧୯ରେ ଭୋଟ ଗଣନା ହେବ। ଆଜି କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି)ର ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପ୍ରିୟଙ୍କା ଗାନ୍ଧୀ ଓ ଦଳର ସାଂସଦ ରାହୁଲ ଗାନ୍ଧୀ ଯୋଗ ଦେଇଥିଲେ।

ତେବେ ଏ ସମ୍ପର୍କରେ ସବିଶେଷ ବିଜ୍ଞପ୍ତି ସେପ୍ଟେମ୍ବର ୨ରେ ପ୍ରକାଶ ପାଇବ। ନିର୍ବାଚନ ପାଇଁ  ସେପ୍ଟେମ୍ବର ୨୪ରୁ ସେପ୍ଟେମ୍ବର ୩୦ ମଧ୍ୟରେ ନୋମିନେଶନ ଫାଇଲ କରାଯିବ।  ଅକ୍ଟୋବର ୧ରେ ଯାଞ୍ଚ କରାଯିବ।  ଅକ୍ଟୋବର ୮ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି। ଅକ୍ଟୋବର ୧୭ରେ ନିର୍ବାଚନ ହେବ ଏବଂ ଅକ୍ଟୋବର ୧୯ରେ ଗଣନା କରାଯାଇ  ଫଳ ଘୋଷଣା କରାଯିବ। ଏହାପୂର୍ବରୁ ନିର୍ବାଚନ ପାଇଁ ଅଗଷ୍ଟ ୨୧ ତାରିଖରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିଲା। ସେପ୍ଟେମ୍ବର ୨୦ ପରେ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଥାନ୍ତେ। ହେଲେ ଏହି ପକ୍ରିୟା ବିଳମ୍ବ ହୋଇଥିଲା। ତେବେ ରବିବାର କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ସୋନିଆ ଗାନ୍ଧି ଦଳର ଅଧ୍ୟକ୍ଷତା କରିଥିଲେ। ତାଙ୍କ ସହ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରା ବୈଠକରେ ଯୋଗ ଦେଇଥିଲେ।

Powered by Froala Editor

Tags congress

Related articles Odisha News Lens 4.1

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15581
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14147
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13677
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13515
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14474
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15393
    Jul 09, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15271
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15151
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13842
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14147
    Jul 08, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13515
    Jul 08, 2026
  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14474
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15256
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15570
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15376
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15241
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14665
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14147
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15393
    Jul 09, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13515
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In