Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ରାଜ୍ୟ
Home ›› ରାଜ୍ୟ ››ବନ୍ୟା କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଆରମ୍ଭ

ବନ୍ୟା କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଆରମ୍ଭ

2022-08-29 08:49:33
14150
Share:
Facebook
Twitter
E-Mail
WhatsApp
Telegram
ବନ୍ୟା କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ଚଳିତବର୍ଷ ମହାନଦୀ ଓ ଏହାର ଶାଖା ନଦୀ, ବୈତରଣୀ, ସୁବର୍ଣ୍ଣରେଖାରେ ବଡ଼ ବନ୍ୟା ଆସି ବିତ୍ପାତ ରଚିବା ପରେ ଏହାର କ୍ଷୟକ୍ଷତି ଆକଳନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବନ୍ୟା ଓ ଲଗାଣ ବର୍ଷା ଯୋଗୁଁ ଯେଉଁ ସବୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ସେଠାରେ ଯେପରି ଲୋକଙ୍କୁ ସରକାରୀ ସହାୟତା ମିଳିବ, ବନ୍ୟା ଅଞ୍ଚଳରେ ଯେପରି ସରକାରୀ ସହାୟତା ବଣ୍ଟନରେ କୌଣସି ହେରଫେର ନହୁଏ ସେନେଇ ଜଳସମ୍ପଦ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି।
ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି ଯେ, ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ସରକାରୀ ସମ୍ପତ୍ତି, ଲୋକଙ୍କ ଘର, ରାସ୍ତା ଘାଟ, ଫସଲ ଆଦିର ରିପୋର୍ଟ ଦେବାବେଳେ ଜିଓ ଟ୍ୟାଗିଂ ଫଟୋ, ତାରିଖ ଓ ସମୟ ଲେଖାଥିବା ଫଟୋ ଦେବାକୁ କୁହାଯାଇଛି। ଏହାକୁ ଭିତ୍ତିକରି ଜିଲ୍ଲାପାଳମ‌ାନେ କ୍ଷେତ୍ରସ୍ତରରୁ ରିପୋର୍ଟ ସଂଗ୍ରହ କରି ପଠାଇବାକୁ କୁହାଯାଇଛି। ସେହିପରି ବନ୍ୟାରେ ଉପରୋକ୍ତ ନଦୀଗୁଡ଼ିକରେ ବହୁ ସ୍ଥାନରେ ଘଳିଆ ସୃଷ୍ଟି ହୋଇଥିବାବେଳେ ଘାଇ ସୃଷ୍ଟି ହୋଇଛି। ଏବେ ବର୍ଷା ଋତୁ ସରିନଥିବାବେଳେ ସେପ୍ଟେମ୍ବର ୩୦ ପର୍ୟ୍ୟନ୍ତ ମୌସୁମୀ ଜନିତ ବର୍ଷା ହେବାର ସମ୍ଭାବନା ଅଛି। ଏପରିକି ଅକ୍ଟୋବର ମାସରେ ବାତ୍ୟା ଆଶଙ୍କା ଅଛି। ତେଣୁ ଲଗାଣ ବର୍ଷା ହେଲେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଆଗକୁ ଯେପରି କ୍ଷୟକ୍ଷତି ନହେବ ତାହାକୁ ନଜରରେ ରଖି ତୁରନ୍ତ ସମସ୍ତ ଘାଇ ଓ ଘଳିଆ ବନ୍ଦ କରିବାକୁ ଏସ୍‌ଆର୍‌ସିଙ୍କ ପକ୍ଷରୁ ଜଳସମ୍ପଦ ବିଭାଗକୁ କୁହାଯାଇଛି

Powered by Froala Editor

Tags Flood

Related articles Odisha News Lens 4.1

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15585
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ
    ବିଶେଷ

    ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15504
    Jul 12, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15737
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15622
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14639
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14495
    Jul 11, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    14992
    Jul 12, 2025
  • କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ

    14052
    Jul 11, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି
    ବିଶେଷ

    ସମୟର ସଦୁପଯୋଗ କରନ୍ତୁ ଏହିପରି

    14634
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14495
    Jul 11, 2025
  • ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15626
    Jul 12, 2025
  • ବିଶେଷ

    ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15504
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14634
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15504
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14495
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14651
    Jul 10, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    14549
    Jul 08, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15867
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16408
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15576
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14495
    Jul 11, 2025
  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15622
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14639
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In