Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ବିଶେଷ
Home ›› ବିଶେଷ ››ଅଧିକ ଲୁଣ ଖାଇଲେ ହୋଇପାରେ ଏହି ସମସ୍ୟା

ଅଧିକ ଲୁଣ ଖାଇଲେ ହୋଇପାରେ ଏହି ସମସ୍ୟା

2021-05-13 05:39:38
13944
Share:
Facebook
Twitter
E-Mail
WhatsApp
Telegram
ଅଧିକ ଲୁଣ ଖାଇଲେ ହୋଇପାରେ  ଏହି ସମସ୍ୟା

ଲୁଣ ବିନା ଖାଦ୍ୟ ସମ୍ପୂର୍ଣ୍ଣ ସ୍ୱାଦହୀନ ଲାଗେ । କିନ୍ତୁ ଯଦି ଆବଶ୍ୟକତା ଠାରୁ ଅଧିକ ଲୁଣ ଖାଆନ୍ତି ଆପଣ ଘୋର ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ନିକଟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅଧ୍ୟୟନରୁ ଜଣାପଡିଛି ଯେ ଅଧିକ ଲୁଣ ଖାଇବା ଦ୍ୱରା ପ୍ରତିବର୍ଷ ୩ନିୟୁତ ଲୋକଙ୍କର ମୃତୁ୍ୟ ଘଟିଥାଏ । ଏଥିପାଇଁ ‘ହୁ’ ସମଗ୍ର ଦେଶରେ ଲୁଣ ବ୍ୟବହାର ପାଇଁ ନୂତନ ଗାଇଡଲାଇନ୍ ଜାରି କରିଛି । ଯଦି ଆପଣ ଦିନକୁ ୫ଗ୍ରାମରୁ ଅଧିକ ଲୁଣ ଖାଉଛନ୍ତି, ତେବେ ଏହା ଶରୀରର କେତେକ ଅଙ୍ଗ ଉପରେ ପ୍ରଭାବ ପକାଇଥାଏ ବୋଲି ‘ହୁ’ କହିଛି । ଏହା ସହିତ ୬୦ରୁ ଉଦ୍ଧ୍ୱର୍ ଖାଦ୍ୟ ବର୍ଗରେ ସୋଡିୟମ ସ୍ତର ପାଇଁ ନୂତନମାନକ ସ୍ଥିର କରାଯାଇଛି । ଏହି ଅନୁଯାୟୀ ୬୦ରୁ ଅଧିକ ଖାଦ୍ୟ ବର୍ଗରେ ଲୁଣ ସ୍ତର ପାଇଁ ଗାଇଡଲାଇନ ଦେଶରେ ଲୁଣ ଗ୍ରହଣକୁ ହ୍ରାସ କରିବାରେ ଏବଂ ଲୋକଙ୍କ ଜୀବନ ରକ୍ଷା କରିବାରେ ସାହାଯ୍ୟ କରିବ । ବିଶେଷଜ୍ଞଙ୍କ ମତରେ ଶରୀରରେ ସୋଡିୟମ ଏବଂ ପୋଟାସିୟମର ସନ୍ତୁଳନ ଆବଶ୍ୟକ । ଖାଦ୍ୟରେ ଅଧିକ ଲୁଣ ରକ୍ତଚାପ, ହୃଦରୋଗ ଏବଂ ଷ୍ଟୋ୍ରକ ହେବାର ଆଶଙ୍କା ବଢିବା ସହିତ ଏହା ହାଡକୁ ମଧ୍ୟ ଦୁର୍ବଳ କରିଥାଏ । ସାଧାରଣତଃ ଲୋକମାନେ ପ୍ରତିଦିନ ୯-୧୨ଗ୍ରାମ ଲୁଣ ଖାଆନ୍ତି । ଏକ ସୁସ୍ଥ ପ୍ଲାଜମା ସୃଷ୍ଟି କରିବା ଓ ସ୍ନାୟୁରେ ଉନ୍ନତି ଆଣିବା ପାଇଁ ଲୁଣ ସେବନ ଆବଶ୍ୟକ ବୋଲି ବିବେଚନା କରାଯାଏ । କିନ୍ତୁ ଲୁଣ ଖାଇବାରେ ସୀମା ଅତିକ୍ରମ କରିବା ଅତ୍ୟନ୍ତ କ୍ଷତିକାରକ । ‘ହୁ’ ଆକଳନ କରିଛି ଯେ, ଯଦି ଲୁଣ ବ୍ୟବହାର ଶୃଙ୍ଖଳିତ ସ୍ତରକୁ କମିଯାଏ ତେବେ ବିଶ୍ୱରେ ୨.୫ନିୟୁତ ମୃତୁ୍ୟକୁ ରୋକାଯାଇପାରିବ । ସଂଗଠନର ଧାରଣା ହେଉଛି ପ୍ରୋସେସ୍ଡ ଫୁଡରେ ଲୁଣ ଗ୍ରହଣକୁ ହ୍ରାସ  କରିବା । ଅନେକ ବିଶ୍ୱାସ କରନ୍ତିଯେ ଝାଳ ବାହାରିବା ପରେ ଅଧକ ଲୁଣ ଖାଇବା ଉଚିତ୍ । କିନ୍ତୁ ଏହା ଭୁଲ ଧାରଣା , ଝାଳ ବାହାରିବା ପରେ କେବଳ ହାଇଡ୍ରେସନ୍ ଆବଶ୍ୟକ । ଅଧିକ ଲୁଣ ଖାଇବା ଦ୍ୱରା ଯେକୌଣସି ବୟସରେ ରକ୍ତଚାପ ବଢିପାରେ ।  ୧୦୦ଗ୍ରାମ ଆଳୁ ଚିପ୍ସରେ ସର୍ବାଧିକ ୧୦୦ଗ୍ରାମ ସୋଡିୟମ ରହିବା ଉଚିତ୍ । ପିଠା ଓ ପେଷ୍ଟ୍ରି ଆଦିରେ ୧୨୦ ଗ୍ରାମ ପର୍ଯ୍ୟନ୍ତ ସୋଡିୟମ ଏବଂ ପ୍ରକ୍ରିୟାକୃତ ମାଂସରେ ୩୦ମିଲିଗ୍ରାମ ସୋଡିୟମ ରହିବ ବୋଲି ହୁ ପକ୍ଷରୁ କୁହାଯାଇଛି ।

Powered by Froala Editor

Tags salt

Related articles Odisha News Lens 4.1

  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13777
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15576
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13320
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13617
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15654
    Oct 10, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15204
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13981
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13425
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13783
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15204
    Oct 11, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13981
    Oct 11, 2026
  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13783
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14497
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14603
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15610
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14283
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16020
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15795
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15024
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13981
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13617
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15654
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In