ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଏହି ପତ୍ର
ଧନିଆ ପତ୍ରରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲସିୟମ, ଭିଟାମିନ ଓ ମାଙ୍ଗାନିଜ ଭରପୁର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ:
– ରକ୍ତହୀନତା ସହ ହୃତ୍ପିଣ୍ଡ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ।
– ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଏହା ବରଦାନ ସଦୃଶ ହୋଇଥାଏ।
– ଏଥିରେ ଥିବା କେତେକ ଗୁଣ ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।
– ଏଥିରେ କ୍ୟାଲୋରି କମ ଥାଏ ଯାହା ଓଜନ କମ କରିବାରେ ସାହାଯ୍ୟ କରିଥାଏ।
-ଏହା କୋଲେଷ୍ଟ୍ରୋଲସ୍ତର କମ ମଧ୍ୟ କରିଥାଏ।
Powered by Froala Editor