Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ...

  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ...

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

  • ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ...

  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ...

  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ...

  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ...

  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ...

  • ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ...

Home ›› ››ରାଜ୍ୟରେ ୨୭୫ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୨୭୫ ପଜିଟିଭ୍ ଚିହ୍ନଟ

2022-08-31 06:03:24
13629
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୨୭୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୨୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୬୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୬୪୭୪ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ
    ମନୋରଞ୍ଜନ

    ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ

    14189
    Apr 26, 2026
  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ
    ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14890
    Apr 26, 2026
  • ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ପସନ୍ଦ କଲେ ୟୁଜର୍ସ
    ଦେଶ-ଦେଶାନ୍ତର

    ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ପସନ୍ଦ କଲେ ୟୁଜର୍ସ

    14875
    Apr 26, 2026
  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ

    13890
    Apr 26, 2026
  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ

    13924
    Apr 26, 2026
  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14737
    Apr 26, 2026
  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    13882
    Apr 26, 2026
  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ
    ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    13991
    Apr 26, 2026
  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ
    ଦେଶ-ଦେଶାନ୍ତର

    'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14762
    Apr 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14737
    Apr 26, 2026
  • ଦେଶ-ଦେଶାନ୍ତର

    ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    13882
    Apr 26, 2026
  • ଦେଶ-ଦେଶାନ୍ତର

    'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14762
    Apr 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17435
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17488
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17846
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16316
    Apr 03, 2021

ବିଶେଷ

  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14176
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14255
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13908
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14607
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13967
    Apr 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15354
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15087
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15587
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13890
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ପସନ୍ଦ କଲେ ୟୁଜର୍ସ

    14875
    Apr 26, 2026
  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14890
    Apr 26, 2026
  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14762
    Apr 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In