Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଡ଼ିଶା କୃଷି ଭିତ୍ତିକ ଅର୍ଥନୀତିରୁ ଦେଶର ଏକ ଅର୍ଥନୀତିକ ଅଗ୍ରଣୀ ଶିଳ୍ପନୀତିରେ ପରିଣତ ହୋଇଛି:ମୁଖ୍ୟମନ୍ତ୍ରୀ

ଓଡ଼ିଶା କୃଷି ଭିତ୍ତିକ ଅର୍ଥନୀତିରୁ ଦେଶର ଏକ ଅର୍ଥନୀତିକ ଅଗ୍ରଣୀ ଶିଳ୍ପନୀତିରେ ପରିଣତ ହୋଇଛି:ମୁଖ୍ୟମନ୍ତ୍ରୀ

2022-09-01 05:32:25
14222
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା କୃଷି ଭିତ୍ତିକ ଅର୍ଥନୀତିରୁ ଦେଶର ଏକ ଅର୍ଥନୀତିକ ଅଗ୍ରଣୀ ଶିଳ୍ପନୀତିରେ ପରିଣତ ହୋଇଛି:ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାର ନୂଆ ଶିଲ୍ପାୟନରେ ସହଯୋଗୀ ହେବାକୁ ନବୀନଙ୍କ ଆହ୍ବାନ । ୨୦୧୬ ଓ ୨୦୧୮ର ସଫଳତା ପରେ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୨କୁ ସଫଳ କରିବାର ଯୋଜନା ରହିଛି । ଗତ ୨୦ ବର୍ଷ ଭିତରେ ଓଡ଼ିଶା କୃଷି ଭିତ୍ତିକ ଅର୍ଥନୀତିରୁ ଦେଶର ଏକ ଅର୍ଥନୀତିକ ଅଗ୍ରଣୀ ଶିଳ୍ପନୀତିରେ ପରିଣତ ହୋଇଛି । ଓଡ଼ିଶାର ପ୍ରଚୁର ପ୍ରାକୃତିକ ସମ୍ପଦ ରହିଛି । ରାଜ୍ୟରେ ଦକ୍ଷ ମାନବ ସମ୍ବଳ ଓ ରାଜନୈତିକ ସ୍ଥିରତା ରହିଛି । ଏହାସହ ପ୍ରଗତିଶୀଳ ନୀତି ନିବେଶ ପାଇଁ ଉତ୍ତମ ପରିବେଶ ସୃଷ୍ଟି କରିଛି । ମ୍ୟାନୁଫ୍ୟାକ୍ଚରିଂ କ୍ଷେତ୍ରରେ ଓଡ଼ିଶା ଏକ ଦେଶର ବିଶେଷ ସ୍ଥାନ ଗ୍ରହଣ କରିଛି। କେନ୍ଦ୍ର ସରକାରଙ୍କ ଇଜ ଅଫ ଡୁଇଂ ବିଜନେସରେ ଓଡ଼ିଶା ଆଚିଭର ଆୱାର୍ଡ ପାଇଛି । ପ୍ରାକୃତିକ ବିପର୍ୟ୍ୟୟ ସହ ଲଢି ଓଡ଼ିଶା ଏବେ ବିଶ୍ବରେ ଲିଡର ଭୂମିକା ନିଭାଉଛି । ଅର୍ଥନୀତି ଓ ଖାଦ୍ୟ ସୁରକ୍ଷାରେ ଓଡ଼ିଶା ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ଦିଲ୍ଲୀରେ ଇନଭେଷ୍ଟର୍ସ ମିଟ୍ ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମେକ୍ ଇନ୍ ଓଡ଼ିଶା ତୃତୀୟ ସଂସ୍କରଣରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ହୋଇଥିବା ବୈଠକ ଶେଷ ହୋଇଛି । ପ୍ରଥମେ ୩୦ଟି ଦେଶର ରାଷ୍ଟ୍ରଦୁତ ଏବଂ ୫୦ରୁ ଅଧିକ ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନିବେଶ ସହ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । କାହିଁକି ପୁଞ୍ଜିନିବେଶ ପାଇଁ ଓଡ଼ିଶା ବେଷ୍ଟ, ସେ ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶା ସରକାର ଏବଂ ଫିକିର ସହଭାଗିତାରେ କାର୍ୟ୍ୟକ୍ରମ ଆୟୋଜିତ ହୋଇଛି। ଆସନ୍ତା ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ପର୍ୟ୍ୟନ୍ତ ଆୟୋଜିତ ହେଉଛି ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ । କନକ୍ଲେଭରେ ବିଭିନ୍ନ ଦେଶରୁ ଅଧିକ ପୁଞ୍ଜି କିପରି ଓଡ଼ିଶାକୁ ଆସିବ ସେନେଇ ଗୁରୁତ୍ବ ଦେଇଛନ୍ତି ନବୀନ । ଦେଶରେ ପୁଞ୍ଜିନିବେଶ କରିବା ପାଇଁ ଓଡ଼ିଶା ଉକୃଷ୍ଟ ସ୍ଥାନ ବୋଲି ଶିଳ୍ପପତିଙ୍କୁ ବୁଝାଇଛନ୍ତି ନବୀନ ଓ ବ୍ରିଗେଡ୍ । ଦିଲ୍ଲୀ ପରେ ମୁମ୍ବାଇରେ ସେପ୍ଟେମ୍ବର ୧୪ରେ ଇନଭେଷ୍ଟରର୍ସ ମିଟ୍‌ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେବା ସହ ଶିଳ୍ପପତିଙ୍କୁ ନିବେଶ ପାଇଁ ନିମନ୍ତ୍ରଣ କରିବେ । ୨୦୧୮ରେ ମଧ୍ୟ ଏହିଭଳି ଭାବେ ଏକ ବୈଠକ ହୋଇଥିଲା ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13635
    Feb 06, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14839
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15362
    Feb 06, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15448
    Feb 07, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14790
    Feb 07, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15113
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14381
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14116
    Feb 05, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14376
    Feb 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗୋଲାପ ଦିବସ

    15448
    Feb 07, 2026
  • ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15113
    Feb 07, 2026
  • ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13635
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15448
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15362
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15916
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14206
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14422
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14376
    Feb 06, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15113
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14381
    Feb 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In