Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ବିଶେଷ
Home ›› ବିଶେଷ ››ଡାର୍କ ସର୍କଲକୁ ଦୂର କରିବା ପାଇଁ ଆପଣାନ୍ତୁ ଏହି ତେଲ

ଡାର୍କ ସର୍କଲକୁ ଦୂର କରିବା ପାଇଁ ଆପଣାନ୍ତୁ ଏହି ତେଲ

2022-09-01 05:48:04
14745
Share:
Facebook
Twitter
E-Mail
WhatsApp
Telegram
ଡାର୍କ ସର୍କଲକୁ ଦୂର କରିବା ପାଇଁ ଆପଣାନ୍ତୁ ଏହି ତେଲ

ଯୁବପିଢ଼ି ଆପଣେଇଛି ନୂତନ ଚଳଣି । ଆଧୁନିକତା ଆଢ଼ୁଆଳରେ ନୂଆ ଟେକନିକ୍, ଯନ୍ତ୍ରପାତି, ବ୍ୟସ୍ତବହୁଳ ଜୀବନଶୈଳୀ ଇତ୍ୟାଦି । ଯାହା ଦିନକୁ ଦିନ ବିଭିନ୍ନ ରୋଗକୁ ମଧ୍ୟ ଡ଼ାକି ଆଣୁଛି । ସେସବୁ ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ଆଖିରେ ଡ଼ାର୍କ ସର୍କଲ ଆସିଯିବା । ରାତି ଅନିଦ୍ରା, ଖାଦ୍ୟପେୟରେ ଅନିୟମିତତା, ମୋବାଇଲ ଓ କମ୍ପୁ୍ୟଟରର ବ୍ୟବହାର ଇତ୍ୟାଦି ଯୋଗୁଁ ମୁଖ୍ୟତଃ ଡ଼ାର୍କ ସର୍କଲ ସମସ୍ୟା ସୃଷ୍ଟି ହୋଇଥାଏ । ସାଧାରଣତଃ ଲୋକେ ଆଖି ତଳ ଡାର୍କ ସର୍କଲକୁ ଲୁଚାଇବା ପାଇଁ ଅନେକ ପ୍ରକାର ଉପାୟ ଆପଣାଇ ଥାଆନ୍ତି। କିଛି ମହିଳା ମହଙ୍ଗା ପ୍ରଡକ୍ଟ ବ୍ୟବହାର କରନ୍ତି। କେବେ କେବେ ସେମାନଙ୍କୁ ମେକ୍‌ଅପରେ ବି କଳା ଦାଗକୁ ଲୁଚାଇବାକୁ ପଡ଼ିଥାଏ। କିନ୍ତୁ ଏହି ଡାର୍କ ସର୍କଲକୁ ଲୁଚାଇବା ଅପେକ୍ଷା ସବୁଦିନ ପାଇଁ ଏହାଠୁ ଛୁଟକାରା ପାଇବା ଭଲ।

ଡାର୍କ ସର୍କଲକୁ ଦୂର କରିବା ପାଇଁ ଆପଣ ବାଦାମ ତେଲ ବ୍ୟବହାର କରି ପାରିବେ। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ରହିଛି। ତେଣୁ ଆଜି ଆମେ ଆପଣଙ୍କୁ ବାଦାମ ତେଲରୁ କିପରି ଆଖି ତଳ କଳା ଦାଗକୁ ଦୂର କରାଯାଇ ପାରିବ, ସେ ବିଷୟରେ କହିବାକୁ ଯାଉଛୁ। ଆସନ୍ତୁ ଜାଣିବା…

ଆବଶ୍ୟକ ସାମଗ୍ରୀ
-ଅଧା ଚାମଚ ଏକ୍ସଟ୍ରା ଭର୍ଜିନ୍‌ ଅଲିଭ୍‌ ଅଏଲ

-ଅଧା ଚାମଚ ବାଦାମ ତେଲ

ଡାର୍କ ସର୍କଲ ଉପରେ ବାଦାମ ତେଲ ଲଗାଇବାର ଉପାୟ
-ପ୍ରଥମେ ଏକ ପାତ୍ରରେ ଏକ୍ସଟ୍ରା ଭର୍ଜିନ୍‌ ଅଲିଭ୍‌ ଅଏଲ ଓ ବାଦାମ ତେଲ ନେଇ ଏହାକୁ ମିକ୍ସ କରି ନିଅନ୍ତୁ।

-ନିଜ ଆଙ୍ଗୁଠି ଟିପକୁ ତେଲରେ ବୁଡ଼ାଇ ଏହାକୁ ଡାର୍କ ସର୍କଲ ଥିବା ଜାଗାରେ ଲଗାନ୍ତୁ।

-ହାଲୁକା ହାତରେ ୨ରୁ ୩ ମିନିଟ୍‌ ଯାଏ ମସାଜ କରନ୍ତୁ।

-ଏହି ବିଧି ରାତିରେ ଶୋଇବା ପୂର୍ବରୁ କରନ୍ତୁ ଏବଂ ତେଲକୁ ରାତି ସାରା ଲଗାଇ ରହିବାକୁ ଦିଅନ୍ତୁ।

-ପ୍ରତିଦିନ ଏମିତି କରିବା ଦ୍ୱାରା ଆପଣ ଜଲ୍‌ଦି ଫରକ୍‌ ଅନୁଭବ କରି ପାରିବେ।

Powered by Froala Editor

Tags Dark circle

Related articles Odisha News Lens 4.1

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13582
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14924
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15005
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14490
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14471
    Aug 17, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14800
    Aug 18, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15184
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026
  • ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14800
    Aug 18, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13762
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14856
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14629
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14468
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15184
    Aug 17, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15005
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In