Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, December 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ...

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

  • ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲିଙ୍ଗାୟତ ସମ୍ପ୍ରଦାୟ ଗୁରୁ ଶିବମୂର୍ତ୍ତି ମୁରୁଘା ଶାରନାରୁ ଗିରଫ

ଲିଙ୍ଗାୟତ ସମ୍ପ୍ରଦାୟ ଗୁରୁ ଶିବମୂର୍ତ୍ତି ମୁରୁଘା ଶାରନାରୁ ଗିରଫ

2022-09-01 19:18:28
15692
Share:
Facebook
Twitter
E-Mail
WhatsApp
Telegram
ଲିଙ୍ଗାୟତ ସମ୍ପ୍ରଦାୟ ଗୁରୁ ଶିବମୂର୍ତ୍ତି ମୁରୁଘା ଶାରନାରୁ ଗିରଫ

ଲିଙ୍ଗାୟତ ସମ୍ପ୍ରଦାୟ ତଥା ଚିତ୍ରଦୁର୍ଗା ଜିଲ୍ଲାରେ ଥିବା ଜଗତଗୁରୁ ମୁରୁଗରାଜେନ୍ଦ୍ର ବିଦ୍ୟାପୀଠ ମଠର ମୁଖ୍ୟ ପୂଜକ ଶିବମୂର୍ତ୍ତି ମୁରୁଘା ଶାରନାରୁ ଗିରଫ ହୋଇଛନ୍ତି। ନାବାଳିକାଙ୍କ ଦୁଷ୍କର୍ମ ଅଭିଯୋଗରେ ତାଙ୍କ ବିରୋଧରେ ପୋକ୍ସୋ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ତେବେ ପୁଲିସ ତାଙ୍କୁ କେବଳ ପଚରାଉଚରା କରି ଛାଡ଼ିଦେଇଥିଲା।  ଏହି ମାମଲାରେ ତାଙ୍କୁ ଗିରଫ କରାଯାଇଛି । ସେ ଓ ଅନ୍ୟ ୪ ଜଣଙ୍କ ନାଁରେ ୨ ଜଣ ହାଇସ୍କୁଲ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦେଉଥିବାର ଅଭିଯୋଗ ହୋଇଛି ।

କର୍ଣ୍ଣାଟକ ଚିତ୍ତରଦୁର୍ଗାରେ ଥିବା ଏକ ପ୍ରଖ୍ୟାତ ମଠର ମୁଖ୍ୟ ହେଲେ ଶିବମୁର୍ତ୍ତି ମୁରୁଘା ଶହରନରୁ। ଲିଙ୍ଗାୟତ ସମ୍ପ୍ରଦାୟରେ ତାଙ୍କର ପ୍ରଭାବ ଅନେକ। ହେଲେ ତାଙ୍କ ବିରୋଧରେ ନାବାଳିକା ଦୁଷ୍କର୍ମ ଲାଗିବା ପରେ ପୁଲିସ ତାଙ୍କୁ କେବଳ ଡକାଇ ପଚରାଉଚରା କରି ଛାଡ଼ିଦେଇଥିଲା। ଏହାପରେ ତାଙ୍କୁ ଗିରଫ କରିବା ନେଇ ଦାବି ଜୋର ଧରିଥିଲା। ହେଲେ ଶିବମୂର୍ତ୍ତିଙ୍କର ଲିଙ୍ଗାୟତ ସମ୍ପ୍ରଦାୟର ପ୍ରଭାବ ଥିବାରୁ ସରକାର ନିରବ ରହୁଥିଲେ ବୋଲି ଅଭିଯୋଗ ହେଉଥିଲା। ଶେଷରେ ଜନତାଙ୍କ ଚାପରେ ଆସି ସରକାର ତାଙ୍କୁ ଗିରଫ କରିଥିବା କୁହାଯାଉଛି। ନାବାଳିକା ଦୁଷ୍କର୍ମ ମାମଲାର ଏହା ପୂର୍ବରୁ ଆଜି କର୍ଣ୍ଣାଟକ ପୁଲିସ ହଷ୍ଟେଲ୍ ୱାର୍ଡେନ୍ ରଶ୍ମୀକୁ ଅଟକ ରଖିଥିଲା।

ଲିଙ୍ଗାୟତ ସଂପ୍ରଦାୟ କର୍ଣ୍ଣାଟକରେ ଏକ ପ୍ରଭାବଶାଳୀ ସଂପ୍ରଦାୟ ଭାବେ ଜଣାଶୁଣା । କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ୟୁଦ୍ୟୁରାପ୍ପା ଏବଂ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଏହି ସଂପ୍ରଦାୟରୁ ଆସନ୍ତି ।

Powered by Froala Editor

Tags sivamurti

Related articles Odisha News Lens 4.1

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    14886
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14514
    Dec 11, 2025
  • ବକ୍ସ ଅଫିସରେ
    ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14492
    Dec 11, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15262
    Dec 11, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13425
    Dec 11, 2025
  •  ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌
    ଦେଶ-ଦେଶାନ୍ତର

    ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13626
    Dec 11, 2025
  • ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ

    14537
    Dec 11, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା
    ଦେଶ-ଦେଶାନ୍ତର

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    14990
    Dec 11, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15143
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14566
    Dec 11, 2025
  • ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14492
    Dec 11, 2025
  • ଦେଶ-ଦେଶାନ୍ତର

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    14990
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17139
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17229
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17573
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16047
    Apr 03, 2021

ବିଶେଷ

  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16040
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13891
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15950
    Dec 08, 2025
  • ରାତିରେ ଶୋଇବା ପୂର୍ବରୁ କେତେବେଳେ ପଇବେ ପାଣି

    15880
    Dec 06, 2025
  • କଦଳୀ ଚୋପାରେ ଲୁଚି ରହିଛି ମହିଳାଙ୍କ ସୌନ୍ଦର୍ଯ୍ୟ

    15774
    Dec 05, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15135
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14233
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14902
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15137
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14566
    Dec 11, 2025
  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13626
    Dec 11, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    14990
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In