Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

2022-09-02 06:56:37
14082
Share:
Facebook
Twitter
E-Mail
WhatsApp
Telegram
ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

କୋଚି:ଆଜି ଭାରତୀୟ ନୌସେନାକୁ ମିଳିଛି ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନ୍ଏସ୍ ବିକ୍ରାନ୍ତ। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଇଏନ୍ଏସ୍ ବିକ୍ରାନ୍ତକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କରିଛନ୍ତି। ଏଥିପାଇଁ କେରଳର କୋଚି ଠାରା ଥିବା ନୌସେନା ବେସ୍‌ରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ନିର୍ମିତ ହୋଇଥିବା ସବୁଠାରୁ ବଡ଼ ଏୟାକ୍ରାଫ୍ଟ କ୍ୟାରଅରକୁ ଭାରତୀୟ ନୌସେନାକୁ ଭେଟି ଦେଇଛନ୍ତି।

ଏଥିସହ ସେ କୋଚି ଶିପୟାର୍ଡରେ ନୌସେନାର ନୂଆ ବ୍ୟାଜର ଉନ୍ମୋଚନ କରିଛନ୍ତି। ଆଇଏନଏସ୍‌ ବିକ୍ରାନ୍ତର ଜଳାବତରଣ ଓ ବ୍ୟାଜ୍‌ ଉନ୍ମୋଚନରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେରଳ ରାଜ୍ୟପାଳ ଆରିଫ ମହମ୍ମଦ, କେରଳ ମୁଖ୍ୟମନ୍ତ୍ରୀ ପନରାୟୀ ବିଜୟନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ।

ଏହି ଜାହାଜର  ଓଜନ ୪୫ ହଜାର ଟନ। ଯୁଦ୍ଧ ଜାହାଜକୁ ତିଆରି ପାଇଁ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାରେ ଘଣ୍ଟାପ୍ରତି ବେଗ ୫୨ କିମି। ଦୀର୍ଘ ୧ ବର୍ଷ ଧରି ସମୁଦ୍ର ମଧ୍ୟରେ ଏହା ଟ୍ରାଏଲ କରାଯିବା ପରେ ଏହାକୁ ନୌସେନାରେ ସାମିଲ କରାଯାଇଛି।
ଏହାର ଲମ୍ବ ୨୬୨ ମିଟର, ଉଚ୍ଚତା ୫୯ ମିଟର ଓ ଚଉଡ଼ା ୬୨ ମିଟର। ଆଇଏନଏସ୍‌ ବିକ୍ରମାଦିତ୍ୟ ପରେ ଏହା ଦେଶରେ ନିର୍ମାଣ ହୋଇଥିବା ୨ୟ ଯୁଦ୍ଧ ଜାହାଜ। ଦୁଇଟି ଫୁଟବଲ ପଡ଼ିଆ ଯେତିକି ବଡ଼, ଏହି ଯୁଦ୍ଧ ଜାହାଜ ଏଣ୍ଡ ଟୁ ଏଣ୍ଡ ସେତିକି ବଡ଼। ଏହାର ଉଚ୍ଚତା ମଧ୍ୟ ୧୮ଟି ଫ୍ଲୋର ସହ ସମାନ।  ଏହାର ହ୍ୟାଙ୍ଗରର ଆକାର ଠିକ୍‌  ଦୁଇଟି ଅଲିମ୍ପିକ୍ସ ପୁଲର ସାଇଜ ଭଳି। ପ୍ରାଥମିକ ଅବସ୍ଥାରେ ମିଗ୍‌ ଯୁଦ୍ଧ ବିମାନ ଓ ହେଲିକପ୍ଟରକୁ ଏହା ପରିବହନ କରିବ। ପରବର୍ତ୍ତୀ ଅବସ୍ଥାରେ ନୌସେନା ଆଭିଏସନ ଟ୍ରାଏଲ ଆରମ୍ଭ କରିବ। ଆଇଏନଏସ୍‌ ବିକ୍ରାନ୍ତ ୧୬ ଶହ କ୍ରୁ, ୩୦ଟି ଫାଇଟର ଜେଟ୍ ଓ ଏକାଧିକ ହେଲିକପ୍ଟରକୁ ପରବିହନ କରିବାର କ୍ଷମତା ରଖିଛି। ମିଗ୍-୨୯କେ, କାମୋଭ-୩୧ ଏବଂ ଏମ୍ଏଚ୍-୬୦ ଆର୍ ଭଳି ଯୁଦ୍ଧରେ ନିପୁଣ ଜେଟ ଏଥିରେ ମୁତୟନ ହେବେ।  ଯୁଦ୍ଧ ଜାହାଜରେ ଥରେ ଇନ୍ଧନ ଭରିଲେ ଏହା ସମୁଦ୍ରରେ ସାଢେ ୭ ହଜାର ମାଇଲ୍ ଦୂରତା ଅତିକ୍ରମ କରିପାରିବ।  ଜାହାଜରେ ଏମିତି ଏକ ମିସିନ ଲାଗିଛି, ଯେଉଁଥିରେ ଥରକେ ୩ ହଜାର ରୁଟି ବାହାରିବ। ଏହାକୁ ତିଆରି କରିବା ପାଇଁ ୧୦ ବର୍ଷରୁ ଅଧିକ ସମୟ ଲାଗିଛି। ଜାହାଜରେ ୧୬ ବେଡ ବିଶିଷ୍ଟ ହସ୍ପିଟାଲ, ୨୫୦ ତୈଳ ଟ୍ୟାଙ୍କର ଓ ୨୪ ଶହ କମ୍ପାର୍ଟମେଣ୍ଟ ରହିଛି।

Powered by Froala Editor

Tags Ins bikrant

Related articles Odisha News Lens 4.1

  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ
    ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13677
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14396
    Jun 19, 2025
  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14951
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15282
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15307
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13699
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    15069
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15110
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14427
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14951
    Jun 19, 2025
  • ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13677
    Jun 19, 2025
  • ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14396
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16689
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16993
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14396
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15282
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14547
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14268
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14688
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14539
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14552
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13777
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15282
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    15069
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14427
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In