Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ››ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

2022-09-02 06:56:37
14169
Share:
Facebook
Twitter
E-Mail
WhatsApp
Telegram
ଆଇଏନ୍ଏସ୍ ବିକ୍ରାନ୍ତକୁ ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କଲେ ପ୍ରଧାନମନ୍ତ୍ରୀ

କୋଚି:ଆଜି ଭାରତୀୟ ନୌସେନାକୁ ମିଳିଛି ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନ୍ଏସ୍ ବିକ୍ରାନ୍ତ। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଇଏନ୍ଏସ୍ ବିକ୍ରାନ୍ତକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କରିଛନ୍ତି। ଏଥିପାଇଁ କେରଳର କୋଚି ଠାରା ଥିବା ନୌସେନା ବେସ୍‌ରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ନିର୍ମିତ ହୋଇଥିବା ସବୁଠାରୁ ବଡ଼ ଏୟାକ୍ରାଫ୍ଟ କ୍ୟାରଅରକୁ ଭାରତୀୟ ନୌସେନାକୁ ଭେଟି ଦେଇଛନ୍ତି।

ଏଥିସହ ସେ କୋଚି ଶିପୟାର୍ଡରେ ନୌସେନାର ନୂଆ ବ୍ୟାଜର ଉନ୍ମୋଚନ କରିଛନ୍ତି। ଆଇଏନଏସ୍‌ ବିକ୍ରାନ୍ତର ଜଳାବତରଣ ଓ ବ୍ୟାଜ୍‌ ଉନ୍ମୋଚନରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେରଳ ରାଜ୍ୟପାଳ ଆରିଫ ମହମ୍ମଦ, କେରଳ ମୁଖ୍ୟମନ୍ତ୍ରୀ ପନରାୟୀ ବିଜୟନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ।

ଏହି ଜାହାଜର  ଓଜନ ୪୫ ହଜାର ଟନ। ଯୁଦ୍ଧ ଜାହାଜକୁ ତିଆରି ପାଇଁ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାରେ ଘଣ୍ଟାପ୍ରତି ବେଗ ୫୨ କିମି। ଦୀର୍ଘ ୧ ବର୍ଷ ଧରି ସମୁଦ୍ର ମଧ୍ୟରେ ଏହା ଟ୍ରାଏଲ କରାଯିବା ପରେ ଏହାକୁ ନୌସେନାରେ ସାମିଲ କରାଯାଇଛି।
ଏହାର ଲମ୍ବ ୨୬୨ ମିଟର, ଉଚ୍ଚତା ୫୯ ମିଟର ଓ ଚଉଡ଼ା ୬୨ ମିଟର। ଆଇଏନଏସ୍‌ ବିକ୍ରମାଦିତ୍ୟ ପରେ ଏହା ଦେଶରେ ନିର୍ମାଣ ହୋଇଥିବା ୨ୟ ଯୁଦ୍ଧ ଜାହାଜ। ଦୁଇଟି ଫୁଟବଲ ପଡ଼ିଆ ଯେତିକି ବଡ଼, ଏହି ଯୁଦ୍ଧ ଜାହାଜ ଏଣ୍ଡ ଟୁ ଏଣ୍ଡ ସେତିକି ବଡ଼। ଏହାର ଉଚ୍ଚତା ମଧ୍ୟ ୧୮ଟି ଫ୍ଲୋର ସହ ସମାନ।  ଏହାର ହ୍ୟାଙ୍ଗରର ଆକାର ଠିକ୍‌  ଦୁଇଟି ଅଲିମ୍ପିକ୍ସ ପୁଲର ସାଇଜ ଭଳି। ପ୍ରାଥମିକ ଅବସ୍ଥାରେ ମିଗ୍‌ ଯୁଦ୍ଧ ବିମାନ ଓ ହେଲିକପ୍ଟରକୁ ଏହା ପରିବହନ କରିବ। ପରବର୍ତ୍ତୀ ଅବସ୍ଥାରେ ନୌସେନା ଆଭିଏସନ ଟ୍ରାଏଲ ଆରମ୍ଭ କରିବ। ଆଇଏନଏସ୍‌ ବିକ୍ରାନ୍ତ ୧୬ ଶହ କ୍ରୁ, ୩୦ଟି ଫାଇଟର ଜେଟ୍ ଓ ଏକାଧିକ ହେଲିକପ୍ଟରକୁ ପରବିହନ କରିବାର କ୍ଷମତା ରଖିଛି। ମିଗ୍-୨୯କେ, କାମୋଭ-୩୧ ଏବଂ ଏମ୍ଏଚ୍-୬୦ ଆର୍ ଭଳି ଯୁଦ୍ଧରେ ନିପୁଣ ଜେଟ ଏଥିରେ ମୁତୟନ ହେବେ।  ଯୁଦ୍ଧ ଜାହାଜରେ ଥରେ ଇନ୍ଧନ ଭରିଲେ ଏହା ସମୁଦ୍ରରେ ସାଢେ ୭ ହଜାର ମାଇଲ୍ ଦୂରତା ଅତିକ୍ରମ କରିପାରିବ।  ଜାହାଜରେ ଏମିତି ଏକ ମିସିନ ଲାଗିଛି, ଯେଉଁଥିରେ ଥରକେ ୩ ହଜାର ରୁଟି ବାହାରିବ। ଏହାକୁ ତିଆରି କରିବା ପାଇଁ ୧୦ ବର୍ଷରୁ ଅଧିକ ସମୟ ଲାଗିଛି। ଜାହାଜରେ ୧୬ ବେଡ ବିଶିଷ୍ଟ ହସ୍ପିଟାଲ, ୨୫୦ ତୈଳ ଟ୍ୟାଙ୍କର ଓ ୨୪ ଶହ କମ୍ପାର୍ଟମେଣ୍ଟ ରହିଛି।

Powered by Froala Editor

Tags Ins bikrant

Related articles Odisha News Lens 4.1

  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13757
    May 01, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15544
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15745
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15577
    Apr 30, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14440
    May 01, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13752
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14556
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13612
    May 01, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15674
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14440
    May 01, 2026
  • ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13752
    Apr 30, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15288
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17449
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17501
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17857
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16329
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13757
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13956
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16030
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15976
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14593
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15369
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15103
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15599
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13909
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15577
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14556
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13752
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In