Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ରାଜ୍ୟ
Home ›› ରାଜ୍ୟ ››କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟାରେ ବଡ଼ ଟୁଇଷ୍ଟ: ହତ୍ୟା ଅଭିଯୋଗ ଆଣିଲେ ପରିବାର

କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟାରେ ବଡ଼ ଟୁଇଷ୍ଟ: ହତ୍ୟା ଅଭିଯୋଗ ଆଣିଲେ ପରିବାର

2022-09-03 08:46:59
14840
Share:
Facebook
Twitter
E-Mail
WhatsApp
Telegram
କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟାରେ ବଡ଼ ଟୁଇଷ୍ଟ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭୁବନେଶ୍ୱର: କଟକ ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀ ଗତକାଲି ଆତ୍ମହତ୍ୟା କରିଥିବା ଖବର ଆସିଥିବାବେଳେ ଆଜି ସେଥିରେ ବଡ଼ ଟୁଇଷ୍ଟ ଆସିଛି ।  ସେ ଆତ୍ମହତ୍ୟା କରିନାହାନ୍ତି ବରଂ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି । ସୁବାସଙ୍କ ମା, ଭିଣୋଇ ଓ ସମ୍ପର୍କୀୟ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି । ସବୁଠାରୁ ବଡ଼ କଥା ହେଲା ଯେ ସୁବାସଙ୍କୁ ତାଙ୍କ ସ୍ତ୍ରୀ ଓ ଶଳା ହତ୍ୟା କରିଥିବା ପରିବାରଲୋକ ଅଭିଯୋଗ କରିଛନ୍ତି । ଉଭୟ ସ୍ତ୍ରୀ ଓ ଶଳା ସୁବାସଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ମୋ ପୁଅକୁ ମାରିଦେଇଛନ୍ତି ବୋଲି ସୁବାସଙ୍କ ମା ଅଭିଯୋଗ କରିଛନ୍ତି ।  ପୁଅକୁ ଘରକୁ ଛାଡ଼ୁନଥିଲେ, ମୋ ସହ କଥା କରାଇଦେଉନଥିଲେ ।  ବୋହୂ ଓ ତାଙ୍କ ଭାଇ ମାରିଦେଇଥିବା ସୁବାସଙ୍କ ମା’ ଅଭିଯୋଗ କରିଛନ୍ତି ।  ସେହିପରି ମୃତଦେହରେ କ୍ଷତ ଚିହ୍ନଥିବା କହି ସୁବାସଙ୍କ ପିଉସୀ ପୁଅ ଏହାକୁ ଯୋଜନାବଦ୍ଧ ହତ୍ୟା ଦର୍ଶାଇ ସିବିଆ ତଦନ୍ତ ଦାବି କରିଛନ୍ତି ।  ସେହିପରି ମୃତଦେହକୁ ଆମକୁ ଦେଖାଇଲେନି କି ଦେଖାଇଦେଲେନି ବୋଲି ସୁବାସଙ୍କ ଭିଣୋଇ କହିଛନ୍ତି ।ଏନେଇ ସେମାନେ ଆଜି ମର୍କତନଗର ଥାନାରେ ଏତଲା କରିବେ ବୋଲି କହିଛନ୍ତି ।

ପ୍ରକାଶଯେ  କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଶୁକ୍ରବାର ଆତ୍ମହତ୍ୟା କରିଥିବାଥିଲେ। ସେ ତାଙ୍କ ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ବାସଭବନରେ ଆତ୍ମହତ୍ୟା କରିଛନ୍ତିଥିଲେ। ସିଡିଏର ଏକ ଘରୋଇ ଡାକ୍ତରଖାନାରେ ଅପରାହ୍ଣ ପ୍ରାୟ ୨ଟା ବେଳେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।ବିଚାରପତି ସୁବାସ କୁମାର ବିହାରୀ କାହିଁକି ଆତ୍ମହତ୍ୟା କଲେ, ତା’ର କାରଣ ସ୍ପଷ୍ଟ ହୋଇପାରିନି। ତେବେ ଗତ ଦୁଇ ଦିନ ସେ ଛୁଟିରେ ଥିଲେ। ଶୁକ୍ରବାର  ସେ କାର୍ୟ୍ୟରେ ଯୋଗ ଦେବାର ଥିଲା। ତେବେ ଶୁକ୍ରବାର  ସେ ପୁଣି ଛୁଟି ନେଇଥିଲେ।
ବିଚାରପତି ସୁବାସ କୁମାର ବିହାରୀଙ୍କ ଷ୍ଟେନୋ କହିଛନ୍ତି ଯେ ସେ ଶୁକ୍ରବାର  କୋର୍ଟ ଆସିବାର ଥିଲା। କିନ୍ତୁ ସକାଳ ପ୍ରାୟ ୧୦ଟା ବେଳେ ଫୋନ୍ କରି ଛୁଟିରେ ରହିବେ ବୋଲି କହିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ବିଚାରପତି ସୁବାସ କୁମାର ବିହାରୀ ଫ୍ୟାନ୍‌ରେ ରଶି ଲଗାଇ ଝୁଲିପଡ଼ିଥିଲେ। ସେତେବେଳେ ଘରେ କେହି ନଥିଲେ। ତାଙ୍କ ପତ୍ନୀ ଓ ଦୁଇ ଝିଅ ବଜାର ଯାଇଥିଲେ। ସେହିପରି ତାଙ୍କ ଅଡର୍ଲି ୧୨ଟା ବେଳେ କାମ ଶେଷ କରି ଚାଲି ଯାଇଥିଲେ। ଅଡର୍ଲି ଚାଲିଯିବା ପରେ ବିଚାରପତି ସୁବାସ କୁମାର ବିହାରୀ ଏଭଳି ପଦକ୍ଷେପ ନେଇଥିଲେ। ତାଙ୍କ ପତ୍ନୀ ଓ ଝିଅମାନେ ବଜାରରୁ ଫେରିବା ପରେ କବାଟ ବାଡ଼େଇ ଦେଇଥିଲେ। ଭିତର ପଟରୁ କୌଣସି ଉତ୍ତର ନଆସିବାରୁ ସେମାନେ ଅଡର୍ଲିଙ୍କୁ ଡକାଇଥିଲେ। ଏହା ପରେ କବାଟ ଭଙ୍ଗା ଯାଇଥିଲା। କବାଟ ଭାଙ୍ଗି ଭିତରେ ପଶିବା ପରେ ସେମାନେ ବିଚାରପତିଙ୍କୁ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ତାଙ୍କୁ ତଳକୁ ଓହ୍ଲାଇ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଏସିପି ତାପସ ପ୍ରଧାନ କହିଥିଲେ, ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଲାଗୁଛି। ତାଙ୍କ ବେକରେ ଦାଗ ଓ ଆଞ୍ଚୁଡ଼ା ଚିହ୍ନ ରହିଛି। ସାଧାରଣତଃ ଝୁଲିପଡ଼ି ଆତ୍ମହତ୍ୟା କଲେ ଏଭଳି ଦାଗ ସୃଷ୍ଟି ହୋଇଥାଏ। ତେବେ ଘଟଣାର ଅଧିକ ତଦନ୍ତ ଚାଲିଛି।

ସେ କହିଥିଲେ, ଘଟଣାସ୍ଥଳରୁ ଏକ ରଶି ମିଳିଛି। ତାକୁ ଜବତ କରାଯାଇଛି ଓ ପରୀକ୍ଷା ପାଇଁ ପଠାଯିବ। ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ଯାଞ୍ଚ କରିଛି। ତାଙ୍କ ମୃତଦେହକୁ ଯାଞ୍ଚ କରାଯାଇଛି। ଏବେ ତାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କଲା ଭଳି ସ୍ଥିତି ନାହିଁ। ତେଣୁ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ତଦନ୍ତ କରାଯାଉଛି। ଏସିପିଙ୍କ ସୂଚନା ଅନୁଯାୟୀ, ଘରେ କେହି ନଥିବା ବେଳେ ଏହି ଘଟଣା ଘଟିଛି। ତାଙ୍କ ପତ୍ନୀ ବାହାରକୁ ଯାଇଥିଲେ। ଅଡର୍ଲି ୧୨ଟାରେ ପଳାଇଥିଲେ। ଆଉ କିଛି କାମ ନାହିଁ କହି ଅଡର୍ଲିଙ୍କୁ ୧୨ଟା ବେଳେ ପଠାଇ ଦେଇଥିଲେ ବିଚାରପତି।

Powered by Froala Editor

Tags Judge suicide case

Related articles Odisha News Lens 4.1

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15420
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15007
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15636
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14749
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15640
    Jul 12, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13818
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15000
    Jul 13, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15599
    Jul 12, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15751
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13818
    Jul 13, 2025
  • ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15636
    Jul 12, 2025
  • ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15599
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13818
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14649
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15520
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14510
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14666
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15636
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14749
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15640
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In