Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଆମ୍ବୁଲାନ୍ସ ପାଖରେ ପହଞ୍ଚିବାକୁ ଦେଢ କି.ମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ, ବାଟରେ ପ୍ରସବ

ଆମ୍ବୁଲାନ୍ସ ପାଖରେ ପହଞ୍ଚିବାକୁ ଦେଢ କି.ମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ, ବାଟରେ ପ୍ରସବ

2022-09-03 21:00:24
17405
Share:
Facebook
Twitter
E-Mail
WhatsApp
Telegram
ଆମ୍ବୁଲାନ୍ସ ପାଖରେ ପହଞ୍ଚିବାକୁ ଦେଢ କି.ମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ, ବାଟରେ ପ୍ରସବ

ସରକାର ଜନନୀ ସୁରକ୍ଷା ପାଇଁ କେତେ ନା କେତେ ଯୋଜନା କରିଚାଲିଛନ୍ତି । ହେଲେ ତାର ଫଳ କେତେ ସଫଳ ତାହା ଦେଖିବାକୁ କେହି ନାହାନ୍ତି । କେବଳ ଦେଖୁଛି ତ ସେହି ଯନ୍ତ୍ରଣା ଭୋଗୁଥିବା ଜନନୀ । ପୁଣି ସେହିଭଳି ଏକ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ୍ ଅନ୍ତର୍ଗତ ପାଣ୍ଡିଆ ଗାଁରୁ ।

ପାଣ୍ଡିଆ ଗାଁର ଯିଦ୍ଧି ଓରାମ ନାମକ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସବ ଜନିତ ଯନ୍ତ୍ରଣା ଅନୁଭବ ହେବାରୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ପରିବାର ଲୋକେ । ତେବେ ଉକ୍ତ ଗ୍ରାମକୁ ଭଲ ରାସ୍ତାନଥିବାରୁ ୧୦୮ ଆମ୍ବୁଲାନ୍ସଟି ଗାଁ ଠାରୁ ଦେଢ କିଲୋମିଟର ଦୂର ବ୍ୟବଧାନରେ ଅଟକି ଯାଇଥିଲା । ଏଣେ ମହିଳାଙ୍କ ପ୍ରସବ ବେଦନା ବୃଦ୍ଧି ପାଇବା ସହ ସ୍ୱାସ୍ଥ୍ୟାବସ୍ଥା କ୍ରମଶଃ ଜଟିଳ ହେଉଥିବାର ଲକ୍ଷ୍ୟ କରି ଆମ୍ବୁଲାନ୍ସ କର୍ମଚାରୀ ପ୍ରସୂତୀଙ୍କୁ ଷ୍ଟ୍ରେଚରରେ ଶୁଆଇ ଆମ୍ବୁଲାନ୍ସ ନିକଟକୁ ବୋହି ଆଣିଥିଲେ । ତେବେ ଆମ୍ବୁଲାନ୍ସ ନିକଟରେ ପହଞ୍ଚିବା ପୂର୍ବରୁ ମହିଳା ଜଣକ ରାସ୍ତାରେ କନ୍ୟା ସନ୍ତାନଟିଏ ପ୍ରସବ କରିଥିବା ଖବର ମିଳିଛି । ପରେ ଉଭୟ ମା ଓ ନବଜାତ ଶିଶୁଙ୍କୁ କମାରଯୋଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ନବଜାତ ଓ ମା ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଥିବା ଜଣାପଡିଛି ।

Powered by Froala Editor

Tags joda

Related articles Odisha News Lens 4.1

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13929
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15581
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15124
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14276
    Jun 21, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15362
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15386
    Jun 21, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14561
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13544
    Jun 21, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15236
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15362
    Jun 20, 2026
  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15236
    Jun 20, 2026
  • ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14276
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18000
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14276
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15428
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14340
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15729
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14945
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15480
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15230
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14276
    Jun 21, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15236
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15124
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In