Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

  • ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ...

  • ମାତାପିତା ହେବେ କଟ୍ରିନା-ବିକି କୌଶଲ

  • ବନତାରାକୁ କ୍ଲିନ୍ ଚିଟ୍

  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା ...

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

ଅପରାଧ
Home ›› ଅପରାଧ ››ଗର୍ଭବତୀ ଥିବା ଜାଣି ପ୍ରେମିକାକୁ ମାରି ଟାଙ୍ଗିଦେଲା ପ୍ରେମିକ

ଗର୍ଭବତୀ ଥିବା ଜାଣି ପ୍ରେମିକାକୁ ମାରି ଟାଙ୍ଗିଦେଲା ପ୍ରେମିକ

2022-09-04 19:30:43
17758
Share:
Facebook
Twitter
E-Mail
WhatsApp
Telegram
ଗର୍ଭବତୀ ଥିବା ଜାଣି ପ୍ରେମିକାକୁ ମାରି ଟାଙ୍ଗିଦେଲା ପ୍ରେମିକ

ଝାଡଖଣ୍ଡରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ଗଛରେ ଟାଙ୍ଗି ଦିଆଯାଇଛି । ଗଛରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ । ଏହି ମାମଲାରେ ଅଭିଯୁକ୍ତ ଅରମାନ୍‌ ଅନସାରୀକୁ ଗିରଫ କରାଯାଇଛି ।

ଦୁମକାରେ ସମ୍ପର୍କୀୟଙ୍କ ଘରେ ରହୁଥିବା ସମୟରେ ପୀଡିତାର ଅନସାରୀ ସହ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରେ ପୀଡିତା ଜଣକ ଗର୍ଭବତୀ ଥିବା ଜାଣିପାରି ଅନସାରୀଙ୍କୁ ବିବାହ କରିବା ପାଇଁ ଜିଦ୍‌ ଧରିଥିଲା । ଯେଉଁଥିପାଇଁ ଅନସାରୀ ପୀଡିତାକୁ ହତ୍ୟା କରିଛି ।

କିଛି ଦିନ ପୂର୍ବରୁ ଏକତରଫା ପ୍ରେମ ପାଇଁ ଝାଡଖଣ୍ଡରେ ଦ୍ବାଦଶ ଶ୍ରେଣୀ ଛାତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲା ଅଭିଯୁକ୍ତ ଶାହରୁଖ । ଆଜି ଦୁମକାରେ ପୁଣି ଏକ ଘଟଣା ଝାଡଖଣ୍ଡ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ପାଲଟିଛି ।

ଘଟଣାକୁ ଦୁର୍ଭାଗ୍ୟଜନକ କହି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଅଭିଯୁକ୍ତକୁ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୀଡିତାଙ୍କ ପରିବାରକୁ ଭଗବାନ ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ ବୋଲି ଟ୍ବିଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।



Powered by Froala Editor

Tags jhadkhand

Related articles Odisha News Lens 4.1

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14555
    Sep 15, 2025
  • ବନତାରାକୁ କ୍ଲିନ୍ ଚିଟ୍
    ଦେଶ-ଦେଶାନ୍ତର

    ବନତାରାକୁ କ୍ଲିନ୍ ଚିଟ୍

    14200
    Sep 15, 2025
  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ
    ବିଶେଷ

    ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13444
    Sep 16, 2025
  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ
    ଦେଶ-ଦେଶାନ୍ତର

    ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ

    15396
    Sep 15, 2025
  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14470
    Sep 15, 2025
  • ମାତାପିତା ହେବେ କଟ୍ରିନା-ବିକି କୌଶଲ
    ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14898
    Sep 15, 2025
  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15167
    Sep 14, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15686
    Sep 15, 2025
  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...
    ଦେଶ-ଦେଶାନ୍ତର

    ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...

    13763
    Sep 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15686
    Sep 15, 2025
  • ଦେଶ-ଦେଶାନ୍ତର

    ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ

    15396
    Sep 15, 2025
  • ବିଶେଷ

    ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ଜାଣନ୍ତୁ....

    13539
    Sep 16, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16730
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17189
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15646
    Apr 03, 2021

ବିଶେଷ

  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13444
    Sep 16, 2025
  • ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ଜାଣନ୍ତୁ....

    13539
    Sep 16, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14555
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13776
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14525
    Sep 11, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14917
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14336
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15572
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15234
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15167
    Sep 14, 2025
  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13444
    Sep 16, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15686
    Sep 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In