Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: ଗାଡ଼ି ଚଳାଉଥିଲେ ମୁମ୍ବାଇର ବିଶିଷ୍ଟ ପ୍ରସୂତି ବିଶେଷଜ୍ଞ

ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: ଗାଡ଼ି ଚଳାଉଥିଲେ ମୁମ୍ବାଇର ବିଶିଷ୍ଟ ପ୍ରସୂତି ବିଶେଷଜ୍ଞ

2022-09-04 19:41:03
14852
Share:
Facebook
Twitter
E-Mail
WhatsApp
Telegram
ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: ଗାଡ଼ି ଚଳାଉଥିଲେ ମୁମ୍ବାଇର ବିଶିଷ୍ଟ ପ୍ରସୂତି ବିଶେଷଜ୍ଞ

ଟାଟା ସମୂହଙ୍କ ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀ ରବିବାର ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ଅହମ୍ମଦାବାଦରୁ ସଡକ ରାସ୍ତାରେ ମୁମ୍ବାଇ ଫେରୁଥିବା ବେଳେ ମିସ୍ତ୍ରୀଙ୍କ କାର ପାଲଘର ନିକଟରେ ରୋଡ ଡିଭାଇଡର ସହ ଧକ୍କା ଲାଗିଥିଲା। ଫଳରେ ଘଟଣାସ୍ଥଳରେ ସାଇରସ୍ ମିସ୍ତ୍ରୀଙ୍କ ମୃତ୍ୟୁ ହୋଇଛି।  ପୁଲିସ ତଦନ୍ତରୁ ଜଣାପଡ଼ିଛି ଯେ, ଦୁର୍ଘଟଣା ହୋଇଥିବା ମର୍ସିଡିଜ କାରକୁ ମୁମ୍ବାଇର ବିଶିଷ୍ଠ ପ୍ରସୂତି ବିଶେଷଜ୍ଞ ଡ.ଅନାହିତା ପାଣ୍ଡୋଲେ (୫୫) ଚଳାଉଥିଲେ । କାରରେ ବସିଥିଲେ ତାଙ୍କ ସ୍ବାମୀ ଡାରିଅସ ପାଣ୍ଡୋଲେ (୬୦) । ପଛ ସିଟରେ ବସିଥିଲେ ଡାରିଅସଙ୍କ ଭାଇ ଜାହାଙ୍ଗୀର ପାଣ୍ଡୋଲେ ଓ ସାଇରସ ମିସ୍ତ୍ରୀ । ଏହି ଦୁର୍ଘଟଣାରେ ଜାହାଙ୍ଗୀର ଓ ସାଇରସଙ୍କ ମୃତ୍ୟୁ ହୋଇଥିଲା ।

ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ଅନାହିତା ଆଉ ଏକ କାରକୁ ଓଭରଟେକ କରିବାକୁ ଯାଇ ରାସ୍ତାର ଡିଭାଇଡରରେ ପିଟି ଦେଇଥିଲେ । ମୁମ୍ବାଇ ଅହମ୍ମଦାବାଦ ରାସ୍ତାରେ ଥିବା ପାଲଘର ଜିଲ୍ଲାରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ସାଇରସ ଓ ଜାହାଙ୍ଗୀର ଗୁରୁତରଭାବେ ଆହତ ହୋଇଥିଲେ ।

ରାସ୍ତା କଡ଼ରେ ଥିବା ଏକ ଗ୍ୟାରେଜର ମେକାନିକମାନେ ଏହି ଦୁର୍ଘଟଣା ଦେଖବା ପରେ ପୁଲିସକୁ ଖବର ଦେଇଥିଲେ । ଆମ୍ବୁଲାନ୍ସ ଆସି ସାଇରସ ଓ ଜାହାଙ୍ଗୀରଙ୍କୁ ହସପିଟାଲ ନେଇଥିଲା । ଉଭୟଙ୍କୁ ଡାକ୍ତରଖାନା ନିଆଯାଉଥିବାବେଳେ ବାଟରେ ମୃତ୍ୟୁ ହୋଇଥିଲା ।

ସାଇରସ ମିସ୍ତ୍ରୀଙ୍କ ପରଲୋକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କେବଳ ଜଣେ ସଫଳ ଉଦ୍ୟୋଗୀ ନଥିଲେ ଉଦ୍ୟୋଗ ଜଗତରେ ଜଣେ ଯୁବ ଓ ଦୁରଦର୍ଶୀ ବ୍ୟକ୍ତିତ୍ୱ ଥିଲେ ବୋଲି ସିନ୍ଦେ କହିଛନ୍ତି।

Powered by Froala Editor

Tags sairus

Related articles Odisha News Lens 4.1

  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15437
    Jun 04, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13622
    Jun 04, 2025
  • ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ
    ଦେଶ-ଦେଶାନ୍ତର

    ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13691
    Jun 04, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15105
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13504
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14246
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13650
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13457
    Jun 04, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14208
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15105
    Jun 03, 2025
  • ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14208
    Jun 03, 2025
  • ଦେଶ-ଦେଶାନ୍ତର

    ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13691
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16933
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13622
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13457
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13504
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15105
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15269
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14208
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15105
    Jun 03, 2025
  • ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13691
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In