Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ...

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

ରାଜ୍ୟ
Home ›› ରାଜ୍ୟ ››୧୭ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ

୧୭ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ

2021-05-13 07:48:20
13940
Share:
Facebook
Twitter
E-Mail
WhatsApp
Telegram
୧୭ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର : ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ଲାଗିରହିବ । ୧୩ ତାରିଖ ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ନେଇ ଆକଳନ କରାଯାଇଛି ।ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ, ଉତ୍ତର ଓ ଅଭ୍ୟନ୍ତରୀଣ ଓଡ଼ିଶାର ୧୭ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ । ୩୦ରୁ ୪୦ କିମି ବେଗରେ ପବନ ହେବାର ଆଶଙ୍କା ରହିଛି । ତେବେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୪ ତାରିଖ ସକାଳରୁ ୧୫ ତାରିଖ ପୂର୍ବାହ୍ନ ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ସମୟରେ ପାଗରେ ସାମାନ୍ୟ ପରିବର୍ତନ ଆସିବା ସହ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ୧୩ ତାରିଖରେ ଆରବ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଘନୀଭୂତ ହୋଇ ୧୫ କିମ୍ବା ୧୬ ତାରିଖ ସକାଳ ସୁଦ୍ଧା ବାତ୍ୟାର ରୂପ ନେଇପାରେ । ଏହା ଆରମ୍ଭରେ ପଶ୍ଚିମ ଉପକୂଳ ଦୂରରେ ସମାନ୍ତରାଳରେ ଗତି କରିବ । କେତେକ ମଡେଲ କହୁଛି ଯେ ଏହା ଗୁଜୁରାଟ ଆଡେ ମୁହାଁଇବାର ସମ୍ଭାବନା ରହିଛି । ତେବେ ମହାରାଷ୍ଟ୍ରରେ ସ୍ଥଳ ଭାଗ ଛୁଇଁବାର ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ଯଦି ଏଭଳି ହୁଏ ତେବେ ୧୮ ତାରିଖରେ ସ୍ଥଳ ଭାଗ ଛୁଇଁପାରେ । ଏହାଦ୍ୱାରା କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ଗୁଜୁରାଟରେ ପ୍ରବଳ ବର୍ଷା ହୋଇପାରେ । ତେବେ ଲଘୁଚାପ ଅବପାତ ରୂପ ନେବା ପରେ ସଠିକ ଭାବେ ପୂର୍ବାନୁମାନ କରାଯାଇ ପାରିବ । ତେବେ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ରହିବ ନାହିଁ । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ସର୍ବାଧିକ ତାପମାତ୍ରା ସ୍ୱାଭାବିକଠାରୁ କମ ରହିବ ।

Powered by Froala Editor

Tags Weather

Related articles Odisha News Lens 4.1

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13819
    Aug 07, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14606
    Aug 08, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    15031
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14243
    Aug 07, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13605
    Aug 07, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13791
    Aug 08, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14571
    Aug 08, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14907
    Aug 06, 2026
  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14441
    Aug 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13605
    Aug 07, 2026
  • ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14571
    Aug 08, 2026
  • ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13819
    Aug 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17018
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17629
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17680
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13819
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15695
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16193
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15046
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14537
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14148
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14442
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14610
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14261
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14606
    Aug 08, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14571
    Aug 08, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13791
    Aug 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In