Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ ...

ରାଜ୍ୟ
Home ›› ରାଜ୍ୟ ››୪୮ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର, ୮ ଜିଲ୍ଲାରେ ପ୍ରବଳ ବର୍ଷା

୪୮ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର, ୮ ଜିଲ୍ଲାରେ ପ୍ରବଳ ବର୍ଷା

2022-09-05 09:42:57
13560
Share:
Facebook
Twitter
E-Mail
WhatsApp
Telegram
୪୮ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର, ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର : ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସେପଟେ ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହୋଇପାରେ । କିଛି ସ୍ଥାନରେ ହାଲୁକା ତ’ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ତେବେ ୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରେ ହାଲୁକା ବର୍ଷିପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୬ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୭ରେ ମଧ୍ୟ ଦକ୍ଷିଣ ଓଡିଶାର ଠାଏ ଠାଏ ସ୍ଥାନରେ ପ୍ରବଳ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷିବ । ୮ରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର କିଛି ସ୍ଥାନରେ ଅଧିକ ବର୍ଷିପାରେ ବୋଲି ପାଣିପାଗ ଆକଳନ କରିଛି ।

Powered by Froala Editor

Tags Rain

Related articles Odisha News Lens 4.1

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14179
    Jun 12, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14608
    Jun 13, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15005
    Jun 14, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13828
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14348
    Jun 13, 2025
  • ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14194
    Jun 15, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14138
    Jun 15, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15767
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14396
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14396
    Jun 13, 2025
  • ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14194
    Jun 15, 2025
  • ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13828
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14348
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14396
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15575
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15106
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14212
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15005
    Jun 14, 2025
  • କେଶ ଝଡ଼ିବା କମାଇବ ଯୋଗ

    14348
    Jun 13, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14138
    Jun 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In