Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ

ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ

2022-09-05 19:06:29
15693
Share:
Facebook
Twitter
E-Mail
WhatsApp
Telegram
ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ
ବ୍ରିଟିଶ ବିଦେଶ ମନ୍ତ୍ରୀ ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ମନୋନୀତ ହୋଇଛନ୍ତି । ବ୍ରିଟେନରେ ଶାସନ କରୁଥିବା କଂଜରଭେଟିଭ ଦଳ ପକ୍ଷରୁ ତାଙ୍କୁ ନେତା ନିର୍ବାଚିତ କରାଯିବା ପରେ ସେ ପ୍ରଧାନମନ୍ତ୍ରୀ ହୋଇଛନ୍ତି । ମାର୍ଗରେଟ୍ ଥେରର ଓ ଥେରେସାଙ୍କ ପରେ ସେ ବ୍ରିଟେନର ତୃତୀୟ ମହିଳା ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ସାର୍ ଗ୍ରାହାମ୍ ବ୍ରାଡିଙ୍କ ଦ୍ୱାରା ବ୍ରିଟେନ୍‌ର ନୂତନ ପ୍ରଧାନମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଲିଜଙ୍କୁ ୮୧,୩୨୬ଟି ଭୋଟ ମିଳିଥିବାବେଳେ ସୁନକଙ୍କୁ ୬୦,୩୯୯ଟି ଭୋଟ ମିଳିଥିଲା ।

ଋଷି ସୁନକ ପ୍ରଥମରୁ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରେସ୍‌ର ଆଗରେ ଥିଲେ। ତେବେ ମତଦାନ ମାଧ୍ୟମରେ ଦ୍ୱିତୀୟ ସ୍ଥାନରେ ଥିବା ବୈଦେଶିକ ମନ୍ତ୍ରୀ ଲିଜ୍‌ ଟ୍ରସ୍‌ ମଧ୍ୟ ଆରମ୍ଭରୁ ନିଜ ଦବ୍‌ଦବା ବଜାୟ ରଖିଥିଲେ। ସେ ଋଷି ସୁନକଙ୍କୁ କଡ଼ା ଟକ୍କର ଦେଇଥିଲେ ।

ନିର୍ବାଚିତ ହେବା ପରେ ଶକ୍ତି ସଂକଟ, ମାନ୍ଦାବସ୍ଥା ପରି କେତେକ ସମସ୍ୟାର ସମ୍ମୁଖୀନ ହେଉଥିବା ବ୍ରିଟେନର ଅର୍ଥନୀତିକୁ ସଜାଡ଼ିବା ନୂଆ ପ୍ରଧାନମନ୍ତ୍ରୀଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି ।

ଲିଜ କହିଛନ୍ତି ଯେ ସେ ଟିକସ ହ୍ରାସ, ଅର୍ଥନୀତିକୁ ଆଗକୁ ନେବା ଓ ଶକ୍ତି ସଂକଟ ଓ ଲେକଙ୍କ ବିଦ୍ୟୁତ ବିଲ ବାବଦରେ ସେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବେ । ଏହାଛଡ଼ା ଜାତୀୟ ସ୍ବାସ୍ଥ୍ୟ ସେବା ମଧ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି ।

ଲିଜ୍ ଟ୍ରସଙ୍କ ପୂରା ନାଁ ହେଉଛି ମେରି ଏଲିଜାବେଥ ଟ୍ରସ୍। ୨୬ ଜୁଲାଇ, ୧୯୭୫ରେ ଇଂଲଣ୍ଡର ଅକ୍ସଫୋର୍ଡରେ ଜନ୍ମ ଗ୍ରହଣ କରିଥିବା ଟ୍ରସ୍ ଗତ ୨୦୨୧ରୁ ବ୍ରିଟେନର ବିଦେଶ, ରାଜ୍ୟଗୋଷ୍ଠୀ ଓ ଉନ୍ନୟନ ବ୍ୟାପାର ମନ୍ତ୍ରୀ ଅଛନ୍ତି । ଟ୍ରସ ପୂର୍ବରୁ ତୈଳ କମ୍ପାନି ସେଲରେ ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ଭାବେ କାମ କରିଥିଲେ। ଗତ ୧୭ ଜୁଲାଇରେ ବୋରିସ ଜନସନ୍‌ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ନୂଆ ପ୍ରଧାନମନ୍ତ୍ରୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

Powered by Froala Editor

Tags liz

Related articles Odisha News Lens 4.1

  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15354
    Jan 21, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15782
    Jan 20, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15272
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13607
    Jan 21, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14555
    Jan 21, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14863
    Jan 20, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15952
    Jan 20, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14465
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15688
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14465
    Jan 22, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15688
    Jan 22, 2026
  • ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15952
    Jan 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15354
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15956
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15670
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16400
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15224
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15272
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13607
    Jan 21, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14555
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In