Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ...

  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ...

  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ...

  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ...

  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ...

  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ ...

  • ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ...

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

Home ›› ››ଆଜି ଶପଥ ନେବେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ

ଆଜି ଶପଥ ନେବେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ

2022-09-06 05:44:27
15178
Share:
Facebook
Twitter
E-Mail
WhatsApp
Telegram
ଆଜି ଶପଥ ନେବେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ

ଲଣ୍ଡନ: ବୈଦେଶିକ ସଚିବ ଲିଜ ଟ୍ରସ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ ହୋଇଛନ୍ତି । ଭାରାତୀୟ ବଂଶୋଦ୍ଭବ ତଥା ବ୍ରିଟିଶ ସାସଂଦ ଋଷି ସୁନକଙ୍କୁ ୨୦ ହଜାରରୁ ଅଧିକ ଭୋଟରେ ହରାଇ ବ୍ରିଟେନ ପିଏମ ଗାଦି ଅକ୍ତିଆର କରିଛନ୍ତି ୪୭ ବର୍ଷୀୟ ଲିଜ ଟ୍ରସ । ସେ ତୃତୀୟ ମହିଳା ଭାବେ ବ୍ରିଟେନ ପିଏମ ଆସନ ଅଳଙ୍କୃତ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ଲିଜ ଟ୍ରସ । ରାଣୀ ଏଲିଜାବେଥ ଦ୍ବିତୀୟ ତାଙ୍କୁ ଶପଥପାଠ କରାଇ ଔପଚାରିକ ଭାବେ ନାମ ଘୋଷଣା କରିବେ । ଏଥିପାଇଁ ସ୍କଟଲାଣ୍ଡରେ ସ୍ବତନ୍ତ୍ର ସମାରୋହ ଅନୁଷ୍ଠିତ ହେବ ।

ଲିଜ ଟ୍ରସ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ବୋରିସ ଜନସନଙ୍କ ସ୍ଥାନ ନେବେ । ଦେଶର ଜଣେ ଫାୟାରବ୍ରାଣ୍ଡ ନେତ୍ରୀ ଭାବେ ଲିଜ ଜଣାଶୁଣା । ୨ ମାସ ଧରି ଚାଲିଥିବା ନିର୍ବାଚନ ପ୍ରକ୍ରିୟାରେ ଋଷି ସୁନକଙ୍କ ସହ ତାଙ୍କର କଡା ମୁକାବିଲା ହୋଇଥିଲା । ବୋରିସ ଜନସନଙ୍କ ସରକାରରେ ଲିଜ ବିଦେଶ ମନ୍ତ୍ରୀ ଥିଲେ । ୧୧ମାସ ଧରି ସେ ଏହି ପଦରେ ରହିଥିଲେ । ଚୂଡାନ୍ତ ପର୍ୟ୍ୟାୟ ନିର୍ବାଚନରେ ଲିଜ ଟ୍ରସଙ୍କୁ ୮୧,୩୧୬ ଖଣ୍ଡ ଭୋଟ ମିଳିଥିଲା । ଋଷି ସୁନକଙ୍କୁ ୬୦, ୩୯୯ ଭୋଟ ମିଳିଥିଲା ।ମୋଟ ଭୋଟ ସଂଖ୍ୟା ୧,୭୧,୪୩୭ ଥିଲା ଏବଂ ଭୋଟ ହାର ୮୨.୬ ପ୍ରତିଶତ ରହିଥିଲା । ୬୫୪ ଖଣ୍ଡ ଭୋଟ ନାକଚ ହୋଇଥିଲା । ପ୍ରଥମ ୫ଟି ପର୍ୟ୍ୟାୟ ଭୋଟିଂରେ ଟ୍ରସଙ୍କୁ ପଛରେ ପକାଇଥିଲେ ଋଷି । ସୁନକ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା । ହେଲେ ଚୂଡାନ୍ତ ପର୍ୟ୍ୟାୟରେ ବାଜି ମାରି ନେଇଥିଲେ ଟ୍ରସ ।
ବିଭିନ୍ନ ସର୍ଭେ ରିପୋର୍ଟରେ ଲିଜ ବିପୁଳ ବିଜୟ ହାସଲ କରିବା ନେଇ ଆକଳନ ହୋଇଥିଲା ଯାହା ସତ ହୋଇଛି । ହେଲେ ଫଳାଫଳରୁ କିଛି ଅଲଗା ଚିତ୍ର ଆସିଛି । ୨୦୦୧ ପରେ ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ ଭାବେ ଲିଜଙ୍କୁ ୬୦%ରୁ କମ ଭୋଟ ମିଳିଛି । ତାଙ୍କ ପକ୍ଷରେ ୫୬% ଦଳୀୟ ସଦସ୍ୟଙ୍କ ଭୋଟ ଆସିଛି । ୨୦୧୯ ବୋରିସ ଜନସନଙ୍କୁ ୬୬.୪% ଭୋଟ ମିଳିଥିଲା । ଅନେକ ବିବାଦରେ ଫସିବା କାରଣରୁ ଚଳିତବର୍ଷ ଜୁଲାଇ ୭ରେ କଞ୍ଜରଭେଟିଭ ପାର୍ଟି ପଦରୁ ଇସ୍ତଫା ଦେଇଥିଲେ ବୋରିସ ଜନସନ । ଏହା ପରେ ଲିଜ ଟ୍ରସ ଓ ଋଷି ସୁନକଙ୍କ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଥିଲା ।

Powered by Froala Editor

Tags Lease tross

Related articles Odisha News Lens 4.1

  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?

    14747
    Feb 17, 2026
  • ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13684
    Feb 17, 2026
  •  ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ
    ଦେଶ-ଦେଶାନ୍ତର

    ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ

    14274
    Feb 17, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ
    ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15173
    Feb 17, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15432
    Feb 16, 2026
  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ
    ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13707
    Feb 17, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13468
    Feb 16, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...

    13923
    Feb 17, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ
    ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15268
    Feb 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13707
    Feb 17, 2026
  • ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15268
    Feb 17, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ଏଆଇ

    13923
    Feb 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17340
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17407
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17753
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16227
    Apr 03, 2021

ବିଶେଷ

  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15268
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15785
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16222
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16366
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14113
    Feb 11, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15432
    Feb 16, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14486
    Feb 15, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ଏଆଇ

    13923
    Feb 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In