Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ବିଶେଷ
Home ›› ବିଶେଷ ››ହୃଦୟ ରୋଗୀ ଜିମ ଯାଉଥିଲେ, ଧ୍ୟାନ ରଖନ୍ତୁ ଏହି ସବୁ କଥା

ହୃଦୟ ରୋଗୀ ଜିମ ଯାଉଥିଲେ, ଧ୍ୟାନ ରଖନ୍ତୁ ଏହି ସବୁ କଥା

2022-09-07 04:18:04
15620
Share:
Facebook
Twitter
E-Mail
WhatsApp
Telegram
ହୃଦୟ ରୋଗୀ ଜିମ ଯାଉଥିଲେ, ଧ୍ୟାନ ରଖନ୍ତୁ ଏହି ସବୁ କଥା

ମେଦବହୁଳତାରେ ଶିକାର ଥିବା ବ୍ୟକ୍ତି ଜିମ ଯାଇ ଫିଟ୍ ରହିବାକୁ ଚେଷ୍ଟା କରନ୍ତି । କେବଳ ମେଦବହୁଳତା ଥିବା ବ୍ୟକ୍ତି ନୁହଁ ବଂର ଫିଟ ରହିବା ପାଇଁ ଯୁବପିଢ଼ିଙ୍କ ପସନ୍ଦ ଜିମ । ନିଜର ବ୍ୟସ୍ତ ବହୁଳ ଜୀବନରୁ ଜିମ ପାଇଁ ସମୟ ବାହାର କରୁଛନ୍ତି ଲୋକେ । କିନ୍ତୁ ଜିମ ଯିବା ଓ ବ୍ୟାୟାମ କରିବା ସମୟରେ କିଛି ପ୍ରମୁଖ କଥା ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଆବଶ୍ୟକ ହୋଇଥାଏ ।  ଏବେ ସବୁଠି ହାର୍ଟଆଟାକ ମାମଲା ବୃଦ୍ଧି ପାଉଛି । ବିଶେଷ କରି ଯେଉଁମାନେ ଜିମ ଯାଉଛନ୍ତି ସେମାନେ ଏହି ସମସ୍ୟା ଅଧିକ ଫେସ୍‌ କରୁଛନ୍ତି। ଜିମ୍ କରିବା ସମୟରେ ଲୋକମାନେ ଅଧିକ ହାର୍ଟଆଟାକରେ ଶିକାର ହେଉଛନ୍ତି । ଏହାକୁ ନେଇ ଅନେକ ଖବର ମଧ୍ୟ ସାମ୍ନାକୁ ଆସିଲାଣି। ଏବେ ପୁଣି ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଠାରୁ ଆରମ୍ଭ କରି ଗାୟକ କେ.କେ ଓ ଦକ୍ଷିଣ ଭାରତୀୟ ସିନେ ଷ୍ଟାର ପୁନିତ ମଧ୍ୟ ହାର୍ଟଆଟାକ ଯୋଗୁଁ ପ୍ରାଣ ହରାଇଛନ୍ତି । ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ମଧ୍ୟ ସେହି ସମସ୍ୟାର ସମ୍ମୁଖିନ ହୋଇଛନ୍ତି। ସମସ୍ତେ ବହୁତ ଫିଟ୍ ଥିବା ପରେ ମଧ୍ୟ ଏହି ସମସ୍ୟା ଦେଖାଯାଉଛି।

ଏଭଳି ପରିସ୍ଥିତିରେ ହୃଦୟ ରୋଗୀ ଓ ଅନ୍ୟ ଲୋକମାନେ ମଧ୍ୟ ଜିମରେ ସତର୍କତା ଅବଲମ୍ବନ କରିବା ଜରୁରୀ । ଜାଣନ୍ତୁ ଜିମ୍ କରିବାବେଳେ କେଉଁ ଜିନିଷଗୁଡିକ ଧ୍ୟାନରେ ରଖିବା ଉଚିତ୍ ।

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ହୃଦ ରୋଗ ଓ ବ୍ୟାୟାମ ମଧ୍ୟରେ ଏକ ସମ୍ପର୍କ ଅଛି । ହୃଦ ରୋଗୀମାନେ ଭାବନ୍ତି ଯେ ବ୍ୟାୟାମ କରିବା ଦ୍ୱାରା ସେମାନେ ଶରୀରରେ କୋଲେଷ୍ଟ୍ରଲ ଓ ସୁଗାର ସ୍ତରକୁ ନିୟନ୍ତ୍ରଣ କରିହେବ, କିନ୍ତୁ ଏହା ହୋଇନଥାଏ। । ଜିମ୍ ଯିବା କିମ୍ବା କୌଣସି ବ୍ୟାୟାମ କରିବା ପୂର୍ବରୁ ହୃଦ ରୋଗୀମାନେ ସେମାନଙ୍କର ଡ଼ାକ୍ତରଙ୍କ ସହିତ ପରାମର୍ଶ କରିବା ଉଚିତ୍ । ଯେତେବେଳେ ଡାକ୍ତର ଆପଣଙ୍କୁ ବ୍ୟାୟାମ କରିବାକୁ କୁହନ୍ତି ସେତେବେଳେ କରନ୍ତୁ । କେତେ ସମୟ ବ୍ୟାୟାମ କରିବାକୁ ହେବ ତାହା ମଧ୍ୟ ଡାକ୍ତରଙ୍କୁ ପଚାରନ୍ତୁ ।

ଯଦି ଜଣେ ବ୍ୟକ୍ତି ପୂର୍ବରୁ  ହୃଦ ରୋଗରେ ପୀଡିତ ତେବେ ବ୍ୟାୟାମ କରିବା ସମୟରେ ବହୁତ ସତର୍କ ହେବା ଉଚିତ୍ । ଯଦି ଆପଣ ପୂର୍ବରୁ ହୃଦରୋଗରେ ପୀଡିତ ଅଛନ୍ତି, ତେବେ ନିଶ୍ଚିତ ଭାବରେ ଏହି ସୂଚନା ଜିମ୍ ଟ୍ରେନରଙ୍କୁ ଦିଅନ୍ତୁ । ଜିମରେ ଭାରୀ ଜିନିଷ ସହ ବ୍ୟାୟାମ କରନ୍ତୁ ନାହିଁ । ୨୦ ମିନିଟରୁ ଅଧିକ ସମୟ ଟ୍ରେଡ଼ମିଲରେ ଚଲାନ୍ତୁ କିମ୍ବା ଦୌଡ଼ନ୍ତୁ ନାହିଁ । ଏହି ସମୟରେ ଜିମ୍ ଟ୍ରେନର ମଧ୍ୟ ଧ୍ୟାନ ଦେବା ଉଚିତ୍ ଯେ ହୃଦ ରୋଗୀ ୨୦ ମିନିଟରୁ ଅଧିକ ଓ ୧୦ କିମି ଠାରୁ ଅଧିକ ବେଗରେ ଟ୍ରେଡ଼ମିଲ୍ ବ୍ୟବହାର କରିବା ଉଚିତ୍ ନୁହେଁ ।

ଜିମ୍ ଭିତରେ ପ୍ରାଥମିକ ଚିକିତ୍ସାର ଏକ ବ୍ୟବସ୍ଥା ରହିବା ଉଚିତ୍ । ଏହି ବିଷୟରେ ଏକ ଗାଇଡ୍ ଲାଇନ୍ ପ୍ରସ୍ତୁତ କରନ୍ତୁ । ଜିମ୍ ର ପ୍ରଶିକ୍ଷକ କିମ୍ବା ଅନ୍ୟ କର୍ମଚାରୀମାନେ ସି.ପି.ଆର. ଯଦି କୌଣସି ବ୍ୟକ୍ତି ବ୍ୟାୟାମ ସମୟରେ ଚେତାଶୂନ୍ୟ ହୋଇ ପଡେ ଓ ହାର୍ଟଆଟାକ ହୁଏ, ତେବେ ସି.ପି.ଆର. ଦେଇ ତାଙ୍କ ଜୀବନ ରକ୍ଷା କର ଯାଇପାରିବ ଓ ତାଙ୍କୁ ଏହାପରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯିବା ଉଚିତ୍ ।

ଡାକ୍ତରଙ୍କ ମତରେ ହାର୍ଟଆଟାକ ରୋଗୀମାନଙ୍କର ଚିକିତ୍ସାରେ ଅବହେଳା ହେବା ଉଚିତ୍ ନୁହେଁ । ଏହିପରି ରୋଗୀମାନେ ନିୟମିତ ଭାବରେ ଯାଞ୍ଚ ପାଇଁ ସେମାନଙ୍କ ଡାକ୍ତରଙ୍କ ନିକଟକୁ ଯିବା ଉଚିତ ଓ ଯଦି କୌଣସି ଅସୁବିଧା ହେଉଛି, ତେବେ ନିଶ୍ଚିତ ଭାବରେ ଡାକ୍ତରଙ୍କୁ କୁହନ୍ତୁ।

Powered by Froala Editor

Tags Jim

Related articles Odisha News Lens 4.1

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14981
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15408
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    13974
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14436
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13509
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14302
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13337
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15089
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13672
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15089
    Jul 08, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15408
    Jul 08, 2026
  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13509
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15088
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15542
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15355
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15220
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14644
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13811
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14921
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15408
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14436
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15089
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In