Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

ରାଜ୍ୟ
Home ›› ରାଜ୍ୟ ››ନିଟ୍ ୟୁଜି ପରୀକ୍ଷା ଫଳ, ଓଡିଶା ଟପ୍ପର କିଏ ଜାଣନ୍ତୁ

ନିଟ୍ ୟୁଜି ପରୀକ୍ଷା ଫଳ, ଓଡିଶା ଟପ୍ପର କିଏ ଜାଣନ୍ତୁ

2022-09-08 06:17:35
15827
Share:
Facebook
Twitter
E-Mail
WhatsApp
Telegram
ନିଟ୍ ୟୁଜି ପରୀକ୍ଷା ଫଳ,  ଓଡିଶା ଟପ୍ପର କିଏ ଜାଣନ୍ତୁ

ଭୁବନେଶ୍ବର: ନିଟ୍ ୟୁଜି ପରୀକ୍ଷା ଫଳ ପ୍ରକାଶ ପାଇଛି । ଅଣ୍ଡର ଗ୍ରାଜୁଏଟ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ହୋଇଥିବା ନ୍ୟାସନାଲ ଇଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ  ପରୀକ୍ଷା ଫଳ ପ୍ରକାଶ ପାଇଛି । ଜାତୀୟ ପରୀକ୍ଷଣ ସଂସ୍ଥା ଦ୍ଵାରା ଘୋଷିତ ପରୀକ୍ଷା ଫଳ ଅନୁଯାୟୀ ଓଡ଼ିଶାର ସୋମଦତ୍ତ ନାୟକ ରାଜ୍ୟ ଟପ୍ପର ହୋଇଥିବାବେଳେ ରାଜସ୍ଥାନର ତନିସ୍କା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସୋମଦତ୍ତ ନାୟକ ୯୯.୯୯ ସ୍କୋର ରଖି ଓଡ଼ିଶାରୁ ଆଗରେ ରହିଥିବା ବେଳେ ସର୍ବ ଭାରତୀୟ ରାକିଂରେ ୩୯ରେ ରହିଛନ୍ତି ।
 ନିଟ୍ ୟୁଜି ପରୀକ୍ଷା ଫଳଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ମେଡିକାଲ ଆଶାୟୀ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଓଡ଼ିଶା ଭାଷାରେ ୮୨୨ ଜଣ ପରୀକ୍ଷା ଦେବା ପାଇଁ ପଞ୍ଜୀକରଣ କରିଥିଲେ। ଅନ୍ୟପଟେ ଓଡ଼ିଶାରୁ ୪୪ ହଜାର ୯୪୭ ଜଣ ପରୀକ୍ଷା ଦେବା ପଞ୍ଜୀକରଣ କରିଥିବା ବେଳେ ସେମାନଙ୍କର ମଧ୍ୟରୁ ୪୩ ହଜାର ୮୦ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୨୬ ହଜାର ୨୭୯ ଜଣ ପରୀକ୍ଷାରେ କୃତକାର୍ୟ୍ୟ ହୋଇଛନ୍ତି । ଦେଶରେ ୧୦ ଜଣ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଓଡ଼ିଶାରୁ ୨ଜଣ ସ୍ଥାନ ପାଇଛନ୍ତି । ଦ୍ବିତୀୟ ସ୍ଥାନରେ ପ୍ରିତମ ଗୋଚ୍ଛାୟତ ଓ ୫ ସ୍ଥାନରେ ଚନ୍ଦନ ଦାସ ରହିଛନ୍ତି ।
 ନିଟ୍ ୟୁଜି ପରୀକ୍ଷାରେ ରାଜସ୍ଥାନରେ ତନିସ୍କା ଟପ୍ପର ହୋଇଛନ୍ତି । ଦିଲ୍ଲୀର ବତ୍ସା ଆଶିଷ ବାତ୍ରା ଦ୍ବିତୀୟ, କର୍ଣ୍ଣାଟକର ହୃଷୀକେଷ ନାଗଭୂଷଣ ଗାଙ୍ଗୁଲେ ଓ ରୁଚା ପାୱାସେ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନ ଅଧିଗ୍ରହଣ କରିଛନ୍ତି । ମୋଟ ୭୨୦ ନମ୍ବରରୁ ଏମାନେ ୭୧୫ ଲେଖାଏ ମାର୍କ ରଖିଛନ୍ତି । ଟାଇବ୍ରେକର ପଦ୍ଧତ୍ତି ଆଧାରରେ ତନିସ୍କାଙ୍କୁ ପ୍ରଥମ ସ୍ଥାନ ମିଳିଛି ।  
ଚଳିତ ବର୍ଷ ଜୁଲାଇ ୧୭ରେ ପରୀକ୍ଷା ହୋଇଥିଲା । ୭,୯୩,୫୪୫ ଜଣ ଛାତ୍ରଙ୍କ ମଧ୍ୟରୁ ୪,୨୯,୧୬୦ ଜଣ ପରୀକ୍ଷାରେ କୃତକାର୍ୟ୍ୟ ହୋଇଥିବା ବେଳେ ୧୦, ୦୧,୦୧୫ ଛାତ୍ରୀଙ୍କ ମଧ୍ୟରୁ ୫,୬୩,୯୦୨ ଜଣ କୃତକାର୍ୟ୍ୟ ହୋଇଛନ୍ତି। ଦେଶରେ ୪୯୭ଟି ସହର ଓ ବାହାରେ ୧୪ଟି ସହରରେ ୩,୫୭୦ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା ।

Powered by Froala Editor

Tags Neet exam result

Related articles Odisha News Lens 4.1

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15236
    Aug 19, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    13886
    Aug 19, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14619
    Aug 18, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14931
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14478
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15139
    Aug 19, 2026
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ
    ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15275
    Aug 19, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14901
    Aug 18, 2026
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14017
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14931
    Aug 19, 2026
  • ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15275
    Aug 19, 2026
  • ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    13886
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17040
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17659
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17709
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18109
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15792
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13841
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14872
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14644
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14483
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13995
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14257
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14377
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15274
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14619
    Aug 18, 2026
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15275
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15139
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In