Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ନୀରଜଙ୍କ ଆଉ ଏକ ବିଶ୍ବ କିର୍ତ୍ତୀମାନ: ଜିତିଲେ ଡାଇମଣ୍ଡ ଲିଗ୍ ଟ୍ରଫି

ନୀରଜଙ୍କ ଆଉ ଏକ ବିଶ୍ବ କିର୍ତ୍ତୀମାନ: ଜିତିଲେ ଡାଇମଣ୍ଡ ଲିଗ୍ ଟ୍ରଫି

2022-09-09 07:16:06
15982
Share:
Facebook
Twitter
E-Mail
WhatsApp
Telegram
   ନୀରଜଙ୍କ ଆଉ ଏକ ବିଶ୍ବ କିର୍ତ୍ତୀମାନ: ଜିତିଲେ ଡାଇମଣ୍ଡ ଲିଗ୍ ଟ୍ରଫି

ନୂଆଦିଲ୍ଲୀ: ଭାରତୀୟ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କ ଆଉ ଏକ ବିଶ୍ବ କିର୍ତ୍ତୀମାନ । ପୁଣି ଇତିହାସ ରଚିଲେ ନୀରଜ ଚୋପ୍ରା । ପ୍ରଥମ ଭାରତୀୟ ଭାବେ ସମ୍ମାନଜନକ ଡାଇମଣ୍ଡ ଲିଗ ଟ୍ରଫି ହାତେଇଛନ୍ତି ନୀରଜ । ସୁଇଜରଲ୍ୟାଣ୍ଡ ଜୁରିଚରେ ଅନୁଷ୍ଠିତ ଡାଇମଣ୍ଡ ଲିଗ ଫାଇନାଲରେ ୮୮.୪୪ ମିଟର ଜାଭେଲିନ୍ ଫିଙ୍ଗି ଟାଇଟଲ ଜିତିଛନ୍ତି । ଖରାପ ଆରମ୍ଭ ସତ୍ତ୍ବେ ଦ୍ବିତୀୟ ଉଦ୍ୟମରେ ୮୮.୪୪ ମିଟର ଫିଙ୍ଗି ଚମ୍ପିଆନ ହୋଇଛନ୍ତି ନୀରଜ।
ଫାଇନାଲ ରାଉଣ୍ଡରେ ନୀରଜ ୮୮.୪୪ ମିଟର ଦୂର ଜାଭେଲିନ ଫିଙ୍ଗିଥିଲେ ନୀରଜ । ଅନ୍ୟ କୌଣସି ପ୍ରତିଯୋଗୀ ତାଙ୍କ ସମକକ୍ଷ ହୋଇ ପାରିନଥିଲେ । ନୀରଜଙ୍କ ପ୍ରଥମ ପ୍ରୟାସ ଫାଉଲ ହୋଇଥିଲା । ପରବର୍ତ୍ତୀ ପ୍ରୟାସରେ ସେ ୮୮.୪୪ ମିଟର ଜାଭେଲିନ ଫିଙ୍ଗି ପ୍ରଥମ ସ୍ଥାନ ଅକ୍ତିଆର କରିଥିଲେ। ଏହାପରେ ସେ ଯଥାକ୍ରମେ ୮୮.୦୦ ମିଟର, ୮୬.୧୧ ମିଟର, ୮୭.୦୦ ଓ ୮୩. ୬୦ ମିଟର ଦୂର ଜାଭେଲିନ ଫିଙ୍ଗିଥିଲେ । ଅଲମ୍ପିକ ରୌପ୍ୟ ପଦକ ବିଜେତା ଜାକୁବ ଭେଦଡେଜ ସର୍ବାଧିକ ୮୬, ୯୪ ମିଟର ଦୂର ଜାଭେଲିନ ଫିଙ୍ଗି ଦ୍ବିତୀୟ ସ୍ଥାନରେ ରହି ସନ୍ତୁଷ୍ଟ ହୋଇଥିଲେ । ଜର୍ମାନୀର ଜୁଲିଆନ ୱେବର ୮୩.୭୩ ମିଟର ଜାଭେଲିନ ଫିଙ୍ଗି ତୃତୀୟ ସ୍ଥାନରେ ରହିଥିଲେ ।
ଟୋକିଓ ଅଲମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଥିଲେ ନୀରଜ । ତୃତୀୟ ଉଦ୍ୟମରେ ୮୮ ମିଟର ଓ ଚତୁର୍ଥ ପ୍ରୟାସରେ ୮୬.୧୧ ମିଟର ଓ ପଞ୍ଚମ ଉଦ୍ୟମରେ ୮୭ ମିଟର ଓ ଶେଷରେ ୮୬.୯୪ ମିଟର ଜାଭେଲିନ ଫିଙ୍ଗି ଏହି ସଫଳତା ପାଇଥିଲେ ନୀରଜ । ଏହା ପରେ ବିଶ୍ବ ଆଥଲେଟିକ ଚମ୍ପିଆନସିପରେ ରୌପ୍ୟ, ଫିନଲାଣ୍ଡରେ କୋର୍ଟେନ ଗେମ୍ସ ଜାଭେଲିନ ଥ୍ରୋ ଇଭେଣ୍ଟରେ ସ୍ବର୍ଣ୍ଣ ଜିତିଥିଲେ ନୀରଜ । ବିଶ୍ବ ଚମ୍ପିଆନସିପରେ ଆହତ ପରେ ବର୍ମିଂହାମରେ ଜୁଲାଇ ୨୮ରୁ ଅଗଷ୍ଟ ୮ରେ ଆୟୋଜିତ ରାଜ୍ୟଗୋଷ୍ଠୀ କ୍ରୀଡାରୁ ବାଦ ପଡିଥିଲେ । ତେବେ ସେ ସୁସ୍ଥ ହେବାପରେ ଡାଇମଣ୍ଡ ଲିଗରେ ଭାଗ ନେଇଥିଲେ । ଜବରଦସ୍ତ ପ୍ରଦର୍ଶନ କରି ଡାଇମଣ୍ଡ ଲିଗ ଟ୍ରଫି ହାତେଇଛନ୍ତି ନୀରଜ । ପୂର୍ବରୁ ୨୦୧୭ ଓ ୨୦୧୮ରେ ଡାଇମଣ୍ଡ ଲିଗରେ ଭାଗ ନେଇ ଯଥାକ୍ରମେ ସପ୍ତମ ଓ ଚତୁର୍ଥ ସ୍ଥାନରେ ରହିଥିଲେ ।

Powered by Froala Editor

Tags Niraj chopra

Related articles Odisha News Lens 4.1

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ
    ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13320
    Oct 13, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15078
    Oct 13, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14530
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14515
    Oct 12, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13999
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14113
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14861
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14950
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14376
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13999
    Oct 12, 2026
  • ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14376
    Oct 12, 2026
  • ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14950
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17176
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17866
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18239
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14535
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14641
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15647
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14321
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16057
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14028
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13320
    Oct 13, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14861
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14113
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In