Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Sunday, October 01, 2023, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାଣନ୍ତୁ ତୁଳସୀ ଗାଁ ବିଷୟରେ, ଯେଉଁଠି ...

  • ଖାଇରେ ଖସିପଡ଼ିଲା ଟୁରିଷ୍ଟ ବସ୍ : ୮ ମୃତ

  • ଦାଦା ଖୁଡୀ ମାଡ ସହିପାରିଲେନି, ବାଛିନେଲେ ...

  • ଆଉ ସପ୍ତାହେ ବଢିଲା 2000 ଟଙ୍କିଆ ନୋଟ୍ ବଦଳ ...

  • ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ...

  • ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ...

  • ଦୀପକ ବୋହରାଙ୍କ ଦାବି, ଭାରତ ଯାତ୍ରା ...

  • ୨ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି ଆଜି ଶେଷ

  • ମହିଳା ସଂରକ୍ଷଣ ବିଲକୁ ରାଷ୍ଟ୍ରପତିଙ୍କ ...

  • ଭୋକରେ ଆତୁର ‌ହୋଇ ମେଣ୍ଢାପଲ ଖାଇଗଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇଂଲଣ୍ଡ ରାଣୀଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଇଂଲଣ୍ଡ ରାଣୀଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

2022-09-09 14:16:17
15134
Share:
Facebook
Twitter
E-Mail
WhatsApp
Telegram
ଇଂଲଣ୍ଡ ରାଣୀଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଇଂଲଣ୍ଡ୍‌ର ରାଣୀ ଦ୍ବିତୀୟ ଏଲିଜାବେଥ୍‌ଙ୍କ ମୃତ୍ୟୁ ଘଟଣା ଜାଣିବା ପରେଭାରତର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଅନ୍ୟାନ୍ୟ ନେତାମାନେ ଶୋକବ୍ୟକ୍ତ କରିଛନ୍ତି।ଟୁଇଟ୍‌ କରିଥିବା ଶୋକବାର୍ତ୍ତାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲେଖିଛନ୍ତି: ଇଂଲଣ୍ଡ୍‌ର ରାଣୀ ଦ୍ବିତୀୟ ଏଲିଜାବେଥ୍‌ଙ୍କ ମୃତ୍ୟୁରେ ବିଶ୍ବ ଜଣେ ବିଶିଷ୍ଟ ବ୍ୟକ୍ତିତ୍ବଙ୍କୁ ହରାଇଲା। ୭ ଦଶନ୍ଧିରୁ ଅଧିକ କାଳଧରି ସେ ତାଙ୍କ ଦେଶ ଓ ଜନତାଙ୍କ ନେବା ପରଠାରୁ ଗୋଟାଏ ଯୁଗ ବିତିଗଲାଣି। ବ୍ରିଟେନ୍‌ବାସୀଙ୍କ ଦୁଃଖରେ ସମଭାଗିନୀ ହେବା ସହ ରାଜ ପରିବାର ପ୍ରତି ସମବେଦନା ଜଣାଉଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଗୁରୁବାର ଦିନ ଟୁଇଟ୍‌ କରିଥିବା ଶୋକବାର୍ତ୍ତାରେ ଲେଖିଛନ୍ତି: ଆମ ସମୟର ଜଣେ ଦୃଢ଼ମନା ଓ ବିଶ୍ବସ୍ତ ଭାବେ ମହାରାଣୀ ଦ୍ବିତୀୟ ଏଲିଜାବଥେ୍‌ ସ୍ମରଣୀୟ ହୋଇ ରହି‌ବେ। ସେ ତାଙ୍କ ଦେଶ ଓ ଦେଶବାସୀଙ୍କୁ ପ୍ରେରଣାଦାୟୀ ନେତୃତ୍ବ ଓ ଦେଇଛନ୍ତି। ସର୍ବସାଧାରଣରେ ମର୍ୟ୍ୟାଦା ଓ ଶାଳୀନତାର ପ୍ରତିନିଧିତ୍ବ କରିଛନ୍ତି। ତାଙ୍କ ମୃତ୍ୟୁରେ ମୁଁ ମର୍ମାହତ। ଏହି ଦୁଃଖଦ ବେଳାରେ ତାଙ୍କ ପରିବାର ଓ ଇଂଲଣ୍ଡବାସୀଙ୍କ ପ୍ରତି ମୋର ସମବେଦନା।
ଅନ୍ୟ ଏକ ଟୁଇଟ୍‌ରେ ପ୍ରଧାନମନ୍ତ୍ରୀ ରାଣୀଙ୍କ ସହିତ ୨୦୧୫ ଓ ୨୦୧୮ରେ ହୋଇଥିବା ସାକ୍ଷାତ୍‌ କଥା ସ୍ମରଣ କରି କହିଛନ୍ତି, ମୁଁ ତାଙ୍କର ଅମାୟିକତା ଓ ସଦିଚ୍ଛାକୁ କଦାପି ଭୁଲି ପାରିବ ନାହିଁ। ଥରେ ତାଙ୍କ ସହିତ ହୋଇଥିବା ସାକ୍ଷାତ୍‌ ବେଳେ ସେ ମତେ ଗୋଟାଏ ରୁମାଲ ଦେଖାଇଥିଲେ। ତାଙ୍କ ବିବାହ ବେଳେ ମହାତ୍ମା ଗାନ୍ଧୀ ସେହି ରୁମାଲଟିକୁ ଉପହାର ଦେଇଥିଲେ। ତାଙ୍କର ସେ ଅନୁଭୂତିଟିକୁ ମୁଁ ସଶ୍ରଦ୍ଧ ସ୍ମରଣ ରଖିଥିବି।

Powered by Froala Editor

Tags President and pm

Related articles Odisha News Lens 3.2

  • ମହିଳା ସଂରକ୍ଷଣ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    14169
    Sep 30, 2023
  •  ଦୀପକ ବୋହରାଙ୍କ ଦାବି, ଭାରତ ଯାତ୍ରା ସମୟରେ ଟ୍ରୁଡୋଙ୍କ ବିମାନରେ ଭରି ରହିଥିଲା କୋକେନ
    ଦେଶ-ଦେଶାନ୍ତର

    ଦୀପକ ବୋହରାଙ୍କ ଦାବି, ଭାରତ ଯାତ୍ରା ସମୟରେ ଟ୍ରୁଡୋଙ୍କ ବିମାନରେ ଭରି ରହିଥିଲା କୋକେନ

    13940
    Sep 30, 2023
  • ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ,  ୨ ଅନୁପ୍ରବେଶକାରୀ ନିହତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ଅନୁପ୍ରବେଶକାରୀ ନିହତ

    14214
    Sep 30, 2023
  • ଖାଇରେ ଖସିପଡ଼ିଲା ଟୁରିଷ୍ଟ ବସ୍ : ୮ ମୃତ
    ଦେଶ-ଦେଶାନ୍ତର

    ଖାଇରେ ଖସିପଡ଼ିଲା ଟୁରିଷ୍ଟ ବସ୍ : ୮ ମୃତ

    14001
    Oct 01, 2023
  • ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନ୍ୟ ଦାୟିତ୍ବରୁ ଅବ୍ୟାହତି ଦେବା ପାଇଁ ...
    ଦେଶ-ଦେଶାନ୍ତର

    ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନ୍ୟ ଦାୟିତ୍ବରୁ ଅବ୍ୟାହତି ଦେବା ପାଇଁ ...

    15124
    Sep 30, 2023
  • ଆଉ ସପ୍ତାହେ ବଢିଲା 2000 ଟଙ୍କିଆ ନୋଟ୍ ବଦଳ ଅବଧି
    ଦେଶ-ଦେଶାନ୍ତର

    ଆଉ ସପ୍ତାହେ ବଢିଲା 2000 ଟଙ୍କିଆ ନୋଟ୍ ବଦଳ ଅବଧି

    15004
    Oct 01, 2023
  • ୨ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି ଆଜି ଶେଷ
    ଦେଶ-ଦେଶାନ୍ତର

    ୨ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି ଆଜି ଶେଷ

    13394
    Sep 30, 2023
  • ଭୋକରେ ଆତୁର ‌ହୋଇ ମେଣ୍ଢାପଲ ଖାଇଗଲେ ୧୦୦କିଲୋ ଗଞ୍ଜେଇ ଗଛ
    ବିଶେଷ

    ଭୋକରେ ଆତୁର ‌ହୋଇ ମେଣ୍ଢାପଲ ଖାଇଗଲେ ୧୦୦କିଲୋ ଗଞ୍ଜେଇ ଗଛ

    14973
    Sep 30, 2023
  • ଜାଣନ୍ତୁ ତୁଳସୀ ଗାଁ ବିଷୟରେ, ଯେଉଁଠି ଅଛନ୍ତି ୧୧୦୦ରୁ ଅଧିକ ୟୁଟ୍ୟୁବର...
    ଦେଶ-ଦେଶାନ୍ତର

    ଜାଣନ୍ତୁ ତୁଳସୀ ଗାଁ ବିଷୟରେ, ଯେଉଁଠି ଅଛନ୍ତି ୧୧୦୦ରୁ ଅଧିକ ୟୁଟ୍ୟୁବର...

    13633
    Oct 01, 2023

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇରେ ଖସିପଡ଼ିଲା ଟୁରିଷ୍ଟ ବସ୍ : ୮ ମୃତ

    14001
    Oct 01, 2023
  • ଦେଶ-ଦେଶାନ୍ତର

    ଜାଣନ୍ତୁ ତୁଳସୀ ଗାଁ ବିଷୟରେ, ଯେଉଁଠି ଅଛନ୍ତି ୧୧୦୦ରୁ ଅଧିକ ୟୁଟ୍ୟୁବର...

    13633
    Oct 01, 2023
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ଅନୁପ୍ରବେଶକାରୀ ନିହତ

    14214
    Sep 30, 2023

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    15230
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    15545
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    14267
    Apr 03, 2021

ବିଶେଷ

  • ଭୋକରେ ଆତୁର ‌ହୋଇ ମେଣ୍ଢାପଲ ଖାଇଗଲେ ୧୦୦କିଲୋ ଗଞ୍ଜେଇ ଗଛ

    14973
    Sep 30, 2023
  • ଆବଶ୍ୟକରୁ ଅଧିକ ମାଛ ଖାଇବା ତ୍ୱଚା ପାଇଁ ବିପଜ୍ଜନକ

    15246
    Sep 30, 2023
  • ମଣିଷକୁ ରୋଗମୁକ୍ତ କରାଏ ଧନିଆ ପତ୍ର

    14513
    Sep 29, 2023
  • ଉଧାର ଆଣନ୍ତୁନି ଏହି ଜିନିଷ, ହୋଇଥାଏ ଅଶୁଭ

    15518
    Sep 29, 2023
  • ସ୍କିନ୍ ଏଜିଙ୍ଗକୁ ନିୟନ୍ତ୍ରଣ କରିଥାଏ କାକୁଡି

    14661
    Sep 28, 2023

ବାଣିଜ୍ୟ

ଅକ୍ଟୋବରରେ ୧୮ ଦିନ ବ୍ୟାଙ୍କ ଛୁଟି, ଶୀଘ୍ର ସାରନ୍ତୁ କାମ

ଅକ୍ଟୋବରରେ ୧୮ଦିନ ବ୍ୟାଙ୍କ ବନ୍ଦ ରହିବ। ଅକ୍ଟୋବର ପହିଲାରୁ ଆରମ୍ଭ କରି ମାସ ଶେଷ ଯାଏଁ ପର୍ବପର୍ବାଣୀ ପାଳନ କରିବେ ଭାରତବାସୀ। ଗାନ୍ଧୀ ଜୟନ୍ତୀ, ମହାଳୟା, କଟି ବିହୁ, ଦୁର୍ଗାପୂଜା, ଦଶହରା, ଲକ୍ଷ୍ମୀପୂଜା, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଯୋଗୁ ସ୍କୁଲ କଲେଜ ଏବଂ ବିଭିନ୍ନ ଅନୁଷ୍ଠାନ ବନ୍ଦ ରହିବ।

ତେ ...

  • ସେୟାର ମାର୍କେଟ ଖସିଲା, ନିବେଶକ ହରାଇଲେ ୩ ଲକ୍ଷ କୋଟିରୁ ଅଧିକ

    15004
    Sep 20, 2023
  • ଗଣେଶ ଚତୁର୍ଥୀରେ ଲଞ୍ଚ ହେବ ଜିଓ ଏୟାର ଫାଇବର

    14329
    Aug 28, 2023
  • ରିଲାଏନ୍ସ ଲଞ୍ଚ କଲା ଆଡଭାନ୍ସ ‘ଜିଓବୁକ୍’

    15773
    Aug 04, 2023
  • ଜୁଲାଇରେ ଜିଏସଟି ୧୧% ବଢ଼ିଲା

    14143
    Aug 02, 2023

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ଅନୁପ୍ରବେଶକାରୀ ନିହତ

    14214
    Sep 30, 2023
  • ଖାଇରେ ଖସିପଡ଼ିଲା ଟୁରିଷ୍ଟ ବସ୍ : ୮ ମୃତ

    14001
    Oct 01, 2023
  • ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନ୍ୟ ଦାୟିତ୍ବରୁ ଅବ୍ୟାହତି ଦେବା ପାଇଁ ନିର୍ଦ୍ଦେଶ ଜାରି

    15124
    Sep 30, 2023

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In