Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

ରାଜ୍ୟ
Home ›› ରାଜ୍ୟ ››ସହରରେ ଗୋଷ୍ଠୀ ବିବାଦ, ନିଶା କାରବାରରେ ରୋକ ଲଗାଇବାକୁ କହିବାରୁ ଯୁବକଙ୍କୁ ହତ୍ୟା

ସହରରେ ଗୋଷ୍ଠୀ ବିବାଦ, ନିଶା କାରବାରରେ ରୋକ ଲଗାଇବାକୁ କହିବାରୁ ଯୁବକଙ୍କୁ ହତ୍ୟା

2022-09-10 04:57:34
15187
Share:
Facebook
Twitter
E-Mail
WhatsApp
Telegram
ସହରରେ ଗୋଷ୍ଠୀ ବିବାଦ, ନିଶା କାରବାରରେ ରୋକ ଲଗାଇବାକୁ କହିବାରୁ ଯୁବକଙ୍କୁ ହତ୍ୟା

ଭୁବନେଶ୍ବର: ପୂଜା ପୂର୍ବରୁ ସହରରେ ଗୋଷ୍ଠୀ ବିବାଦ । ପୁଣି ରକ୍ତ ରଞ୍ଜିତ ହେଲା ରାଜଧାନୀ । ଗୋଷ୍ଠୀ ବିବାଦରୁ ଗଡିଲା ମୁଣ୍ଡ । ନିଶା କାରବାରରେ ରୋକ ଲଗାଇବାକୁ କହିବାରୁ ଯୁବକଙ୍କୁ ହତ୍ୟା । ଆନ୍ୟ ଜଣେ ଯୁବକ ଗୁରୁତର ହୋଇଥିବା ସୂଚନା । ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି ଭୁବନେଶ୍ବର ପ୍ରତିଷ୍ଠିତ ଅଞ୍ଚଳ ଭାବେ ପରିଚିତ ୟୁନିଟ ୮ ଅଞ୍ଚଳରେ । ନିଶା କାରାବାର ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ନାରାୟଣି ବସ୍ତିର ପି ସୁବ୍ରତ ରାଓ ଓରଫ ଚନ୍ଦୁ । ଶୁକ୍ରବାର ରାତିରେ ଘଟିଥିଲା ଏହି ବୀଭତ୍ସ ହତ୍ୟାକାଣ୍ଡ ।
ସୂଚନା ଅନୁଯାୟୀ ଊଇଠ ସ୍କୁଲ ପଛ ପଟେ ଡ୍ରଗ୍ସ କାରବାର ଚାଲୁଥିବା ବେଳେ ଅନେକ ସମୟରେ ଗଣ୍ଡଗୋଳ ମଧ୍ୟ ହୋଇଛି । ତେବେ ପୂର୍ବରୁ ଡ୍ରଗ୍ସ କାରବାରରେ ଗିରଫ ହୋଇ ଜେଲରୁ ଆସିଥିବା ପେଶାଦାର ଦେହ ବ୍ୟବସାୟୀ ମୁନା ଓ ତାର ସହଯୋଗୀ ବାବୁ ଶୁକ୍ରବାର ୟୁନିଟ ୮କୁ ଏକ କାରରେ ଆସି ନିଜର ନେଟୱାର୍କ ଚଳାଇଥିଲେ । ସେହି ସମୟରେ ନାରାୟଣ ବସ୍ତିର ଚନ୍ଦୁ ଓ ମିଠଲ ସେହି ବାଟ ଦେଇ ଯାଉଥିବା ବେଳେ ଉଭୟଙ୍କୁ ଦେଖି କାହିଁକି ଏଠାକୁ ଆସିଛ ବୋଲି ପଚାରି ପୁନଶ୍ଚ ଏଠି ନିଶା କାରବାର ନକରି ଚାଲିଯିବାକୁ କହିଥିଲେ । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ ।
ତେବେ ପୂର୍ବରୁ ମଧ୍ୟ ଚନ୍ଦୁ ଗୋଷ୍ଠୀ ମୁନା ଗୋଷ୍ଠୀକୁ ବିରୋଧ କରୁଥିବାରୁ ଏହାକୁ ସହଜରେ ଗ୍ରହଣ କରିପାରୁନଥିଲା ମୁନା । ତେବେ ପୂର୍ବର ରାଗ ରଖି ଗତକାଲି ଗୋଷ୍ଠୀ ବିବାଦ ପରେ ଅନ୍ୟ ଏକ ସ୍ଥାନରେ ଛକିଥିଲେ ମୁନା ଓ ତାର ସହଯୋଗୀ । ତେବେ ଚନ୍ଦୁ ଓ ମିଠଲ କିଛି କାମ ସାରି ପୁଣି ସେହି ବାଟ ଦେଇ ଫେରୁଥିବା ବେଳେ ପଛପଟୁ ଆକ୍ରମଣ କରିଥିଲେ ଉଭୟ । ଏଥିରେ ଚନ୍ଦୁର ମୁଣ୍ଡରେ ଗଭିର ଆଘାତ ଲାଗିଥିବା ବେଳେ ମିଠଲ ଗୁରୁତର ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ ଚନ୍ଦୁର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମିଠଲ ।

ଏନେଇ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଚନ୍ଦୁର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ଚନ୍ଦୁ ଦୀର୍ଘ ଏକ ଵର୍ଷ ପୂର୍ବେ ଡିଆଡିକ୍ସନ ସେଣ୍ଟର ଯାଇ ନିଶା ଛାଡିଥିବା ବେଳେ ଏଥିରୁ ଦୂରେଇ ରହିବା ପାଇଁ ବହୁବାର ସେ ବ୍ରାଉନସୁଗାର ବେପାରୀଙ୍କୁ ବିରୋଧ କରୁଥିଲା । ଯାହା ବେପାରୀଙ୍କ ପାଇଁ ବାଧକ ସାଜୁଥିଲା । ଏହାକୁ ନେଇ ଚନ୍ଦୁକୁ ହତ୍ୟା କରାଯାଇଥିବା କହିଛନ୍ତି ମିଠଲ ।

Powered by Froala Editor

Tags Murder

Related articles Odisha News Lens 4.1

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14666
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14835
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15528
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13555
    Jul 26, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13536
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13469
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15117
    Jul 25, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14010
    Jul 26, 2026
  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14606
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15528
    Jul 26, 2026
  • ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14835
    Jul 26, 2026
  • ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13555
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16997
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17604
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18057
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15603
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15354
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16012
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14262
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14538
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15923
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15296
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13897
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14113
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13555
    Jul 26, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14010
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13385
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In