Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

ରାଜ୍ୟ
Home ›› ରାଜ୍ୟ ››ଜାତୀୟ ହାରଠାରୁ ବି ଓଡ଼ିଶାରେ ଆତ୍ମହତ୍ୟା ହାର ଅଧିକ ପ୍ରତିଶତ

ଜାତୀୟ ହାରଠାରୁ ବି ଓଡ଼ିଶାରେ ଆତ୍ମହତ୍ୟା ହାର ଅଧିକ ପ୍ରତିଶତ

2022-09-10 06:14:07
13949
Share:
Facebook
Twitter
E-Mail
WhatsApp
Telegram
ଜାତୀୟ ହାରଠାରୁ ବି ଓଡ଼ିଶାରେ ଆତ୍ମହତ୍ୟା ହାର ଅଧିକ ପ୍ରତିଶତ

କଟକ : ଓଡ଼ିଶାରେ ଆତ୍ମହତ୍ୟାର ସ୍ଥିତି ଏବେ ଜାତୀୟ ହାରଠାରୁ ବି ଅଧିକ ରହୁଛି। ଦେଶରେ ଆତ୍ମହତ୍ୟା ହାର ୧୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ଏହାର ରହିଛି ୧୨.୩ ପ୍ରତିଶତ। ବିଶ୍ବସ୍ୱାସ୍ଥ୍ୟ ସଙ୍ଗଠନର ରିପୋର୍ଟ ମୁତାବକ ସାରାବିଶ୍ବରେ ବର୍ତ୍ତମାନ ପ୍ରତି ବର୍ଷ ୧୦ ଲକ୍ଷ ଲୋକ ଆତ୍ମହତ୍ୟା କରୁଛନ୍ତି। ଅର୍ଥାତ ପ୍ରତିଦିନ ୩ ହଜାର ଲୋକ ଆତ୍ମହତ୍ୟା କରି ମୃତ୍ୟୁବରଣ କରୁଛନ୍ତି। ଯେତେ ଲୋକ ଆତ୍ମହତ୍ୟାରେ ପ୍ରାଣ ହରାଉଛନ୍ତି, ତାହାର ୨୦ ଗୁଣରୁ ଅଧିକ ଲୋକ ଆତ୍ମହତ୍ୟା ଉଦ୍ୟମ କରୁଛନ୍ତି।
ତଥ୍ୟ ଅନୁଯାୟୀ, ଗତବର୍ଷ ଓଡ଼ିଶାରେ ୫୬୫୧ ଜଣ ଆତ୍ମହତ୍ୟା କରି ପ୍ରାଣ ହରାଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୪୪୧୨ଜଣ ପୁରୁଷ ଓ ୧୨୩୯ ଜଣ ମହିଳା। କିନ୍ତୁ ଉଦ୍‌ବେଗର କାରଣ ହେଉଛି, ୨୦୨୦ ତୁଳନାରେ ୨୦୨୧ ମସିହାରେ ଓଡ଼ିଶାରେ ଆତ୍ମହତ୍ୟା ଦୁଇ ପ୍ରତିଶତ ବୃଦ୍ଧି ପାଇଛି। ଓଡ଼ିଶାରେ ଯେତିକି ଲୋକ ଆତ୍ମହତ୍ୟା କରୁଛନ୍ତି, ସେଥିରୁ ୭୧ ପ୍ରତିଶତ ଲୋକ ବିଭିନ୍ନ ପାରିବାରିକ ସମସ୍ୟା ଯୋଗୁଁ ହିଁ ଆତ୍ମହତ୍ୟା କରୁଛନ୍ତି। ଯାହାକି ସାରାଦେଶରେ ସର୍ବାଧିକ। ପାରିବାରିକ କଳହ ଯୋଗୁଁ ଓଡ଼ିଶାରେ ୪୦୩୩ ଜଣ ଆତ୍ମହତ୍ୟା କରିଥିବା ବେଳେ ବୈବାହିକ ସମ୍ପର୍କରେ ତିକ୍ତତା ଯୋଗୁଁ ୧୩୪ ଜଣ ଆତ୍ମହତ୍ୟା କରିଛନ୍ତି। ସେହିଭଳି ପରୀକ୍ଷାରେ ଖରାପ ପ୍ରଦର୍ଶନ ଯୋଗୁଁ ୧୩୫ ଜଣ ଆତ୍ମହତ୍ୟା କରିଛନ୍ତି। ପ୍ରେମ ସମ୍ପର୍କରେ ବିଫଳତା ଯୋଗୁଁ ୧୩୨ ଜଣ ଆତ୍ମହତ୍ୟା କରିଛନ୍ତି ଓ ବିଭିନ୍ନ ରୋଗ ଯୋଗୁଁ ୯୧ ଜଣ ଆତ୍ମହତ୍ୟା କରିଛନ୍ତି।

Powered by Froala Editor

Tags Suicide

Related articles Odisha News Lens 4.1

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15430
    May 10, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14434
    May 09, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13458
    May 10, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15536
    May 09, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14150
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15248
    May 10, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14782
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14843
    May 09, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14767
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13458
    May 10, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14843
    May 09, 2026
  • ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14447
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17466
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17516
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16348
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15675
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14469
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15431
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15178
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13978
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15620
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ମାସ

    15430
    May 10, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14767
    May 10, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13458
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In