Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

ରାଜ୍ୟ
Home ›› ରାଜ୍ୟ ››ନଭେମ୍ବର ୮ ରୁ କଟକର ପ୍ରସିଦ୍ଧ ବାଲିଯାତ୍ରା

ନଭେମ୍ବର ୮ ରୁ କଟକର ପ୍ରସିଦ୍ଧ ବାଲିଯାତ୍ରା

2022-09-10 06:45:44
14584
Share:
Facebook
Twitter
E-Mail
WhatsApp
Telegram
ନଭେମ୍ବର ୮ ରୁ କଟକର ପ୍ରସିଦ୍ଧ ବାଲିଯାତ୍ରା

ଭୁବନେଶ୍ବର: କଟକର ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ନଗର ଉନ୍ନୟନ, ପୂର୍ତ୍ତ, ଶକ୍ତି ଓ ସଂସ୍କୃତି ବିଭାଗ ମାଧ୍ୟମରେ ଯାତ୍ରାର ପ୍ରସ୍ତୁତି ପାଇଁ କରାଯାଇଥିବା ପ୍ରାୟ ୧୫.୩୫ କୋଟି ଟଙ୍କା ଖର୍ଚ୍ଚ ଆକଳନର ପ୍ରସ୍ତାବିତ ବିନିଯୋଗ ବିଷୟରେ ଆଲୋଚନା ହୋଇଛି ।

ଲୋକସେବାରେ ଅନୁଷ୍ଠିତ ହୋଇଛି ବାଲିଯାତ୍ରା ସମୀକ୍ଷା ବୈଠକ । ବୈଠକରେ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ ଉତ୍ସବର ପରିଚାଳନା ଓ ଆର୍ଥିକ ବ୍ୟବସ୍ଥା ସମ୍ବନ୍ଧିତ ବିଷୟ ଆଲୋଚନା ପାଇଁ ଉପସ୍ଥାପନ କରିଛନ୍ତି । ଚଳିତ ବର୍ଷ ବାଲିଯାତ୍ରା ନଭେମ୍ବର ୮ ରୁ ୧୬ ତାରିଖ ପର୍ୟ୍ୟନ୍ତ ଆୟୋଜନ କରିବା ପାଇଁ ନିଷ୍ପତ୍ତି ହୋଇଛି ।ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରା ପଡିଆକୁ ରାସ୍ତା ସଂଯୋଗ, ଟ୍ରାଫିକ ନିୟନ୍ତ୍ରଣ, ପର୍ୟ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ ସଂଯୋଗ, ପରିମଳ, ସ୍ବାସ୍ଥ୍ୟସେବା ଓ ଆଇନ ଶୃଙ୍ଖଳା ଉପରେ ଗୁରୁତ୍ବ ଦିଆଯାଇଛି । ଏସବୁର ଉତ୍ତମ ପରିଚାଳନା ପାଇଁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବା ପାଇଁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଯାତ୍ରା ପଡିଆରେ ଅଧିକ ସଂଖ୍ୟକ ପାନୀୟ ଜଳ ଟ୍ୟାଙ୍କର, ଅସ୍ଥାୟୀ ବାଇଓ ଟଏଲେଟ୍‌ ଆଦି ଲଗାଇବାକୁ କଟକ ପୌର ପରିଷଦ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯାତ୍ରା ପଡି଼ଆରେ କେବୁଲ ମାଧ୍ୟମରେ ବିଦ୍ୟୁତ ସଂଯୋଗ କରିବାକୁ ସିଏସ ବିତରକ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରା ସମୟରେ ନଦୀରେ ଜଳ କ୍ରୀଡା ଏବଂ ଡେଜର୍ଟ ବାଇକ ରାଇଡିଂ ଆଦିର ବ୍ୟବସ୍ଥା ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

Powered by Froala Editor

Tags Baliyatra

Related articles Odisha News Lens 4.1

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13573
    Jun 20, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15284
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14416
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14971
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15094
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15437
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15218
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14127
    Jun 21, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13784
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15094
    Jun 20, 2026
  • ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15284
    Jun 20, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15218
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16935
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17554
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17602
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17996
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14127
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15284
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14201
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15713
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14929
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13766
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14865
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15478
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15227
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15284
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13573
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13784
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In