Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

Home ›› ››ପ୍ରବଳରୁ ଅତିପ୍ରବଳ ବର୍ଷା: ଏହି ଜିଲ୍ଲାକୁ ଅରେଞ୍ଜ ଓ ଏହି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ପ୍ରବଳରୁ ଅତିପ୍ରବଳ ବର୍ଷା: ଏହି ଜିଲ୍ଲାକୁ ଅରେଞ୍ଜ ଓ ଏହି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

2022-09-11 06:35:49
15613
Share:
Facebook
Twitter
E-Mail
WhatsApp
Telegram
ପ୍ରବଳରୁ ଅତିପ୍ରବଳ ବର୍ଷା: ଏହି ଜିଲ୍ଲାକୁ ଅରେଞ୍ଜ ଓ ଏହି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱ: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି।ଅବପାତ ପ୍ରଭାବରେ ଉପକୂଳ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ସୋମବାର ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ୮ ଜିଲ୍ଲା- ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,ବଲାଙ୍ଗିର, କନ୍ଧମାଳ,ବୌଦ୍ଧ, ସୋନପୁର ଓ ବରଗଡ଼ର ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ୧୬ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।
୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୧୭/୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ।

Powered by Froala Editor

Tags Rain

Related articles Odisha News Lens 4.1

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13803
    Jun 20, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14380
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14433
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15107
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14144
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14984
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15451
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15235
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13586
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15451
    Jun 20, 2026
  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13803
    Jun 20, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15235
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17554
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17602
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17996
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14144
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15301
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14214
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15715
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14931
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13766
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14866
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15478
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15228
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15301
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13803
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15451
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In