Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

Home ›› ››ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର

2022-09-11 07:12:31
13978
Share:
Facebook
Twitter
E-Mail
WhatsApp
Telegram
ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର

ଭୁବନେଶ୍ୱର:  ପ୍ରବଳ ବର୍ଷା ଯୋଗୁଁ ବଢୁଛି ଜଳକା ନଦୀର ଜଳସ୍ତର । ସକାଳ ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ବିପଦ ସଙ୍କେତ ୫. ୫୦ ମିଟର ଥିବା ବେଳେ ବର୍ତମାନ ସୁଦ୍ଧା ୫ . ୬୦ମିଟରରେ ପ୍ରବାହିତ ହେଉଛି ଜଳ । ବର୍ଷା ଲାଗିରହିିଥିବା ସହ ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ଅଧିକ ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ନଦୀର ଉପର ମୁଣ୍ଡ ମୟୁରଭଂଜ ଜିଲ୍ଲାର ସୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଂଚଳରେ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର ।
ଲଘୁଚାପ ଯୋଗୁ ଲଗାଣ ବର୍ଷା । ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିବା ବେଳେ ବଢୁଛି ନଦୀର ଜଳ ସ୍ତର । ସେହିଭଳି ଗଜପତି ଜିଲ୍ଲାରେ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇପଡ଼ିଛି । ସଂଧ୍ୟାସୁଦ୍ଧା ବର୍ଷା ଜାରି ରହିଲେ କାଶୀନଗର ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି । ସେହିଭଳି ବର୍ଷା ଯୋଗୁ ଫୁଲୁଛି ବଂଶଧାରା ନଦୀ ।

ଅନ୍ୟପକ୍ଷରେ ଅବପାତର ରୂପ ନେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଦକ୍ଷିଣ ଓଡ଼ିଶା ଏବଂ ପାଶ୍ୱବର୍ତୀ ଅଂଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଅବପାତ ଏବେ ଉତରପଶ୍ଚିମ ଗୋପାଳପୁରଠାରୁ ୨୦ କିଲୋମିଟର ଦୂରରେ ରହିଛି । ଅବପାତ ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ସେହିପରି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ଓ ୧୩ ତାରିଖରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ଆସନ୍ତା ୧୭ ତାରିଖ ଦିନ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Powered by Froala Editor

Tags Jalaka river

Related articles Odisha News Lens 4.1

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15306
    Apr 20, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13789
    Apr 20, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14429
    Apr 19, 2026
  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା
    ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15467
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14394
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13349
    Apr 20, 2026
  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14461
    Apr 19, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14736
    Apr 20, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13624
    Apr 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14461
    Apr 19, 2026
  • ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15306
    Apr 20, 2026
  • ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13789
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17479
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13349
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16108
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15811
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16167
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14786
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13874
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13624
    Apr 19, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14429
    Apr 19, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13349
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In