Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ସଟ୍‌ସର୍କିଟ୍‌ରେ ଜଳିଗଲା ଘର

ସଟ୍‌ସର୍କିଟ୍‌ରେ ଜଳିଗଲା ଘର

2022-09-11 18:57:58
17169
Share:
Facebook
Twitter
E-Mail
WhatsApp
Telegram
ସଟ୍‌ସର୍କିଟ୍‌ରେ ଜଳିଗଲା ଘର

ବିଦ୍ୟୁତ ସଟସର୍କିଟ୍ ରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ଜଳସୁଆଁ ଗ୍ରାମ କୁମ୍ଭାର ସାହିର ମାଳତୀ ସା ଏବଂ ପୁଟ ସା ଙ୍କର ଦୁଇ ବଖରା ଘର ନିଆଁ ଲାଗି ସଂପୂର୍ଣ୍ଣ ଜଳି ପୋଡ଼ି ପାଉଁଶ ହୋଇଯାଇଛି । ପରିବାର ଲୋକେ ନିଜର ବୁଦ୍ଧି କୌଶଳରେ ଗାଇ ଗୁହାଳକୁ ଯାଇ ୬ଟି ଗୋରୁ ଗାଈଙ୍କ ବେକରୁ ପଘାକୁ ଫିଟେଇ ଦେଇଥିଲେ । ଯାହା ଫଳରେ ଅଳ୍ପକେ ବର୍ତ୍ତିଯାଇଥିଲେ ଗୋରୁ ଗାଈ । ଦୁଇବଖରା ଘରଟି ସମ୍ପୂର୍ଣ୍ଣ ଭାବେ ପୋଡି ଯାଇଥିବାରୁ ବହୁ ଦାମୀ ଆସବାପତ୍ର ନଷ୍ଟ ହୋଇଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି ।

ଏ ଘଟଣା ବିଷୟରେ ସ୍ଥାନୀୟ ଜଳସୁଆଁ ସରପଞ୍ଚ ଶ୍ରୀମତୀ ପ୍ରଶାନ୍ତି ମାଝୀ ଘଟଣା ସ୍ଥଳକୁ ଆସି କିପରି ଭାବେ ପରିବାର ଲୋକେ ସୁବିଧା ସୁଯୋଗ ପାଇ ପରିବେ ସ୍ଥାନୀୟ ଆରଆଇ ଙ୍କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଆରଆଇ ପହଞ୍ଚି ସମସ୍ତ ପ୍ରକାର ସୁବିଧା କରିଦେବାନେଇ ପ୍ରକାଶ କରିଥିଲେ ।

Powered by Froala Editor

Tags patna

Related articles Odisha News Lens 4.1

  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14162
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14538
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15577
    Aug 15, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14903
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14619
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14860
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13466
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14517
    Aug 15, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14907
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14279
    Aug 16, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13466
    Aug 16, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14907
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17651
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13466
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14806
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14580
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14416
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15995
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14860
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14619
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13466
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In