Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୬୦ଟି ସ୍ଥାନରେ ଏନଆଇଏର ଚଢ଼ାଉ

୬୦ଟି ସ୍ଥାନରେ ଏନଆଇଏର ଚଢ଼ାଉ

2022-09-12 08:54:38
15465
Share:
Facebook
Twitter
E-Mail
WhatsApp
Telegram
୬୦ଟି  ସ୍ଥାନରେ ଏନଆଇଏର ଚଢ଼ାଉ

ନୂଆଦିଲ୍ଲୀ: ଦେଶର ପାଞ୍ଚଟି ରାଜ୍ୟର ପ୍ରାୟ ୬୦ଟି  ସ୍ଥାନରେ ଆଜି ସକାଳୁ ଏନଆଇଏ  ନିଜ ଚଢ଼ାଉକୁ ଜୋରଦାର କରିଛି।  ଗ୍ୟାଙ୍ଗଷ୍ଟର ସହିତ ଆତଙ୍କବାଦୀ କନେକସନ୍‌ ମାମଲାରେ ଏହି ଚଢ଼ାଉ ଚାଲିଛି ।  ବହୁ ସଂଖ୍ୟାରେ କୁଖ୍ୟାତ ଗ୍ୟାଙ୍ଗଷ୍ଟାର ଦେଶ ସମେତ ବିଦେଶ ତଥା ଭାରତୀୟ ଜେଲ୍‌ରେ ଥାଇ ବି ବାହାରେ ନିଜ ଅପରେସନକୁ ଜୋରଦାର କରୁଛନ୍ତି। ଗୋଲ୍ଡି ବ୍ରାରଙ୍କ ସମେତ ଅନେକ ଗ୍ୟାଙ୍ଗଷ୍ଟର ବିଦେଶରେ ସକ୍ରିୟ ଅଛନ୍ତି। ଏହି ମାମଲାରେ  ଆଜି ସକାଳୁ  ପଞ୍ଜାବ, ହରିୟାଣା ଓ ରାଜସ୍ଥାନ ସମେତ ୫ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ରେଡ ଚାଲିଛି।  ନିକଟରେ ଏନଆଇଏର ବରିଷ୍ଠ ଅଧିକାରୀମାନେ ଏ ସମ୍ପର୍କରେ ହରିୟାଣା ଏବଂ ପଞ୍ଜାବ ପୁଲିସର ଅଧିକାରୀଙ୍କୁ ଭେଟି ଅବଗତ କରାଇଥିଲେ । ପଞ୍ଜାବରେ କେବଳ ୨୫ରୁ ଅଧିକ ଜାଗାରେ ଚଢ଼ାଉ ଚାଲିଥିବା ଜଣାଯାଇଛି। ପଞ୍ଜାବ ପୁଲିସ୍‌ର ଆଣ୍ଟି-ଗ୍ୟାଙ୍ଗଷ୍ଟାର ଟାସ୍କ ଫୋର୍ସ ସମେତ ଦିଲ୍ଲୀ ପୁଲିସ୍‌ ଓ କେନ୍ଦ୍ର ଏଜେନ୍ସି ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

ଗତ ଦୁଇ ମାସ ମଧ୍ୟରେ ପଞ୍ଜାବରେ ହୋଇଥିବା ଗ୍ୟାଙ୍ଗୱାର ସମ୍ପର୍କରେ କେନ୍ଦ୍ର ପକ୍ଷରୁ ପଞ୍ଜାବ ପୁଲିସକୁ ବହୁଥର ଆଲର୍ଟ କରାଯାଇଛି।  ବହୁ  ଆତଙ୍କୀ ହାମଲା ପଛରେ ଗ୍ୟାଙ୍ଗୱାର ଥିବା ପଦାକୁ ଆସିଛି। ଏପରିକି ବହୁ ଦୁର୍ଦ୍ଦାନ୍ତ ଅପରାଧୀ ଜେଲ୍‌ ଚାରିକାନ୍ଥରେ ଥାଇ ବି ବାହାରେ ନିଜ ଅପରେସନ ଚଳାଉଛନ୍ତି । ନିକଟରେ ସିଦ୍ଧୁ ମୁସେୱାଲା ହତ୍ୟାରେ ସମ୍ପୃକ୍ତ ଅନେକ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ଦିଲ୍ଲୀ ପୁଲିସ୍‌ ଟଇଚଇ ଲାଗୁ କରିଛି ।

Powered by Froala Editor

Tags NIA

Related articles Odisha News Lens 4.1

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14840
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14293
    Aug 26, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14001
    Aug 26, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15182
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13548
    Aug 25, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13796
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15281
    Aug 25, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13646
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13492
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13548
    Aug 25, 2026
  • ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14293
    Aug 26, 2026
  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14173
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13646
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15219
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15580
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16110
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14026
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14011
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15281
    Aug 25, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13492
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13646
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In