Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ...

  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ...

  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ...

  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ...

  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ ...

  • ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ...

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ଦିନକରେ ୫୨୨୧ ନୂଆ ସଂକ୍ରମିତ

ଦେଶରେ ଦିନକରେ ୫୨୨୧ ନୂଆ ସଂକ୍ରମିତ

2022-09-12 08:56:01
14185
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଦିନକରେ ୫୨୨୧ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । କିଛି ଦିନ ହେଲା ଦୈନିକ ୫ରୁ ୬ ହଜାର ସଂକ୍ରମଣ ମାମଲା ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୨୨୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଗତକାଲି ଏହି ସଂଖ୍ୟା ୫୦୭୬ ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୯୭୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୨୫,୨୩୯ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ  ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୫୦ ହଜାର ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୭,୧୭୬ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୮୨% ରହିଛି । ଏବେ ସୁଦ୍ଧା ଦେଶରେ ୮୮.୮୭ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୧୬୫ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13663
    Feb 17, 2026
  •  ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ
    ଦେଶ-ଦେଶାନ୍ତର

    ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ

    14256
    Feb 17, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13450
    Feb 16, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13664
    Feb 15, 2026
  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?

    14728
    Feb 17, 2026
  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ
    ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13687
    Feb 17, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...

    13902
    Feb 17, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ
    ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15150
    Feb 17, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15416
    Feb 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ

    14256
    Feb 17, 2026
  • ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13687
    Feb 17, 2026
  • ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15150
    Feb 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17340
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17407
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17753
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16227
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15769
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16220
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16364
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14111
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14756
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13450
    Feb 16, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13664
    Feb 15, 2026
  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13687
    Feb 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In