Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଓଟିଟି ପ୍ଲାଟଫର୍ମରେ ଆସୁଛି ମହାକାବ୍ୟ ‘ମହାଭାରତ’

ଓଟିଟି ପ୍ଲାଟଫର୍ମରେ ଆସୁଛି ମହାକାବ୍ୟ ‘ମହାଭାରତ’

2022-09-12 20:16:21
15378
Share:
Facebook
Twitter
E-Mail
WhatsApp
Telegram
ଓଟିଟି ପ୍ଲାଟଫର୍ମରେ ଆସୁଛି ମହାକାବ୍ୟ ‘ମହାଭାରତ’

‘ମହାଭାରତ’ । ଯାହାକୁ ଆମେ ୯୦ ଦଶକରେ ଟେଲିଭିଜନ ଜରିଆରେ ଦେଖିଥିଲେ । ତାପରେ ବହୁ ଫର୍ମରେ ଆଉ ବହୁ ଚ୍ୟାନେଲରେ ଭିନ୍ନ ଭିନ୍ନ ଭାଷାରେ ଦେଖିଛେ । କିନ୍ତୁ ମହାଭାରତ ଦେଖିବାକୁ ଦର୍ଶକଙ୍କ ଭିତରେ ସେତିକି ଆଗ୍ରହ ରହିଛି । ତେଣୁ ଫିଲ୍କ ଓ ସିରିଏଲ ପରେ ଏବେ ଓଟିଟି ପ୍ଲାଟଫର୍ମରେ ଆସିବ ମହାଭାରତର ୱେବସିରିଜ । ହଁ ଏହା ସତ । ପ୍ରଯୋଜକ ମଧୁ ମଣ୍ଟେନା ମହାକାବ୍ୟ ମହାଭାରତ ଉପରେ ୱେବସିରିଜ୍‌ ନିର୍ମାଣ କରିବାକୁ ଯାଉଛନ୍ତି। ଏହି ସିରିଜ୍ ବହୁତ ବଡ଼ ଆକାରରେ ତିଆରି ହେବ, ଯାହାର କିଛି ଫଟୋ ମଧ୍ୟ ସାମ୍ନାକୁ ଆସିଛି।

ଏବେ ଆମେରିକାର ଅନାହିମ୍ ସହରରେ D23 Expo ଆୟୋଜିତ ହେଉଛି, ଯେଉଁଥିରେ କି ଓଟିଟି ପ୍ଲାଟଫର୍ମ ଡିଜ୍ନୀ ପ୍ଲସ୍‌ ହଟଷ୍ଟାରର ଅନେକ ପ୍ରୋଜେକ୍ଟ ଘୋଷଣା କରାଯାଇଛି। ସେହି ପ୍ରୋଜେକ୍ଟଗୁଡ଼ିକ ମଧ୍ୟରେ ମହାଭାରତ ମଧ୍ୟ ସାମିଲ ଅଛି। ବଡ଼ ପରଦା ଏବଂ ଟିଭି ପରେ, ବର୍ତ୍ତମାନ ମହାଭାରତକୁ ଡିଜ୍ନୀ ପ୍ଲସ୍ ହଟଷ୍ଟାର ମାଧ୍ୟମରେ ଏକ ୱେବ୍ ସିରିଜ୍ ଭାବରେ ମଧ୍ୟ ଦେଖିବାକୁ ମିଳିବ।

ମିଳିଥିବା ସୂଚନା ମୁତାବକ, ଏହାର ସ୍କ୍ରିପ୍ଟ, ସଂଳାପ ଇତ୍ୟାଦି ଲେଖାସରିଛି ଏବଂ କଳାକାରଙ୍କ ଅନୁସନ୍ଧାନ ଚାଲିଛି, ଯାହାକି ଶୀଘ୍ର ଶେଷ ହେବ। ମହାଭାରତ ୱେବ୍ ସିରିଜର ଭିଜୁଆଲ୍ ଦେଖି ଜଣାପଡ଼ୁଛି ଯେ, ଏହା ବହୁତ ବଡ ଆକାରରେ ତିଆରି ହେବ। ୱେବ୍ ସିରିଜର ଏହି ଫଟୋଗୁଡ଼ିକରେ ଯୁଦ୍ଧଠାରୁ ଆରମ୍ଭ କରି ମହାଭାରତ ଯୁଗର ପ୍ରାସାଦର ଭବ୍ୟତା ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି।

Powered by Froala Editor

Tags mahabharat

Related articles Odisha News Lens 4.1

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14138
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14857
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13626
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14019
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13657
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14054
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13834
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15421
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14748
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14019
    Oct 17, 2026
  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15421
    Oct 17, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14748
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15121
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14666
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14769
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15771
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14444
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14604
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14019
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14748
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14085
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In